-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚାଷୀ ମାନଙ୍କୁ ନେଇ ବୈଠକ ଅନୁଷ୍ଠିତ

12-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର ଙ୍କ ନେତୃତ୍ୱ ରେ ରିଲାଏନ୍ସ କମ୍ପାନୀ ପ୍ରତିନିଧି ଅରବିନ୍ଦ ସିଂ, କୃଷି ଅଧିକାରୀ ପ୍ରସନ୍ନ ମିଶ୍ର, ପରିସଂଖ୍ୟାନ ବିଭାଗ ଅଧିକାରୀ, ଜିଲ୍ଲା ସମବାୟ ବ୍ୟାଙ୍କ ଅଧିକାରୀ ଏବଂ ସଂଯୁକ୍ତ କୃଷକ ସଂଗଠନ ସଦସ୍ୟ ମାନଙ୍କ ଜିଲ୍ଲାପାଳ ଅଫିସ ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଗତ ବର୍ଷ ମାନଙ୍କର ବୀମା ସମସ୍ୟା ପ୍ରସଙ୍ଗରେ ଆଲୋଚନା ହୋଇଥିଲା। କୃଷକ ସଂଗଠନ ଅଭିଯୋଗ ଅନୁସାରେ ବୈଠକ ପରେ ବୈଠକ ବସି ଚାଲିଛି ।ଅନେକ ନିଷ୍ପତ୍ତି ମଧ୍ୟ ହେଉଛି, କିନ୍ତୁ କାର୍ଯ୍ୟକାରୀ ହେଉନାହିଁ ।ତାହାହେଲେ ବୈଠକର ମୂଲ୍ୟ କଣ ବୋଲି ପ୍ରଶ୍ନ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ମଧ୍ୟ ରିଳାଏନ୍ସ କମ୍ପାନୀ ପ୍ରତିନିଧି ଙ୍କୁ ଅନେକ ତାଗିତ କରିଛନ୍ତି। ପଦ୍ମପୁର ଉପଖଣ୍ଡରେ ଅଫିସ ଖୋଲିବା, ପ୍ରତେକ ବ୍ଲକରେ ରିଳାଏନ୍ସ କମ୍ପାନୀ ପ୍ରତିନିଧି କୃଷି ଅଫିସ ରେ ସେବା ଦେବା, ସହିତ କୃଷକ ମାନଙ୍କ ଦାବୀ ତୁରନ୍ତ ପୁରଣ କରିବାକୁ ପରାମର୍ଶ ଦେଇଛନ୍ତି। ସଂଗଠନ ପକ୍ଷରୁ ଗତ ମିଗ ଜୋମ ଜନିତ ଫସଲ ବୀମା କ୍ଷତି ଅନୁପାତ ରେ ବହୁତ କମ ମିଳିଥିବା, କ୍ଷତିଗ୍ରସ୍ତ ଅନେକ ଚାଷୀ କ୍ଷତି ପୂରଣ ପାଇ ନ ଥିବା, ୨୦୨୪ ଖରିଫ ଋତୁର ଅନେକ ଚାଷୀ ପୋଲିସି ଆଜି ପର୍ଯ୍ୟନ୍ତ ଅନୁମୋଦନ ନ ହେବା, କାରଣରୁ ଚଳିତ ବର୍ଷ ୧୮ ହଜାର ଚାଷୀ ନିରୁତ୍ସାହିତ ହୋଇ ଫସଲ ବୀମା କରିନାହାଁନ୍ତି। ଏଣୁ ଗତ ବର୍ଷର ବୀମା କ୍ଷତି ଗ୍ରସ୍ତ ଚାଷୀ ମାନଙ୍କୁ ପୁନର୍ବିଚାର କରି ତୁରନ୍ତ ଦେବା ପାଇଁ  କରିଥିଲେ। ଯଦି କମ୍ପାନୀ ଆଗ୍ରହ ନ ଦେଖାଏ ତାହାହେଲେ ଫସଲ ବୀମା ଜିଲ୍ଲା ପରିଚାଳନା କମିଟି ବସି ତାହାର ସମାଧାନ କରାଯାଉ ।ନଚେତ  କୌଣସି ମୁହୂର୍ତ୍ତରେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବା ପାଇଁ ବାଧ୍ୟ ହେବୁ ବୋଲି ଚାଷୀ ରୋକ ଠୋକ ଭାବେ ଚେତାବନୀ ଦେଇଛନ୍ତି। ପରେ ଚଳିତ ବର୍ଷରେ ନକଲି ବୀମାକାରୀଙ୍କ ବିରୋଧରେ  କେଶ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏ ବୈଠକରେ ସଂଯୁକ୍ତ ସଂଗଠନର ଉତ୍ପନ୍ନ କୁମାର ଭୋଇ, ରମେଶ ମହାପାତ୍ର, ପ୍ରଭାତ ସାହୁ, ମୁରଲୀ ଭୋଇ, ପ୍ରେମରାଜ ସାହୁ, କାରଣ ସାହୁ, ତପନ ମିଶ୍ର, ସୁଦାମ ପାତ୍ର, ବିକାଶ ମାଝୀ, ନରେନ୍ଦ୍ର ଭୋଇ,ନିରଞ୍ଜନ ପଧାନ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like