-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପlରୋଷାନ ସାହୁଙ୍କ ରାୟଗଡ ଗସ୍ତ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା

12-Sep-2024



ରାୟଗଡ (ସୁପ୍ରିୟା ଷଡଙ୍ଗୀ)
ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଶ୍ରୀମତୀ ରୂପା ରୋଶନ ସାହୁ ଦିନିକିଆ ରlୟଗଡ଼ ଜିଲ୍ଲା ଗସ୍ତରେ ଆସି ଆଜି ସାନ୍ଧ୍ୟ ୪. ୦୦ ଘଟିକା ସମୟରେ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା କରିଥିଲେ l ବିଶେଷ କରି ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ଅନ୍ତର୍ଗତ ଜିଲ୍ଲାରେ କେତେ ଚାଷୀ ଉପକୃତ ହୋଇଛନ୍ତି ତାହାଉପରେ ଆଲୋଚନା କରୁଥିଲେ l ଡ୍ରନ ମାଧ୍ୟମରେ ଫସଲ ବୀମା ସର୍ବେ ଆଦିବାସୀ ଉପରେ ସମୀକ୍ଷା କରିଥିଲେ l ସେହିପରି ସୁଭଦ୍ରା ଯୋଜନାରେ ଜିଲ୍ଲାରେ ଆବେଦନ ପ୍ରକ୍ରିୟାରେ କେତେ ଆଗ୍ରଗତି ହୋଇଛି ତାହାଉପରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ପlୱlର ପଏଣ୍ଟ ମାଧ୍ୟମରେ ଉପସ୍ଥାପନା କାଟିଥିଲେ l ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୦୦୦୦ହଜାର ବିଭିନ୍ନ ବ୍ଲକକୁ ଫର୍ମ ବଣ୍ଟଯାଇଥିବା ବେଳେ ହିତାଧିକାରୀଙ୍କୁ ୩୨୦୪୧୭ତି ଫୋର୍ମ ଦିଆଯାଇଛି l ସେଥିରୁ ୧୫୬୭୨୬ଟି ସଂଗ୍ରହ କରାଯାଇଥିବା ବେଳେ ୧୧୯୭୧୧ଟି ଫୋର୍ମ ଯାଞ୍ଚ କରଯାଇଛି l ବର୍ତ୍ତମାନ ସୁଦ୍ଧା ଶୁଭଦ୍ରା ପୋର୍ଟାଲକୁ ୮୦ହଜାରରୁ ଉର୍ଦ୍ଧ୍ୱ ଫୋର୍ମ ଯାଇସାରିଥିବା ଜିଲ୍ଲାପାଳ ପ୍ରକାଶ କରିଥିଲେ l ଏହାପରେ ମହିଳା ଓ ଶିଶୁ ବିକାଶ ଯୋଜନା ଅନ୍ତର୍ଗତ ଅଙ୍ଗନବାଡି କେନ୍ଦ୍ରର ନିଜସ୍ୱ ଗୃହ, ଜିଲ୍ଲାରେ ଶିକ୍ଷାର ବ୍ୟବସ୍ଥା, ସ୍ୱାସ୍ଥ୍ୟଗତ ସମସ୍ୟା, ଗମନାଗମନ ସ୍ଥିତ ଉପରେ ସମୀକ୍ଷା କରିଥିଲେ l ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ଚନ୍ଦ୍ର ରୋଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଜିଲ୍ଲାପରିଷଦ, ଶ୍ରୀ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ ଗୁଣୁପୁର ସୁଶ୍ରୀ କିରେନ୍ଦୀପ କୌର ସହଟା, ଉପଜିଲ୍ଲାପାଳ ରlୟଗଡ଼ ଶ୍ରମତୀ କଲ୍ୟାଣୀ ସଂଘମିତ୍ରା ଦେଵୀ, ଜିଲ୍ଲାସ୍ଥରୀୟ ବିଭିନ୍ନ ବିଭାଗ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ସିଡିପିଓ ଆଦି ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like