-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||     

HOME   ଜିଲ୍ଲା

ଅଙ୍ଗନୱାଡି କେନ୍ଦ୍ରରେ ଆୟୁଷ୍ମାନ ଆରୋଗ୍ୟ ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

12-Sep-2024



ରେଙ୍ଗାଲିକ୍ୟାମ୍ପ(ପ୍ରେରଣାଖବର): ବରଗଡ଼  ଜିଲ୍ଲା ଦେଶ ଭଟଲି ପଞ୍ଚାୟତ ଉଦେପୁର ଅଙ୍ଗନୱାଡି କେନ୍ଦ୍ର (୧)ପରିସରରେ ଆଜି ଆୟୁଷ୍ମାନ ଆରୋଗ୍ୟ   ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରକୁ ଧାତୁକ ପାଳି ସ୍ୱାସ୍ଥ୍ୟକେନ୍ଦ୍ରର ମନୋରଞ୍ଜନ ସାହୁ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିଥିଲ । ଡଃ ମନୋରଞ୍ଜନ ସାହୁ, ଦେଶ ଭଟଲି ଉପ ସ୍ଵାସ୍ଥ୍ୟ କେନ୍ଦ୍ର ର ମହିଳା ସ୍ୱାସ୍ଥ୍ୟ କର୍ମୀ  ଲୀଳାବତୀ ପଟେଲ, ସି.ଏଚ ଓଝିଲିନା ,  ଆଚାର୍ଯ୍ୟ କର୍ମୀ ରୀନା ଦନ୍ତା ଜ୍ୟୋସ୍କାମୟୀ ଛୁରିଆ, ଆଶା କର୍ମୀ ମୁକ୍ତା ଦନ୍ତା, ଉପାସୀ ଭୋଇ, ସ୍ନେହ ଲତା ଝାଙ୍କର ପ୍ରମୁଖ ଯୋଗଦେଇ ସହଯୋଗ କରିଥିଲେ ।ଏହି ଶିବିରରେ ବ୍ଲଡ ସୁଗର, ବ୍ଲଡ ପ୍ରେସର, ଚର୍ମ, ଥଣ୍ଡା, କାଶ ଆଦି ରୋଗ ପରୀକ୍ଷା କରି ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ସହ ରୋଗୀ ମାନଙ୍କୁ ଔଷଧ ପ୍ରଦାନ କରାଯାଇଥିଲା । ଡଃ ମନୋରଞ୍ଜନ ସାହୁ ଉପସ୍ଥିତ ଥିବା ମହିଳା, ପୁରୁଷ ମାନଙ୍କୁ ବ୍ଲଡ ସୁଗର, ବ୍ଲଡ ପ୍ରେସର ରୋଗ ଉପରେ  ବିସ୍ତୃତ ଭାବରେ ଆଲୋଚନା କରି ସଚେତନ କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     25-Apr-2026
  ଜିଲ୍ଲା  
ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   25-Apr-2026
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026

You Might Also Like