-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନାର ଆବେଦନ ପ୍ରକ୍ରିୟାକୁ ତଦାରଖ ନିମନ୍ତେ ଜିଲ୍ଲାପାଳ ଜନସେବା କେନ୍ଦ୍ର ପରିଦର୍ଶନ l

12-Sep-2024



ରାୟଗଡ (ସୁପ୍ରିୟା ଷଡଙ୍ଗୀ)
 ସୁଭଦ୍ରା ଯୋଜନାର ସଫଳ ରୂପାୟନ ଓ ସୁନିଶ୍ଚିତ କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ପ୍ରୟାସ ଜାରିରହିଛି l  ଯୋଜନାର ସୁନିଶ୍ଚିତ କରିବା ନିମନ୍ତେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ରାୟଗଡ ସହର ଓ ରାମନାଗୁଡ଼ା ବ୍ଲକର ବିଭିନ୍ନ ଜନସେବା କେନ୍ଦ୍ର ଅଚାନକ ପରଦର୍ଶନ କରିଥିଲେ l ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ନିଜେ ବ୍ୟକ୍ତିଗତ ଭାବେ ଆବେଦନ ପାଇଁ ଆସିଥିବା ମହିଳା ଓ ଜନସେବା କେନ୍ଦ୍ର ଦାୟିତ୍ୱରେ ଥିବା କର୍ତୃପକ୍ଷଙ୍କ ସହିତ ଆଲୋଚନା କରିଥିଲେ l ଆବେଦନ କରି ଯେପରି ଅସୁବିଧା ନହୁଅନ୍ତି ସେଥିପ୍ରତି ଧ୍ୟାନଦେବାକୁ କେନ୍ଦ୍ର ଦାୟିତ୍ୱରେ ଥିବା ପରିଚlଳକଙ୍କୁ କହିଥିଲେ l ଜିଲ୍ଲାପାଳଙ୍କ ସହିତ ରାୟଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମୂଲ୍ୟ ସାହୁ, ପୌର ନିର୍ବାହୀ ଅଧିକାରୀ,ସୌମ୍ୟରଞ୍ଜନ ମିଶ୍ର,ସିଡିପିଓ ରାୟଗଡ ମିନାକ୍ଷୀ ଦାଶ ଆଦି ଉପସ୍ଥିତ ଥିଲେ l

ସେହିପରି ଜିଲ୍ଲାର ବିଭିନ୍ନ ଅଂଚଳରେ ଆବେଦନ ପ୍ରକ୍ରିୟାକୁ ତଦାରଖ କରିବା ନିମନ୍ତେ ଜିଲ୍ଲାପାଳ ଆଦେଶ କ୍ରମେ  ଅତିରକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତଙ୍କୁ ଜିଲ୍ଲାର ଵିଷମକଟକ, ମୁନିଗୁଡା  ବ୍ଲକକୁ ତଦାରଖ କରିଥିଲେ l ସିଡିଓ ତଥା ଇଓ ଜ଼ିଲ୍ଲାପରିଷଦ କଳନlରl ଓ ଗୁଣୁପୁର ବ୍ଲକ ଓ ଗୁଣୁପୁର ପୌରପରିଷଦର ବିଭିନ୍ନ ଜନସେବା କେନ୍ଦ୍ର, ମୋ ସେବା କେନ୍ଦ୍ର ବୁଲି ଅନୁଧ୍ୟାନ କରିଥିଲେ l ସେହିପରି ଗୁଣୁପୁର ଉପଜିଲ୍ଲାପାଳ ପଦ୍ମପୁର, ଗୁଡ଼ାରୀ ବ୍ଲକ ଓ କଲ୍ୟାଣ ସିଂପୁର ବ୍ଲକ ତଦାରଖ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026

You Might Also Like