-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ହେବ ତ ଏମିତି

13-Sep-2024



ନୂଆପଡ଼ା (ରାମନାଥ ପଣ୍ଡା)ନୂଆପଡା ଜିଲ୍ଲାରୁ ପ୍ରବାସୀ ଶ୍ରମିକ ପ୍ରଥାର ଅନ୍ତ ଘଟାଇବା ପ୍ରୟାସରେ ଜିଲ୍ଲାପାଳ ମଧୁସୂଦନ ଦାଶ ଗତକାଲି ଲିଟିସର୍ଗି ଗ୍ରାମ ପଞ୍ଚାୟତରେ ସମସ୍ତ ଜିଲ୍ଳାସ୍ତରୀୟ ଅଧିକାରୀ ଏବଂ ସେଠାକାର ପୁରୁଷ ଓ ମହିଳା ଶ୍ରମିକ ମାନଙ୍କୁ ନେଇ ଏକ ସଚେତନତା ସଭାର ଆୟୋଜନ କରିଥିଲେ l ଏଠାରେ ସୂର୍ଯ୍ୟ ପ୍ରକାଶ ହଂସ ନାମକ ଏକ ପିତୃହୀନ ଏବଂ ମା ପରିତ୍ୟାଗ କରିଦେଇଥିବା ଅସହାୟ ବାଳକକୁ ନେଇ ସହାୟତା ପାଇଁ ତା'ର ଅଜା ଜିଲ୍ଲାପାଳଙ୍କୁ ଗୁହାରି କରିଥିଲା l ପିଲାଟି ପାଠ ପଢି ଜୀବନରେ ଉନ୍ନତି କରିବା ପାଇଁ ସ୍ୱପ୍ନ ଦେଖୁଥିଲା l ପରିସ୍ଥିତିର ଗମ୍ଭୀରତାକୁ ଉପଲବ୍ଧି କରି ଜିଲ୍ଲାପାଳ ଏହାକୁ ତୁରନ୍ତ ସାହାଯ୍ୟ କରିବା ପାଇଁ ଡିସିପିଓ ଆନ୍ତର୍ଯ୍ୟାମୀ ବଳିୟାରସିଂଙ୍କୁ ନିର୍ଦେଶ ଦେଇଥିଲେ l ଏହାପରେ ବାଳକକୁ ରାଜ ଖରିଆର ଗଡରାମୁଣ୍ଡା ସ୍ଥିତ ନବପ୍ରଭାତ ଶିଶୁ ଯତ୍ନ କେନ୍ଦ୍ରରେ ଦ୍ଵିତୀୟ ଶ୍ରେଣୀରେ ନାମ ଲେଖିବା ପାଇଁ  ବନ୍ଦୋବସ୍ତ କରାଗଲା । ପିଲଟିର ସମସ୍ତ ଖର୍ଚ୍ଚ ଜିଲ୍ଳା ପ୍ରଶାସନ ବହନ କରିବ l ଜିଲ୍ଲାପାଳଙ୍କ ଏହି ସମୟୋଚିତ ତ୍ୱରିତ ପଦକ୍ଷେପ ଯୋଗୁଁ ଗୋଟିଏ ଅସହାୟ ପିଲାର ଭବିଷ୍ୟତ ସୁରକ୍ଷିତ ହୋଇଯାଇଥିବାରୁ ଉପସ୍ଥିତ ଜନତା ହର୍ଷଧ୍ୱନି ଦେଇ ଏହାକୁ ସ୍ୱାଗତ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026

You Might Also Like