-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଦାଉ ସାଧୁଛି ବିଦ୍ୟୁତ ବିଭାଗ, କେବଳ ବିଲ ଆଦାୟରେ ଗୁରୁତ୍ୱ, ବିଦ୍ୟୁତ ଯୋଗାଣ ଫେଲ

13-Sep-2024



ଗୁଡଭେଲା(ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଲକର ୮ଟି ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରାୟ ୮ରୁ ୧୦ ଘଣ୍ଟା  ବିଦ୍ୟୁତଯୋଗାଣ ବନ୍ଦ ରହୁଥିବା ବେଳେ ବିଦ୍ୟୁତ ବିଳ ଆଦାୟ ଉପରେ ଗୁରୁତ୍ବ ହେଉଥିବା ଗୁଡଭେଲା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା ଗଣମାଧ୍ୟମ ଆଗରେ ଅଭିଯୋଗ କରିଛନ୍ତି। ଗମ୍ଭାରୀଗୁଡା, ଜାମୁଟ, ଘୂନା, ବିରାମୁଣ୍ଡା, ଗୁଡଭେଲା, ଦେଉଳଗୁଡି, ତେନ୍ତୁଳୀଖୁଣ୍ଟି,  ମାଢେକେଲା ଆଦି ଗ୍ରାମପଞ୍ଚାୟତ ରେ ସାମାନ୍ଯ ପବନ ହେଲେ ବିଦ୍ୟୁତ ସରବରାହ ଦିନ ଦିନ ଧରି ବନ୍ଦ ରହୁଥିବା ବେଳେ ଉପଭୋକ୍ତାଙ୍କୁ ସ୍ମାର୍ଟ ମିଟର ଲଗାଇବାକୁ କହୁଛନ୍ତି।  ଉକ୍ତ ମିଟରରେ ବିଦ୍ୟୁତ ବିଲ ଅଧିକ ଆସୁଥିବାରୁ ଲୋକଙ୍କ ମଧ୍ଯରେ ଭୟର ବାତାବରଣ ସୃଷ୍ଟି ହେବାରେ ଲାଗିଛି। ଅନ୍ୟ ପଟରେ ଉକ୍ତ ୮ଗୋଟି ଗ୍ରାମ ପଞ୍ଚାୟତର ଜନସାଧାରଣ ଏହି ଆଧୁନିକ ଯୁଗରେ ମଧ୍ଯ ଘଣ୍ଟା ଘଣ୍ଟା ଧରି ଅନ୍ଧାରରେ ରହିବାକୁ ପଡୁଛି। ଛାତ୍ରଛାତ୍ରୀମାନଙ୍କ ପାଠ ପଢାରେ ବ୍ୟାଘାତ ହେଉଥିବା ବେଳେ ମଶାର ପ୍ରଦୁର୍ଭାବ ବୃଦ୍ଧି ପାଇବା ସହ ଚୋରୀ ଭୟ ଲାଗିରହିଛି।  ଏନେଇ ବିଭିନ୍ନ ସମୟରେ ଅଞ୍ଚଳବାସୀ ରାସ୍ତା ଅବରୋଧ କରିବା ସହ ବିଭିନ୍ନ ଉଚ୍ଚ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ଯ କିଛି ସୁଫଳ ମିଳୁ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ଯରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏ ସମ୍ପର୍କରେ ବିଦ୍ୟୁତ ବିଭାଗର ଏସଡିଓ ସଞ୍ଜୀବ ପାଢ଼ୀଙ୍କୁ ପଚାରିବାରୁ କହନ୍ତି ଯେ, ବିଦ୍ୟୁତ ଯୋଗାଣ ଠିକ ଠାକ ଚାଳିଛି ବୋଲି ସଫେଇ ଦେଇଥିଲେ । ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ବିହିତ ପଦକ୍ଷେପ ନ ନିଅନ୍ତି ତେବେ ବଡ ଧରଣର ଆନ୍ଦୋଳନ ହେବାର ସମ୍ଭାବନାକୁ ଏଡାଇ ଦିଆଯାଇ ପାରିବ ନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like