-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ କ୍ରୀଡା ସଂଘଠନ,ବୋଡେ଼ନ, ସ୍ଥାନ -ଧରଣୀମାଳ

13-Sep-2024



ବୋଡେ଼ନ ( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଧରଣୀମାଲ ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ କ୍ରୀଡା ଅନୁଷ୍ଠିତ ହୋଇଯାଇଛି, ଏହି ଉତ୍ସବ ରେ ଖେଳ ଶିକ୍ଷକ ଶ୍ରୀଯୁକ୍ତ ଠାକୁର ଚରଣ ନାଗ  ମଞ୍ଚ ପରିଚାଳନା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ  ଧରଣୀମାଲ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଲିଙ୍ଗରାଜ କଟା, ମୁଖ୍ୟ ଅତିଥିଭାବେ ବି ଇ ଓ ଶ୍ରୀଯୁକ୍ତ ରୁଦ୍ରେଶ୍ୱର ମେହେର, ସମ୍ମାନିତ ଅତିଥିଭାବେ  ଖରସେଲ  ଗ୍ରାମ ପଂଚାୟତ ସରପଞ୍ଚ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଖମାରି,ଶ୍ରୀଯୁକ୍ତ ଚଣ୍ଡୀରାମ ବାଗ  ପ୍ରଧାନ ଶିକ୍ଷକ ଧରଣୀମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଶ୍ରୀଯୁକ୍ତ  ଅର୍ଜୁଞ୍ଜୟ ପଣ୍ଡା    ବରିଷ୍ଠ କ୍ରୀଡା ଶିକ୍ଷକ  ଗୋପୀନାଥ ଉଚ୍ଚ ବିଦ୍ୟାଳୟ ଲିଟିସର୍ଗି, ସିନାପାଲି ବ୍ଲକ ପ୍ରତିନିଧି  ସାମ୍ବାଦିକ  ଶ୍ରୀଯୁକ୍ତ ଚିନ୍ତାମଣି ନେତାମ  ମଂଚାସୀନ ଥିଲେ। ଏହି  କ୍ରୀଡା ପ୍ରତିଯୋଗିତା ରେ  କବାଡି, ଖୋକୋ, ଭଲିବଲ, ବେଡ଼ମୀଣ୍ଟନ  ଇତ୍ୟାଦି ଖେଳା ଯାଇଥିବା ବେଳେ  ପ୍ରଥମ ଦ୍ଵିତୀୟ ଛାତ୍ର ଛାତ୍ରୀ ଖେଳାଳି  ମାନଙ୍କୁ  ପୁରସ୍କୃତ କରା ଯାଇଥିଲା । ଏହି କ୍ରୀଡାରେ  କ୍ରୀଡା ଶିକ୍ଷକ ଶ୍ରୀଯୁକ୍ତ ଦେବାଶିଷ ଯୋଶୀ, ପ୍ରଦୀପ୍ତ କୁମାର ଯୋଶୀ, ଗୌତମ ବାଗ, ଭାସ୍କର ପାତ୍ର, ଦିଲୀପ ଦାସ, ପରମେଶ୍ୱର ଧରୁଆ  ଖେଳ ପରିଚାଳନା କରିଥିବା ବେଳେ    ଶ୍ରୀଯୁକ୍ତ ପ୍ରଦୀପ କୁମାର ପତି, ହିମାଂଶୁ ଶେଖର ପୁରୋହିତ, ପୁରରବା ସଳମା, ଶିକ୍ଷୟିତ୍ରୀ ଶ୍ରୀମତୀ ପ୍ରିୟମଞ୍ଜରୀ ବେହେରା, ସୁବାସ ଚନ୍ଦ୍ର ଦାସ, ପ୍ରଭାକର ସାହୁ, ଶୁଶିଲ ଖମାରି, ରହିତାଶ୍ଵ ବେମାଲ  ବୀରେନ୍ଦ୍ର କୁମାର ବାଗ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026
  ଜିଲ୍ଲା  
ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   26-Apr-2026
  ଜିଲ୍ଲା  
ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   26-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   26-Apr-2026
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026

You Might Also Like