-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ଜାତୀୟ ହିନ୍ଦି ଦିବସ ପାଳିତ

13-Sep-2024



ଡୁଙ୍ଗୁରିପାଲି, ତା.୧୩/୯(ପ୍ରେରଣା ଖବର):
ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ  ଜାତୀୟ ହିନ୍ଦି ଦିବସ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ସିଂହିଯୁବା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ପୂର୍ବତନ ହିନ୍ଦି ଶିକ୍ଷକ ପଦ୍ମନାଭ ମହାରଣା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ହିନ୍ଦି କିପରି ରାଷ୍ଟ୍ରଭାଷାର ମାନ୍ୟତା ପାଇବା ପାଇଁ କେତେ ବାଧାବିଘ୍ନ ର ସମ୍ବୁଖିନ ହେଇ ଆଜି ବିଶ୍ଵ ଦରବାରରେ ପ୍ରତିଷ୍ଠା ଲାଭ କରିଛି ଦର୍ଶାଇ ଥିଲେ। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ତର୍ଭା ବାଳିକା ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ନରେନ୍ଦ୍ର ସାହୁ , ମାୟା ବର୍ହା ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ କୁମାର ପୁଝାରୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ହିନ୍ଦି ଭାଷା ବୈଶ୍ଵିକ ଭାଷା ମାନ୍ୟତା ଲାଭ ପାଇବା ଉଚିତ୍ ବୋଲି ମତବ୍ୟକ୍ତ କରିଥିଲେ। ସଭାର ପ୍ରାରମ୍ଭରେ ଛାତ୍ରଛାତ୍ରୀମାନେ ଜାତୀୟ ସଙ୍ଗୀତ ଗାନ କରିଥିଲେ। ଜନାନିକ। , ଶୁଭଶ୍ରୀ, ପ୍ରୀତି, ଝରଣା, ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଛାତ୍ର ଛାତ୍ରୀଙ୍କ ମଧ୍ୟରୁ ଅର୍ଚ୍ଚିତା, ଜନନିକ।, ଲିପ୍ସା ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ।

ହିନ୍ଦି ଶିକ୍ଷକ ନନ୍ଦିଘୋଷ ବାରିକ ସଭା ପରିଚାଳନା କରିଥିବା ବେଳେ ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ। କିରଣ, ସଞ୍ଜୀବ, ମିନିକେତାନ୍, ଲିପି, ସୁରଜ୍, ସମୀର କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026

You Might Also Like