-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଶ୍ରୀ ମହାବୀର ଯୁବ ପରିଷଦର ୩୦ ବର୍ଷ ପୂର୍ତ୍ତି ଉପଲକ୍ଷେ "ମହାବୀର ଉଦ୍ୟାନ" ସ୍ଥାପନ

13-Sep-2024



କଟକ(ପ୍ରେରଣା ଖବର): ୪୨ ମୌଜା ଅନ୍ତର୍ଗତ ଶ୍ରୀରାମ କାଠଯୋଡି ନଦୀକୂଳରେ ପବିତ୍ର ରାଧାଷ୍ଟମୀ ଅବସରରେ ଶ୍ରୀ ମହାବୀର ଯୁବ ପରିଷଦର ୩୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବୃକ୍ଷ ଚାରା ରୋପଣ କରି "ମହାବୀର ଉଦ୍ୟାନ" ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଂଶୀଧର ସ୍ମୃତି ଉଦ୍ୟାନ ନିକଟବର୍ତ୍ତୀ ଏକ ନୂତନ ଅଞ୍ଚଳରେ ପରିବେଶ ସମ୍ପାଦକ ପ୍ରକୃତି ବନ୍ଧୁ ନବକିଶୋର ପଣ୍ଡାଙ୍କ ସମ୍ପାଦନାରେ ସଭାପତି ଆଇନଜୀବୀ କେଶବ ଚନ୍ଦ୍ର କର, ସମ୍ପାଦକ ବସନ୍ତ କୁମାର ପଣ୍ଡା, ସଂଯୋଜକ ଭଗବତି ପ୍ରସାଦ ପତି, ପଣ୍ଡିତ ଜଗନ୍ନାଥ ଆଚାର୍ଯ୍ୟ,ପୂର୍ବତନ ସରପଞ୍ଚ ରାମ ଚନ୍ଦ୍ର ଗୋଛାୟତ, ନୀଳମଣି ପାଣ୍ଡେ,ଶାଶ୍ଵତ କର, ହେମନ୍ତ ଖଟୁଆ,ପରିବେଶ ପ୍ରେମୀ ରବୀନ୍ଦ୍ର ସାହୁ,ହୋମିଓପାଥିକ୍ ଚିକିତ୍ସକ ତ୍ରିଲୋଚନ ସାହୁ,ସୁମିତ୍ରା ସ୍ୱାଇଁ,ମାନସ କୁମାର ପଣ୍ଡା,ରିତିକ ନାୟକ,ସାମ୍ୱାଦିକ ଦୀପକ କୁମାର ଆଚାର୍ଯ୍ୟ,ବିଶ୍ଵ ରଞ୍ଜନ ଦାସ,ଅଶୋକ କୁମାର ପତି,ପର୍ଶୁରାମ ବେହେରା ଓ ଦୀନବନ୍ଧୁ ସାମଲ ପ୍ରମୁଖ ଯୋଗ ଦେଇ ଅଁଳା,ଚନ୍ଦନ,ଅର୍ଜ୍ଜୁନ, ଆଶୋକା,ଆମ୍ବ,ପଣସ ଓ ନଡ଼ିଆ

ପ୍ରଭୃତି ୬୦ ଟି ଫଳ ପୁଷ୍ପ ବୃକ୍ଷ ଚାରା ରୋପଣ କରିଥିଲେ । ଏହି ଅବସରରେ ଅତୀତରେ ନଦୀ ବଢିରେ ପ୍ରସସ୍ଥ ହୋଇ ଯାଇଥିବା କାଠଯୋଡି ନଦୀରେ ବିଲୀନ ହୋଇଯାଇଥିବା ପ୍ରାଚୀନ ଶ୍ରୀ ଭିମେଶ୍ୱର ମହାଦେବଙ୍କ ୨ୟ ମନ୍ଦିରର ଦୀର୍ଘ ୩୫ ବର୍ଷ ତଳେ ନଦୀ ଗର୍ଭରୁ ଉଧୃତ ଦୁଇଟି ବିରାଟ କାୟ ବିରଳ ଧଳା ପଥର ଏହି ବାଟିକାରେ ପୂଜାର୍ଚ୍ଚନା ସହ ସ୍ଥାପନ କରାଯାଇଥିଲା । କାର୍ଯ୍ୟକ୍ରମରେ "ପୂର୍ଣ୍ଣାନନ୍ଦ କର ଚାରିଟେବୁଲ ଟ୍ରଷ୍ଟ" ଓ "ଶ୍ରୀ ଭୀମେଶ୍ୱର ମହିମା ପ୍ରଚାର ସମିତି"ର କର୍ମକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like