-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||     

HOME   ଜିଲ୍ଲା

13-Sep-2024



 ବରଗଡ଼: ଶୁକ୍ରବାର ଦିନ ସ୍ୱଚ୍ଛତା ପକ୍ଷର ତ୍ରୟୋଦଶ ଦିବସରେ ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ବାରୀରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବଶିଷ୍ଠ ସାହୁଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ସ୍ବଚ୍ଛତା ସମ୍ବନ୍ଧୀୟ ପ୍ରଦର୍ଶନୀ ଓ ସ୍ୱଚ୍ଛତା ସମ୍ବନ୍ଧୀୟ ଯୋଜନା ସଭା ଆୟୋଜନ କରାଯାଇଥିଲା । ପ୍ରାରମ୍ଭରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ଷଷ୍ଠ ଶ୍ରେଣୀର ଛାତ୍ରମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ । ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ସରୋଜ କୁମାର ସାହୁ ଉଦ୍ଦେଶ୍ୟ ପ୍ରଦାନ କରିଥିଲେ। ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବଶିଷ୍ଠ ସାହୁ ସ୍ବଚ୍ଛତା ପକ୍ଷ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ। ସହକାରୀ ଶିକ୍ଷକ ସ୍ବାଧିନ କୁମାର ସାହୁ ପରିଷ୍କାର ପରିଚ୍ଛନ୍ନତା, ଅଦରକାରୀ କାଗଜ ପତ୍ରରୁ ଆବର୍ଜନା କୁଣ୍ଡ, ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ବିଷୟରେ ସ୍ବଚ୍ଛତା କାର୍ଯ୍ୟ ଯୋଜନା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ। ସହକାରୀ ଶିକ୍ଷୟିତ୍ରୀ ନିବେଦିତା ବିଶ୍ୱାଳ, ନମିତା ବଢେଇ, ପଲ୍ଲବୀ ବଢେଇ, ସୁରେଶ୍ଵରୀ ସେଠ୍ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବ୍ୟଙ୍ଗଛିତ୍ର ଓ  ସ୍ଲୋଗାନ ପ୍ରତିଯୋଗୀତା ଆୟୋଜନ କରିଥିଲେ  ।  ଚିତ୍ରାଙ୍କନ ରେ ଅମିସା  ପ୍ରଧାନ ସପ୍ତମ ଶ୍ରେଣୀ ପ୍ରଥମ,ଲିଲିମା ମଲ୍ଲିକ ଅଷ୍ଟମ ଶ୍ରେଣୀ ଦ୍ୱିତୀୟ, ଅର୍ଚ୍ଚିତା ଭୋଇ ଅଷ୍ଟମ ଶ୍ରେଣୀ ତୃତୀୟ  ଓ ସ୍ଲୋଗାନ ପ୍ରତିଯୋଗୀତାରେ ଶ୍ରୁତି ପଟେଲ ଅଷ୍ଟମ ଶ୍ରେଣୀ ପ୍ରଥମ,ଗୌରୀ କର୍ଷାଲ ଅଷ୍ଟମ ଶ୍ରେଣୀ ଦ୍ୱିତୀୟ ଓ ପୂଜା ବାଗ, ଦି ବ୍ୟା  ସତ ନାମୀ ଷଷ୍ଠ ଶ୍ରେଣୀ ତୃତୀୟ ସ୍ଥାନ ଅଧିକାର କରିଥିଲେ ।  ପ୍ରଥମ, ଦ୍ୱିତୀୟ ଓ  ତୃତୀୟା ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ  ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି ସଭାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ସମସ୍ତ ଛାତ୍ରଛାତ୍ରୀ ସହଯୋଗ କରିଥିଲେ । ଶେଷରେ ସହକାରୀ ଶିକ୍ଷକ ମଙ୍ଗଳୁ ମୁଣ୍ଡଚୁଳିଆ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026

You Might Also Like