-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ରେ ସୁଭଦ୍ରା ରଥକୁ ସ୍ୱାଗତ ସମ୍ୱର୍ଦ୍ଧନା

13-Sep-2024



ଲୋଇସିଂହା, (ପ୍ରେରଣା ଖବର) ଓଡ଼ିଶା ସରକାରଙ୍କ ତରଫରୁ ମହିଳା ସଶକ୍ତିକରଣ ପାଇଁ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ଘରେ ଘରେ ସୁଭଦ୍ରା ଯୋଜନା ପହଞ୍ଚାଇବା ଲକ୍ଷ୍ୟରେ ସାରା ରାଜ୍ୟରେ ବୁଲୁଛି ସୁଭଦ୍ରା ରଥ!ଘରେ ଘରେ ସୁଭଦ୍ରା ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନତା କରାଇବା ଓ କିଭଳି ଏହାର ସୁଫଳ ପାଇପାରିବେ ସେଥିପାଇଁ ସଚେତନତା ବାର୍ତ୍ତା ଦେବା ସହ ଜନସାଧାରଣ କିପରି ଏହାର ଆବେଦନ ସୁରୁଖୁରୁରେ କରିପାରିବେ ପ୍ରଚାର ମାଧ୍ୟମରେ ଏହି ରଥ ବୁଲୁଅଛି!ରାଜ୍ୟରେ ବିଜେପି ସରକାର ଆସିବା ପରେ ପ୍ରଥମ କରି ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି!ଏହି ପରିପେକ୍ଷୀରେ ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ପହଞ୍ଚିଥିବା ଏହି 'ସୁଭଦ୍ରା ରଥ' କୁ ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅକ୍ଷୟପାଣି ଉଦ୍ଦୁ ଉଦଘାଟନ କରି ଏହାର ଶୁଭାରମ୍ଭ କରିଥିଲେ l ଏହି କାର୍ଯ୍ୟକ୍ରମରେ ସମ୍ନାନିତ ଅଥିତି ଭାବରେ ଲୋଇସିଂହା ସିଡିପିଓ ଗାୟତ୍ରୀ ବାରିକ, ଜିପିଓ କିଶୋର ଚନ୍ଦ୍ର ମାନସିଂହ,ବ୍ଲକ ଯୋଗାଣ ଅଧିକାରୀ ସୋମ୍ୟରଞ୍ଜନ ମହାନନ୍ଦ, ଲୋଇସିଂହା ସରପଞ୍ଚ ନବକିଶୋର ନାଏକ,ବଲାଙ୍ଗୀର ସାଂସଦ ଙ୍କ ପ୍ରତିନିଧି ଶ୍ରୀଯୁକ୍ତ ବାଳକୃଷ୍ଣ ଧରୁଆ, ଲୋଇସିଂହା ବିଧାୟକ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ ପ୍ରମୁଖ ଯୋଗଦେଇଥିବା ବେଳେ   ଅଙ୍ଗନୱାଡି କର୍ମୀ, ମିଶନ ଶକ୍ତି ର ସି ଆର ପି,ସ୍ଵଚ୍ଛ ସାଥୀ ଓ ସମସ୍ତ ବ୍ଲକ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିବା ସହ ସମସ୍ତ କାର୍ଯ୍ୟ ସମ୍ପାଦନ କରିଥିଲେ।ଏହି ଅବସରରେ ସୁଭଦ୍ରା ରଥକୁ ଲୋଇସିଂହା ବ୍ଲକ ତରଫରୁ ନଡ଼ିଆ ବାଡେଇ ପୂଜାଅର୍ଚନା କରାଯିବା ସହ ଶୁଭ କାମନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like