-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ରାଜ୍ୟ

ସୁଭଦ୍ରା ଫର୍ମ ପୂରଣ ପାଇଁ ଟଙ୍କା ମାଗି ବନ୍ଧାହେଲେ

14-Sep-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳ):  ସୁଭଦ୍ରା ଯୋଜନାରେ ଫର୍ମ ପାଇଁ କୌଣସି ବ୍ୟକ୍ତିଙ୍କୁ ଟଙ୍କା ମାଗିଲେ ବନ୍ଧା ହେବେ। ଏଭଳି ଚେତାବନୀ ଦେଇଛନ୍ତି ଡିସିପି ପ୍ରତୀକ ସିଂହ। ନିଜ ନିଜ ଅଞ୍ଚଳରେ ଥିବା ଜନସେବା କେନ୍ଦ୍ରରେ ଉପରେ କଡ଼ା ନଜର ରଖିବାକୁ ସମସ୍ତ ଥାନାକୁ ଆଲର୍ଟ ମଧ୍ୟ କରାଯାଇଛି। ସୁଭଦ୍ରା ଯୋଜନା ଫର୍ମ ଦେବା ନାଁରେ ଟଙ୍କା ଆଦାୟ କରୁଥିବା ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରାଯିବା ପରେ କମିସନରେଟ୍‌ ପୁଲିସ ସଜାଗ ହୋଇଯାଇଛି। ଚନ୍ଦ୍ରଖେଖରପୁର ଥାନା ପୁଲିସ ନିଳାଦ୍ରୀବିହାର ସେକ୍ଟର-୩ର ସସ୍ମିତା ଜେନା(୩୮) ଓ ଭାଇ ରଂଜନୀତ ଜେନା(୩୬)କୁ ଗିରଫ କରିଥିବା ବେଳେ ଖାରବେଳନଗର ଥାନା ପୁଲିସ ସତ୍ୟନଗର ହାଉସିଂବୋର୍ଡ କଲୋନିର ରତିକାନ୍ତ ସାହୁ(୩୨)କୁ ଗିରଫ କରିଛି। ସୂଚନା ମୁତାବକ, ଚନ୍ଦ୍ରଖେଶପୁର ଅଞ୍ଚଳରେ ଥିବା ଜନସେବା କେନ୍ଦ୍ରକୁ ହିତାଧିକାରୀ ସୁଭଦ୍ରା ଯୋଜନା ଫର୍ମ ପାଇଁ ଆସିଥିବା ବେଳେ ସେମାନଙ୍କୁ ଟଙ୍କା ମଗାଯାଇଥିଲା। ଫର୍ମ ପିଛା ୨୦୦ଟଙ୍କା ଦେବାକୁ କୁହାଯାଇଥିଲା। ଯେଉଁମାନେ ବିରୋଧ କରିଥିଲେ,‌ ସେମାନଙ୍କୁ ଫର୍ମ ଦିଆଯାଇନଥିଲା। ଫଳରେ କିଛି ହିତାଧିକାରୀ ବିଏମ୍‌ସି ଜୋନ୍‌ ଅଫିସ୍‌ରେ ଅଭିଯୋଗ କରିଥିଲେ। ଘଟଣା ଥାନା ପର୍ଯ୍ୟନ୍ତ ଯାଇଥିଲା। ପରଦିନ ପୁଲିସ ଟିମ୍‌ ଜନସେବା କେନ୍ଦ୍ରରେ ଜଗି ରହିଥିଲା। କେନ୍ଦ୍ର ଚଳାଉଥିବା ମହିଳା ଏଭଳି ଟଙ୍କା ମାଗୁଥିବା ଜଣାପଡ଼ିବା ପରେ ପୁଲିସ ଚଢ଼ଉ କରି ତାଙ୍କୁ ଓ ସେଠାରେ ଥିବା ତାଙ୍କ ଭାଇ ରଂଜିକୁ ଗିରଫ କରିଥିଲା।

ସେହିପରି ସତ୍ୟନଗର ତୋଷାଳି ଭବନ ନିକଟରେ ଥିବା ଜନସେବା କେନ୍ଦ୍ରର ରତିକାନ୍ତ ମଧ୍ୟ ସମାନ ଢ଼ଙ୍ଗରେ ହିତାଧିକାରୀଙ୍କ ଠାରୁ ଟଙ୍କା ନେଉଥିବା ବେଳେ ପୁଲିସ ତାକୁ ଗିରଫ କରିଥିଲା। ଆଜି ସମସ୍ତ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏବେ ପୁଲିସ ସହରରେ ଥିବା ସମସ୍ତ ଜନସେବା କେନ୍ଦ୍ର ଉପରେ ନଜର ରଖିଛି। ଯଦି କେହି ଫର୍ମ ପାଇଁ ଟଙ୍କା ମାଗନ୍ତି, ତୁରନ୍ତୁ ଜଣାଇବାକୁ କମିସନରେଟ୍‌ ପୁଲିସ ପକ୍ଷରୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like