-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ମାନସିଂହ ସାହିତ୍ୟ ସଂସଦର ୪୫ ତମ କବିତା ଆସର

14-Sep-2024



ପୁରୀ/ନନ୍ଦଳା:(ପ୍ରେରଣା ଖବର): ମାନସିଂହ ସାହିତ୍ୟ ସଂସଦ, ନନ୍ଦଳା,ପୁରୀ ଦ୍ଵାରା ଆୟୋଜିତ ୪୫ ତମ ଆଭାସୀ କବିତା ଆସର ଗୁଗୁଲୁ ମିଟ ମାଧ୍ୟମରେ ବିଷ୍ଣୁପ୍ରସାଦ ଦଳେଇଙ୍କ ଅଧ୍ୟକ୍ଷତାରେ ଗତ ସେପ୍ଟେମ୍ବର ୧୦ ତାରିଖରେ ଅନୁଷ୍ଠିତ ହୋଇଯାଇଅଛି । ଏହି କବିତା ଆସରରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍ ଶ୍ରୀମତୀ ମିନା ମହାରଣା ଯୋଗଦେଇ ଓଡ଼ିଆ କବିତା ଓ ମାନସିଂହଙ୍କ କୃତି ଆଲୋଚନା କରିବା ସହ ଅନ୍ୟ ଉପସ୍ଥିତ କବିମାନଙ୍କୁ ଉତ୍ସାହିତ କରିଥିଲେ । ଅନ୍ୟତମ ବରେଣ୍ୟ ଅତିଥି ରୂପେ ପ୍ରଫେସର ସରୋଜିନୀ ବରାଇ,  ସୁଦୂର ଆମେରିକାରୁ ଚନ୍ଦ୍ରା ମିଶ୍ର , ବୈଜ୍ଞାନିକ ନଳିନୀ ପଟ୍ଟନାୟକ ଉପସ୍ଥିତ ରହି କବିତା ପାଠ କରିଥଲେ । ସଂସଦର ମୁଖ୍ୟ ଉପଦେଷ୍ଟା ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରା ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିଲେ । ସମ୍ପାଦକ ଶ୍ରୀଯୁକ୍ତ  ଲଳିତ କୁମାର ସ୍ବାଇଁ ଆଭିମୁଖ୍ୟ ଉପସ୍ଥାପନ କରିବା ସହ ଏଇ ସହକାର ପୂଜା ସଂଖ୍ୟାର ଉପକ୍ରମଣିକା ପ୍ରଦାନ କରିଥିଲେ । କୃଷ୍ଣପ୍ରସାଦରୁ ମନୋଜ କୁମାର ବାରିକଙ୍କ ସଂଯୋଜନାରେ ଦେଶ ବିଦେଶରୁ ଅନେକ କବି ଯଥା ସୁଜିତ ମିଶ୍ର, ପ୍ରତାପ ରଥ, ପ୍ରଦୀପ୍ତ ସାହୁ,ବନ ବିହାରୀ ପଟ୍ଟନାୟକ, ପୁର୍ଣ ଚନ୍ଦ୍ର ଜେନା, ଭାରତୀ ହୋତା, ମନ୍ଦାକିନୀ ପାଢ଼ୀ ଏବଂ ପ୍ରାୟ ୪୯ ରୁ ଅଧିକ ସାହିତ୍ୟ ସାଧକ ସାଧିକା ଉପସ୍ଥିତ ରହି ସ୍ବରଚିତ କବିତା ପାଠ କରିଥିଲେ । ଶେଷରେ ଅନୁଷ୍ଠାନର ସଂଯୋଜକ ବିଦ୍ୟାଧର ଦଳବେହେରା ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିବା ସହ  ଆଗକୁ ସହଯୋଗ କାମନା କରିଥିଲେ । ଆସନ୍ତା କବିତା ଆସର ଅକ୍ଟୋବର ୬ ତାରିଖରେ ଅନୁଷ୍ଠିତ ହେବା ପାଇଁ ସମ୍ପାଦକ ଲଳିତ କୁମାର ସ୍ୱାଇଁ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like