-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଅଞ୍ଚଳ ମହାବିଦ୍ୟାଳୟରେ ବିଶ୍ଵ ଭାତୃତ୍ବ ଦିବସ ଉପରେ ଆଲୋଚନାଚକ୍ର

14-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁର ସ୍ଥିତ ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବରେ ବିଶ୍ଵ ଭାତୃତ୍ବ ଦିବସ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଅଛି। ଏହି କାର୍ଯ୍ୟକ୍ରମରେ ଶ୍ରୀ ପଣ୍ଡା ସଭାର ଉଦ୍ଦେଶ୍ୟ ଜ୍ଞାପନ ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହା ପରେ ମୁଖ୍ୟ ଅତିଥି ଉମେଶ ଚନ୍ଦ୍ର ପଣ୍ଡା ନିଜ ଅଭିଭାଷଣରେ ଭାଗବତ ଗୀତାର ଶ୍ଲୋକ, ବେଦାନ୍ତ, କର୍ମ ,ଧର୍ମ,ଜ୍ଞାନ, ଭକ୍ତି ଯୋଗ ଇତ୍ୟାଦି ଉପରେ ଉଦାହରଣ ଦେଇ କିପରି ଗୋଟିଏ ଶିଶୁ ନିଜ ପାଖରେ ଥିବା ଅନ୍ତର୍ନିହିତ ଗୁଣ ଗୁଡ଼ିକ ଚିହ୍ନି ପାରିବ ସେହି ଦିଗରେ ମାର୍ଗଦର୍ଶନ କରିଥିଲେ। ସେ ନିଜ ବକ୍ତବ୍ୟରେ ସ୍ଵାମୀ ବିବେକାନନ୍ଦ ଏବଂ ଶଙ୍କରାଚାର୍ଯ୍ୟଙ୍କ ନୀତିବାଣୀ ଉପରେ ମଧ୍ୟ ପରିଚର୍ଚ୍ଚା କରିଥିଲେ। ଏହା ପରେ କଲେଜର ଇଂରାଜୀ ପ୍ରାଧ୍ୟାପକ ଖଗେଶ୍ବର ଦାଶ ନିଜ ଅଭିଭାଷଣରେ ବିବେକାନନ୍ଦଙ୍କ କେତେକ ସ୍ମରଣୀୟ କୃତିତ୍ୱ ଉପରେ ଆଲୋକପାତ କରିଥିଲେ। ଶେଷରେ ଆଇ.କ୍ୟୁ.ଏ.ସି. ର ସଂଯୋଜକ ନବକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସଭାର ସଂଯୋଜନା କରିଥିଲେ ଓଡ଼ିଆ ବିଭାଗର ମୁଖ୍ୟ ଡଃ ସରୋଜ କୁମାର ନାଏକ। ଏହି ସଭାରେ ଡଃ ତୁଷାର କାନ୍ତ ସାହୁ, ଡଃ ପ୍ରଦୀପ କୁମାର ପଣ୍ଡା, ସଞ୍ଜୟ ତିଗା, ଭୁବନେଶ୍ଵର ବରିହା, ପ୍ରଶାନ୍ତ ସିଦାର, ଡ.ଭେଙ୍କଟେଶ୍ ମେହେର, ବାଲଗୋପାଳ ମେହେର, ଅନନ୍ତ ମଲ୍ଲିକ,ଶ୍ରୀମତୀ ଶର୍ମିଲା ପଣ୍ଡା, ଶ୍ରୀମତୀ ମୋନାଲିସା ସ୍ୱାଇଁ, ଡଃ ମମତମୟୀ ଗୁରୁ, ସୁରେଶ୍ୱରୀ ପାଣ୍ଡେ, ସସ୍ମିତା ମେହେରଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like