-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||     

HOME   ବିଶେଷ

ମୂର୍ତ୍ତି ନୁହେଁ ଶକ୍ତି ରୂପେ ପୂଜା ପାଉଛନ୍ତି ମାଆ ସମଲେଶ୍ୱରୀ, ନବବର୍ଷରେ ସମଲେଶ୍ୱରୀ ମହିମା ପ୍ରଚାର ସମିତିର ଭେଡେନର ବୁରଦା ସମଲେଇଶ୍ୱରୀ ମନ୍ଦିର ପପରିଦର୍ଶନ

03-Jan-2021



ସମ୍ବଲପୁର, (ପ୍ରେରଣା ଖବର ବ୍ୟୁରୋ) : ପଶ୍ଚିମ ଓଡିଶା ତଥା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କର ମହିମାର ପ୍ରଚାର ପ୍ରସାର ପାଇଁ ‘ମାଁ ସମଲେଶ୍ୱରୀ ମହିମା ପ୍ରଚାର ସମିତି’ ନାମକ ଏକ ସମିତି ଗଠନ କରାଯାଇଛି। ମାଆ ସମଲେଶ୍ୱରୀଙ୍କର ମହିମାର ପ୍ରଚାର ପ୍ରସାର ପାଇଁ ୨୦୧୯ ମସିହାରୁ ସମିତିର ସଦସ୍ୟ ମାନେ ରାଜ୍ୟ ତଥା ରାଜ୍ୟ ବାହାରେ ରହିଥିବା ମାଆ ସମଲେଶ୍ୱରୀଙ୍କ ପୀଠ ଓ ମନ୍ଦିର ଗୁଡିକୁ ପରିଦର୍ଶନ କରି ଏକ ସୁତ୍ରରେ ବାନ୍ଧିବାକୁ ଉଦ୍ୟମ କରୁଛନ୍ତି। ତେବେ ଗତ ବର୍ଷ କରୋନା ସଙ୍କଟ ଯୋଗୁଁ ଏହି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ବେଳେ ନବବର୍ଷ ଅବସରରେ ପୁର୍ନବାର ଏହି ମହିମା ପ୍ରଚାର କାର୍ଯ୍ୟକ୍ରମର ଶୁଭାରମ୍ଭ ହହୋଇଯାଇଛି
ଏହି କ୍ରମରେ ମାଆ ସମଲେଶ୍ୱରୀ ମହିମା ପ୍ରଚାର ସମିତିର ଏକ ପ୍ରତିନିଧି ମଣ୍ଡଳ ଶୁକ୍ରବାର ବରଗଡ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ବୁରଦା ଠାରେ ସ୍ଥିତ ମାଆ ସମଲେଶ୍ୱରୀଙ୍କ ଶକ୍ତିପୀଠକୁ ପରିଦର୍ଶନ କରି ମାଆଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ବୁରଦା ଗ୍ରାମରେ ପ୍ରାୟ ୨୫୦ ବର୍ଷ ହେବ ଏକ ଭବ୍ୟ ମନ୍ଦିରରେ ମୂର୍ତ୍ତି ରୂପେ ନୁହେଁ ଶକ୍ତି ରୂପରେ ମାଆ ସମଲେଶ୍ୱରୀ ପୂଜା କରାଯାଉଛି। ଏହା ଏକ ମାତ୍ର ମନ୍ଦିର ଯେଉଁ ଠାରେ ମାଆ ସମଲେଶ୍ୱରୀ ମୂର୍ତ୍ତି ରୂପେ ନୁହେଁ ଶକ୍ତି ରୂପେ ପୂଜା ପାଇ ଆସୁଛନ୍ତି। ଏହି ମନ୍ଦିରରେ ପ୍ରତି ମଙ୍ଗଳବାର ଓ ବିଭିନ୍ନ ପର୍ବପର୍ବାଣିରେ ପୂଜା କରାଯାଇଥାଏ। ତେବେ ମହିମା ପ୍ରଚାର ସମିତି ମନ୍ଦିର ପରିଦର୍ଶନ ସମୟରେ ମନ୍ଦିର ପୂଜକ, ପରିଚାଳନା କମିଟୀ ସଦସ୍ୟ, ଗ୍ରାମର ମୁଖିଆ ଓ ଗ୍ରାମବାସୀଙ୍କ ସହିତ ଆଲୋଚନା ସମୟରେ ମାଁ ସମଲେଶ୍ୱରୀଙ୍କ ଭବ୍ୟ ମନ୍ଦିର ଥିବା ବେଳେ ଅନେକ ଶ୍ରଦ୍ଧାଳୁ ମନ୍ଦିରକୁ ଶକ୍ତି ରୂପିଣୀ ମାଆଙ୍କ ଦର୍ଶନ କରିବାକୁ ଆସୁଥିବାରୁ ପ୍ରତ୍ୟହ ସକାଳ ଓ ସନ୍ଧ୍ୟା ବେଳାରେ ପୂଜାର୍ଚ୍ଚନା କରିବା ପାଇଁ ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରସ୍ତାବ ଉପରେ ଆଲୋଚନା ସମୟରେ ସର୍ବସମ୍ମତି କ୍ରମେ ପ୍ରତି ଦିନ ଦୁଇ ବେଳା ମାଆ ଙ୍କର ପୂଜାର୍ଚ୍ଚନା ସହିତ ଆଳତୀ କରାଯିବ ବୋଲି ସ୍ତିରିକୃତ ବୈଠକରେ ହୋଇଥିଲା। ବୈଠକ ପରେ ମନ୍ଦିର ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମ୍ବଲପୁର ପ୍ରେସ କ୍ଲବ ସଭାପତି ତ୍ରିବିକ୍ରମ ପ୍ରଧାନଙ୍କ ନେତୃତ୍ୱରେ ମାଆ ସମଲେଶ୍ୱରୀ ମନ୍ଦିରର ମୁଖ୍ୟ ପୂଜକ ଅମ୍ବିକା ରାୟ, ସଞ୍ଜୟ ଜେନା, କୃଷ୍ଣଚନ୍ଦ୍ର ପରିଡା, ପ୍ରଶାନ୍ତ ନାଗ ମହିମା ପ୍ରଚାର ସମିତିର ପ୍ରତିନିଧି ମଣ୍ଡଳରେ ସାମିଲ ରହିଥିଲେ। ପ୍ରତିନିଧି ମଣ୍ଡଳ ପରିଦର୍ଶନ ସମୟରେ ଅକ୍ରୁର ପଣ୍ଡା, ପରିଚାଳନା କମିଟୀର ସଭାପତି ପ୍ରଫୁଲ୍ଲ ପଣ୍ଡା, ସମ୍ପାଦକ ରଞ୍ଜନ ପଣ୍ଡା, ଅରବିନ୍ଦ ହୋତା, ସୁବାଷ ପଣ୍ଡା, ଗୋବର୍ଦ୍ଧନ ଝାଙ୍କର, କୈଳାଶ ଝାଙ୍କର, ବିନୟ ପଣ୍ଡା, ଗଦାଧର ପଣ୍ଡା, ଅକ୍ଷୟ ପଣ୍ଡା ଓ ଗ୍ରାମବାସୀ ଉପସ୍ଥିତ ଥିଲେ।

   ସୂଚନାଯୋଗ୍ୟ ଯେ, ଶ୍ରୀ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ଭଳି ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମାଆ  ସମଲେଶ୍ୱରୀଙ୍କ ମହିମା ପ୍ରଚାର ପାଇଁ ଗଠିତ ସମିତିର ପ୍ରତିନିଧି ମଣ୍ଡଳ ପୂର୍ବରୁ ଛତିଶଗଡର ସାରଙ୍ଗଗଡ, ରାୟଗଡ ଆଦି ସ୍ଥାନରେ ରହିଥିବା ମାଁ ସମଲେଶ୍ୱରୀ ମନ୍ଦିର ଗୁଡିକୁ ପରିଦର୍ଶନ କରି ମହିମା ପ୍ରଚାର ସହିତ ସମନ୍ୱୟ ରକ୍ଷା କରିବାକୁ ଉଦ୍ୟମ ଜାରି ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026

You Might Also Like