-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ହରଭଙ୍ଗା ଉଚ୍ଚ ପ୍ରାଥମିକ ସ୍କୁଲରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

14-Sep-2024



ସାଲେଭଟା(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ସ୍କୁଲରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ରାସ୍ତା ଘାଟ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିବା ସହିତ ତଦଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ମୂଲ୍ୟବାନ ଜୀବନ

ଚାଲିଗଲେ ପରିବାର ଲୋକେ ଶୋକ ସନ୍ତପ୍ତ ରେ ସମୟ ବିତାଇଥାନ୍ତି। ଆର୍ଥିକ ଦିଗରେ ବିଶେଷ ଭାବରେ ପରିବାର ଲୋକେ କ୍ଷତିଗ୍ରସ୍ତ ହୋଇଥାନ୍ତି। ପ୍ରାଥମିକ ଶିକ୍ଷା ତଥା ଆବଶ୍ୟକ ସମୟରେ ଉପଯୁକ୍ତ ପ୍ରାଥମିକ ସେବା ଯୋଗାଇଦେବା ପ୍ରତ୍ୟେକ ନାଗରିକ ର କର୍ତ୍ତବ୍ୟ ହେବା ଉଚିତ୍। ଏକଥାକୁ ଦୃଷ୍ଟିରେ ରଖି ରାଜ୍ୟ ରେଡ କ୍ରସ ଙ୍କ ଆହ୍ବାନ କ୍ରମେ ଆଜି ସେପ୍ଟେମ୍ବର ଦ୍ୱିତୀୟ ଶନିବାର ରେ  ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ରେଡକ୍ରସ ସାଧନକର୍ମି ଦୂର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ବିଶ୍ଵ ପ୍ରାଥମିକ ସିକିତ୍ସା ଦିବସ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀ ମାନଙ୍କୁ ଡେମୋନେଷ୍ଟ୍ରେସନ ମାଧ୍ୟମରେ ଶ୍ରୀପଶାୟତ ପ୍ରାଥମିକ ଚିକିତ୍ସା ର  ଡି ଆର ଏ ବି ସି, ମୂର୍ଚ୍ଛା ସକ୍, ଚୋକିଂ, ରିକୋଭାରି ପୋଜିସନ୍ ଭଳି ବିଭିନ୍ନ କୌଶଳ ବିଷୟରେ ତାଲିମ

ଦେଇଥିଲେ । ଶିକ୍ଷକ, ଛାତ୍ରଛାତ୍ରୀ ଙ୍କ ଅଭିଭାବକ ମାନେ ସମସ୍ତେ ତାଲିମ ନେବା ସହିତ ଆଗାମୀ ଦିନରେ ଲୋକ ଙ୍କ ସେବା କରିବାକୁ ଆଗେଇ ଆସିବାକୁ ଅଙ୍ଗୀକାର ବଦ୍ଧ ହୋଇଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ଗୋବିନ୍ଦ ସାହୁ, ଦିଲ୍ଲୀପ କୁମାର ଥାନପତି, ରାଜକିଶୋର ମହାକୁର, ମଣ୍ଟେସ କୁମାର ସାହୁ, ସ୍କୁଲ କମିଟି ସଭାପତି ବିପିନ ସାହୁ, ସଦସ୍ୟା ବିମଳା ଠାକୁର, ଶବ୍ୟା ଥାନପତି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଶେଷରେ ଶିକ୍ଷୟିତ୍ରୀ ପୀଙ୍କି କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like