-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବ୍ଳକ ଅଧ୍ୟକ୍ଷାଙ୍କ ବିନା ଜାଣତରେ ଟଙ୍କା ଉଠୁଥିବା ଅଭିଯୋଗ

14-Sep-2024



ତୁଷୁରା, (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ଗୁଡଭେଲାବ୍ଲକ ଅଧ୍ୟକ୍ଷାଙ୍କ ବିନା ଜାଣତରେ ବ୍ଳକ କାର୍ଯ୍ୟାଳୟରୁ ଲକ୍ଷ ଲକ୍ଷ ଟଙ୍କା ଉଠୁଥିବା ସାଧାରଣ ଅଭିଯୋଗ ହେଉଛି। ଗୁଡଭେଲାବ୍ଲକ ଅନ୍ତର୍ଗତ ଘୂନା ଉଚ୍ଚ ଉନ୍ନିତି ବିଦ୍ୟାଳୟରେ ମୋ ସ୍କୁଲ ଅଭିଯାନରେ ୭ଲକ୍ଷ ୨୦ ହଜାର ଟଙ୍କା ତା ୨୭-୫-୨୦୨୪ରିଖରେ ଉଠିଥିଲା। ବ୍ଳକ ଅଧ୍ୟକ୍ଷା ଏ ବିଷୟରେ କିଛି ଜାଣି ନଥିବା ବେଳେ କାଉଣ୍ଟର ଦସ୍ତଖତ ମଧ୍ଯ ନିଆଯାଇ ନଥିବା ବ୍ଳକ ଅଧ୍ୟକ୍ଷା ବେବୀ ଦୋରା ପ୍ରକାଶ କରିବା ସହ ଏହାର ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଗଣମାଧ୍ୟମ ଆଗରେ ଦାବୀ କରିଛନ୍ତି। ଏନେଇ ଗୁଡଭେଲାବ୍ଲକ ବିଡିଓ ସୌମ୍ୟକାନ୍ତ ଗନଗୋଲାଙ୍କୁ ପଚାରିବାରୁ କହନ୍ତି ଯେ, ବ୍ଳକ ଅଧ୍ୟକ୍ଷାଙ୍କ ସାଙ୍ଗରେ ମୁଁ ଏ ନେଇ କଥା ହୋଇଛି। ସବୁ ଠିକ ଠାକ ଚାଲିଥିବା ସଫେଇ ଦେଇଥିଲେ। ଅନ୍ୟ ପକ୍ଷରେ ବ୍ଳକ ସରକାରୀ ଯନ୍ତ୍ରୀ  ଓ ଠିକାଦାରଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ଉକ୍ତ କାର୍ଯ୍ୟ ଅତି ନିମ୍ନମାନ ହୋଇ ଥିବା ନେଇ ସାଧାରଣରେ ଅଭିଯୋଗ ହେଉଛି। ଏନେଇ ବ୍ଲକ ସରକାରୀ ଯନ୍ତ୍ରୀ ଅମିତ ମୁର୍ମୁଙ୍କୁ ପଚାରିବାରୁ କହନ୍ତି ଯେ,ଟଙ୍କା ଉଠାଣ ବିଷୟରେ ମୁଁ କିଛି ଜାଣି ନାହିଁ କିନ୍ତୁ କାର୍ଯ୍ୟ ଉଳ ହୋଇଛି ବୋଳି କହିଥିଲେ। ଏହି କାର୍ଯ୍ୟରେ ଅନିୟମିତତା ଓ ବ୍ଳକ ଅଧ୍ୟକ୍ଷାଙ୍କ ବିନା ଜାଣତରେ ଟଙ୍କା ଉଠାଣର ଭିଜିଲାନ୍ସ ତଦନ୍ତ ହେଲେ ଆହୁରି ଗୁମୁର ଫିଟିବ ବୋଳି ସାଧାରଣରେ ଆଲୋଚନା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like