-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜ୍ୟ

ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ଶିକ୍ଷାଦାନ ପାଇଁ ଗଣଶିକ୍ଷା ଵିଭାଗକୁ ବିଧାୟକଙ୍କ ଚିଠି

14-Sep-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ) ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟ ଗୁଡିକରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଗୁଣାତ୍ମକ ଶିକ୍ଷାଦାନ ପାଇଁ ସ୍ବତନ୍ତ୍ରଭାବେ ସ୍ଥାଇ ଶିକ୍ଷକ ନିଯୁକ୍ତି ନିମନ୍ତେ ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗର ଯୁଗ୍ମ ସମ୍ପାଦକ ଆୟୁଷ୍ମାନ ଚୌଧୁରୀ ଫୁଲବାଣୀ ବିଧାୟକ ଶ୍ରୀ ଉମାଚ଼ରଣ ମଲ୍ଲିକଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଥିଲେ | ଏହାକୁ ମାନ୍ୟବର ବିଧାୟକ ଉମାଚରଣ ମଳିକ ଅତି ଗମ୍ଭୀରତାର ସହ ନେଇ ଓଡ଼ିଶା ସରକାରଙ୍କ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ର ସଚ଼ିବ ଶ୍ରୀମତୀ ଶାଳିନୀ ପଣ୍ଡିତଙ୍କୁ ଚିଠି ଲେଖିଛନ୍ତି । ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟ ଗୁଡିକରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ପି.ଡବ୍ଲୁ.ଡ଼ି ଆକ୍ଟ ୧୯୯୫, ଆର.ପି.ଡବ୍ଲୁ.ଡ଼ି ଆକ୍ଟ ୨୦୧୬ ଏବଂ ଆର.ଟି.ଇ  ଆକ୍ଟ ୨୦୦୯  ବ୍ୟବସ୍ଥା ରହିଛି , ତତସହିତ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ‌ ୨୦୨୧ ମସିହା ଅକ୍ଟୋବର ୨୮ ତାରିଖ ଡବ୍ଲୁ.ପି (ସି ) ୧୩୨ ଅଫ୍ ୨୦୧୬ ରେ ମଧ୍ୟ୍ୟ ନିଁର୍ଧେଶ ରହିଛି। ସାଧାରଣ ବିଦ୍ୟାଳୟରେ କେତେ ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ନାମ ଲେଖାଇଛନ୍ତି ବୋଲି ବିଧାନସଭାର ପ୍ରଶ୍ନର ଉତ୍ତରରୁ‌ ଜଣାପଡିଛି ଯେ, ପ୍ରତ୍ୟେକ ବର୍ଷ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଅଧାରୁ ପାଠ ଛାଡୁଛନ୍ତି, ସେମାନଙ୍କ ପାଇଁ ସ୍ବତନ୍ତ୍ର ତାଲିମ୍ ପ୍ରାପ୍ତ ଶିକ୍ଷକ ନିଯୁକ୍ତି ହୋଇନଥିବା ଏହାର ମୁଖ୍ୟ କାରଣ।ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ  ମାନ୍ୟବର ବିଧାୟକଙ୍କ ପଦକ୍ଷେପ କୁ ଓଏସ୍ଇଏଫଡ଼ି ସଂଘ, ଅଭିଭାବକ ମାନେ ସାଧୁବାଦ ଜଣାଇଛନ୍ତି। ଗଣଶିକ୍ଷା ବିଭାଗ ଯଦି  ବିଧାୟକ ଉମାଚରଣ ମଳିକଙ୍କୁ ପ୍ରସ୍ତାବକୁ ଗୁରୁତ୍ୱ ଆରୋପ କରି ପଦକ୍ଷେପ ଗ୍ରହଣ କରନ୍ତି ତାହେଲେ ରାଜ୍ୟରେ ଶିକ୍ଷାରୁ ବଞ୍ଚିତ ହେଉଥିବା ଅଗଣିତ ଦିବ୍ୟାଙ୍ଗ ଛାତ୍ରୀ ମାନେ ଶିକ୍ଷାଦାନ କ୍ଷେତ୍ରରେ ଲାଭବାନ ହୋଇପାରିବେ ବୋଲି ବୋଲି ବୁଦ୍ଧିଜୀବୀ ମହଲରେ ମତପ୍ରକାଶ ପାଇଛି | ମାନ୍ୟବର ବିଧାୟକ ଶ୍ରୀ ମଳିକଙ୍କ ପ୍ରସ୍ତାବକୁ ଗୁରୁତ୍ୱଆରୋପ କରି ଦିବ୍ୟାଙ୍ଗ ମାନଙ୍କ ପାଇଁ କିଭଳି ପଦକ୍ଷେପ ଗ୍ରହଣ କରୁଛନ୍ତି ତାହା ଆଗାମୀ ଦିନରେ ଜଣା ପଡିବ |


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like