-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ବାବେବିର ଗ୍ରାମ ପଞ୍ଚାୟତ ରେ ସୁଭଦ୍ରା ରଥ କୁ ବିପୁଳ ସମ୍ବର୍ଦ୍ଧନା

14-Sep-2024



(ଡୋଲେଶ୍ବର ବାଗ)
 ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ବାବେବିର ଗ୍ରାମ ପଞ୍ଚାୟତ ରେ ସୁଭଦ୍ରା ରଥ କୁ ବିପୁଳ ସମ୍ବର୍ଦ୍ଧନା। ସୁଭଦ୍ରା ରଥ ଆଜି ଲିଟିସର୍ଗି ଗ୍ରାମ ପଞ୍ଚାୟତ ସ୍ବାଗତ ପରେ ବାବେବିର ଗ୍ରାମ ପଞ୍ଚାୟତ କୁ ସୁଭଦ୍ରା ରଥ ପହଞ୍ଚି ଥିଲା ବାବେବିର ସରପଞ୍ଚ ଯୁଗେଶ୍ୱର ପାଣ୍ଡେ ସ୍ବାଗତ କରିଥିବା ବେଳେ ନିବର୍ହି ଅଧିକାରୀ ସଞ୍ଜୟ ମେହେର ,  ସମସ୍ତ  କୃଷି ମିତ୍ର କର୍ମୀ, ଏମ୍ବୀକେ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ହିତାଧିକାରୀମାନେ ଯୋଗ ଦେଇଥିଲେ। ସୁଭଦ୍ରା ଯୋଜନାର ସୁଫଳ ନେବାକୁ ଆହ୍ଵାନ କରିଥିବା ବେଳେ ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନା ରୁ ବାଦ ପଡ଼ିବେ ନାହିଁ ବୋଲି ଅଙ୍ଗନୱାଡ଼ି କର୍ମୀ ମାନେ ସଙ୍କଳ୍ପ ନେଇଛନ୍ତି। ସମସ୍ତ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନା ରେ ବିନା ସୁଦ୍ଧା ରେ ବର୍ଷ କୁ ଦୁଇ କିସ୍ତିରେ  ୧୦ ହଜାର ଟଙ୍କା ଲେଖାଏଁ  ପାଞ୍ଚ ବର୍ଷ ରେ ୫୦ ହଜାର ଟଙ୍କା ପ୍ରଦାନ କରିବେ। ମହିଳା ଙ୍କୁ ଆତ୍ମନିର୍ଭରଶୀଳ  ହେବା ସ୍ଵବଲମ୍ବି ହେବେ। ନିଜ ଘର ଖର୍ଚ୍ଚ ସାଙ୍ଗ କୁ ବ୍ୟବସାୟ ନିଜ ହାତ ଖର୍ଚ୍ଚ କରି ପାରିବେ। ଓଡ଼ିଶା ରେ ୧ କୋଟି ୮ଲକ୍ଷ ମହିଳା ଙ୍କୁ ସାମିଲ ହେବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like