-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବୋଡେ଼ନ ବ୍ଲକର ୬ଟି ଗ୍ରାମ ପଞ୍ଚାୟତରେ ସୁଭଦ୍ରା ରଥ ପରିକ୍ରମା ସହ ସମ୍ବର୍ଦ୍ଧନା ।

14-Sep-2024



ନୂଆପଡ଼ା (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗଙ୍କ ଦ୍ଵାରା ସୁଭଦ୍ରା ରଥର ଶୁଭାରମ୍ଭ ହୋଇଛି ।ବି ଡି ଓ ପ୍ରିୟରଞ୍ଜନ କୁମାର,ସମସ୍ତ ବ୍ଲକ୍ ଷ୍ଟାଫ,ସି ଡି ପି ଓ ଅର୍ଚ୍ଚନା ରାଉତ,ବି ପି ସି ରାଜେଶ୍ କୁମାର ସାହୁ,ବି ଏଲ ସି ସୁନିତା ସୁନା ସୁଭଦ୍ରା ରଥର ଶୁଭ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।ଆଜି ବୋଡେ଼ନ ବ୍ଲକର ଲିଟି ସର୍ଗୀ,ବାବେବିର, କରଙ୍ଗା ମାଲ ,ଲର୍କା, ରୋକାଲ ଓ ଫରସରା ଗ୍ରାମ ପଞ୍ଚାୟତରେ ସୁଭଦ୍ରା ରଥକୁ ବିପୁଳ ସମ୍ବର୍ଦ୍ଧନା ଜଣାଇଛନ୍ତି । ଲିଟିସର୍ଗି ଗ୍ରାମ ପଞ୍ଚାୟତରେ ସରପଂଚ ମିନତୀ ନନ୍ଦ,ପି ଇ ଓ ଜୟାନନ୍ଦ ମେହେର,ଏମ ବି କେ ଚମ୍ପା ବାଗ, ବ୍ୟାଙ୍କ ମିତ୍ର ସବିତା ବାଗ ,ଅଙ୍ଗନୱାଡ଼ି ସୁପର ଭାଇଯର,ମିଶନ ଶକ୍ତିର ବିଭିନ୍ନ କ୍ୟାଡ଼ର ତଥା ଏସ ଏଚ ଜି ମହିଳା ଏବଂ ଜନସାଧାରଣ ସ୍ବାଗତ ଜଣାଇଥିଲେ ସୁଭଦ୍ରା ରଥକୁ,ବାବେବିର ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ ଅମରେନ୍ଦ୍ର ବିଶ୍ବାଳ,ସରପଂଚ ଜୁଗେଶ୍ଵର ପାଣ୍ଡେ,ପଞ୍ଚାୟତ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ମେହେର ,ମିଶନ ଶକ୍ତି ମହିଳା,କରଙ୍ଗାମାଲ ଠାରେ ପି ଇ ଓ ପବିତ୍ର ମିର୍ଦ୍ଧା,ସରପଂଚ ରାମ ଲାଲ ପଣ୍ଡା,ଅଙ୍ଗନୱାଡ଼ି ସୁପର ଭାଇଯର ବେଦମତି ଖମାରୀ, ଏମ ବି କେ ସଂଯୁକ୍ତା ଜାଲ, ଯୋଗାଣ ସହାୟକ ଶଶ ଧର ବାଗ,ଲର୍କା ଠାରେ ସହାୟକ ଯନ୍ତ୍ରୀ ଯୁଗେଶ୍ଵର ନାଏକ, ପି ଇ ଓ ଯଜ୍ଞ ଭାରତୀ ମାଝୀ,ସରପଂଚ ଜୟଶ୍ରୀ ପଟେଲ,ରୋକାଲ ଠାରେ ସରପଂଚ ଠାକୁର ବାଗ,ଅଙ୍ଗନୱାଡ଼ି ସୁପର ଭାଇଯର ଅହଲ୍ୟା ଜଗତ,ବି ଆର୍ ସି ହେରମ୍ବ ବିଶ୍ଵାଳ,ଯୋଗାଣ ସହାୟକ ପ୍ରେମ ଶବର,ପି ଇ ଓ ବାବୁଜୀ ମାଝୀ,ଏମ ବି କେ ଇନ୍ଦିରା ବାଗ,ସମସ୍ତ ସି ଆର୍ ପି , ଇ ସି ମେମ୍ବର,ଆଶା କର୍ମୀ,କୃଷି ମିତ୍ର , ପ୍ରାଣୀ ମିତ୍ର,ସ୍ଵୟଂ ସହାୟିକା ମହିଳା ଉପସ୍ଥିତ ରହି ସୁଭଦ୍ରା ରଥକୁ ସ୍ଵାଗତ ଜଣାଇଛନ୍ତି ।ସୁଭଦ୍ରା ଯୋଜନା ସମସ୍ତ ମହିଳାଙ୍କୁ ସ୍ବାବଲମ୍ବୀ କରାଇବାସହିତ ଆତ୍ମ ନିର୍ଭରଶୀଳ ଦିଗରେ ସହାୟକ ହେବ ବୋଲି ପ୍ରତି ପଞ୍ଚାୟତରେ ସରପଂଚ ମାନେ ମହିଳାଙ୍କୁ ବୁଝାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like