-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳନ

14-Sep-2024



ଡୁଙ୍ଗୁରିପାଲି, ତା.୧୪/୯ : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ରାସ୍ତା ଘାଟରେ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିବା ସହିତ ତଦଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ମୂଲ୍ୟବାନ ଜୀବନ ଚାଲିଗଲେ ପରିବାର ଲୋକେ ଶୋକ ସନ୍ତପ୍ତ ରେ ସମୟ ବିତାଇଥାନ୍ତି। ଆର୍ଥିକ ଦିଗରେ ବିଶେଷ ଭାବରେ ପରିବାର ଲୋକେ କ୍ଷତିଗ୍ରସ୍ତ ହୋଇଥାନ୍ତି। ପ୍ରାଥମିକ ଶିକ୍ଷା ତଥା ଆବଶ୍ୟକ ସମୟରେ ଉପଯୁକ୍ତ ପ୍ରାଥମିକ ସେବା ଯୋଗାଇଦେବା ପ୍ରତ୍ୟେକ ନାଗରିକ ର କର୍ତ୍ତବ୍ୟ ହେବା ଉଚିତ୍। ଏକଥାକୁ ଦୃଷ୍ଟିରେ ରଖି ରାଜ୍ୟ ରେଡ କ୍ରସ ଙ୍କ ଆହ୍ବାନ କ୍ରମେ ଆଜି ସେପ୍ଟେମ୍ବର ଦ୍ୱିତୀୟ ଶନିବାର ରେ  ମାୟାବର୍ହା ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ  ପ୍ରାଥମିକ ଚିକିତ୍ସା ଅଧ୍ୟାପକ ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନ ତଥା ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଙ୍କ ସଭାପତିତ୍ବରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀ ମାନଙ୍କୁ ଡେମୋନେଷ୍ଟ୍ରେସନ ମାଧ୍ୟମରେ ସ୍କାଉଟ ଓ ଗାଇଡ ସାଧନ କର୍ମୀ ଶ୍ରୀ ପ୍ରଧାନଙ୍କ ସହ ରକ୍ଷକ ସାଧନ କର୍ମୀ ସୁଶ୍ରୀ ତପସ୍ଵିନୀ ଦାସ, ଜୁନିଅର ରେଡକ୍ରସ ସାଧନ କର୍ମୀ ହୃଷୀକେଶ ଦାଙ୍ଗ ପ୍ରାଥମିକ ଚିକିତ୍ସା ର  ଡି ଆର ଏ ବି ସି, ମୂର୍ଚ୍ଛା ,ସକ୍, ଚୋକିଂ,ବେଣ୍ଡଜ୍, ରିକୋଭାରି ପୋଜିସନ୍ ଭଳି ବିଭିନ୍ନ କୌଶଳ ବିଷୟରେ ତାଲିମ ଦେଇଥିଲେ । ଶିକ୍ଷକ, ଛାତ୍ରଛାତ୍ରୀ ଙ୍କ ଅଭିଭାବକ ମାନେ ସମସ୍ତେ ତାଲିମ ନେବା ସହିତ ଆଗାମୀ ଦିନରେ ଲୋକଙ୍କ ସେବା କରିବାକୁ ଆଗେଇ ଆସିବାକୁ ଅଙ୍ଗୀକାର ବଦ୍ଧ ହୋଇଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ମନୋଜ ପୂଜାରୀ,ନରେନ୍ଦ୍ର ସାହୁ, ନନ୍ଦିଘୋଷ ବାରିକ,  ସଞ୍ଜୀବ ପୂଜାରୀ ,ବିଭୀଷଣ, ମିନିକେଟନ, ସୁରଜ୍ ସମୀର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

ଶେଷରେ ଶିକ୍ଷକ କିରଣ ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରକାଶ ଥାଉକି ଆଜି ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ତଥା ସୋନପୁର ଜେଆରସିଓ ରବିଚନ୍ଦ୍ର ପଶାୟତ ଙ୍କୁ ସମ୍ବର୍ଦ୍ଧିତ କରାଯାଉଥିବାରୁ ଅଞ୍ଚଳରେ ଖୁସିର ମାହୋଲ ବଳବତ୍ତର ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026

You Might Also Like