-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ରାୟଗଡାରେ ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ: ୧୨,୯୦୩ ଟି ମାମଲା ଫଇସଲା, ସେଟେଲମେଣ୍ଟ ବାବଦକୁ ୧,୦୪,୮୦,୭୦୫ ଟଙ୍କା ଆଦାୟ

14-Sep-2024



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡାର ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୩୪୮ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୫୫,୧୭,୦୯୪ (ପଞ୍ଛାବନ ଲକ୍ଷ ସତର ହଜାର ଚଉରାନବେ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୧୨,୫୩୦ ଟି ମାମଲା ଫଇସଲା ହୋଇ ସମୁଦାୟ ଟ. ୩,୧୯,୦୧୫ (ତିନି ଲକ୍ଷ ଉଣେଇସ ହଜାର ପନ୍ଦର) ଟଙ୍କା, ଲେବର ସମ୍ବନ୍ଧିତ ୦୯ ଟି ମାମଲା ଫଇସଲା ହୋଇ ସମୁଦାୟ ଟ. ୪୪,୧୨,୪୮୭ (ଚଉରାଲିସ ଲକ୍ଷ ବାର ହଜାର ଚାରି ଶହ ସତାଅସୀ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୧୬ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୨,୩୨,୧୦୯ (ଦୁଇ ଲକ୍ଷ ବତିସ ହଜାର ଶହେ ନଅ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି  l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଅଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋର୍ଟ ର ବିଚାରପତି ଶ୍ରୀମତୀ ସସ୍ମିତା ମିଶ୍ର, ରେଜିଷ୍ଟ୍ରାର ସୋମ୍ୟରୂପ ସାହୁ, ସବ୍ ଜଜ୍  ଆଶିସ ପଟ୍ଟନାଏକ, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ନ୍ୟାୟଧିକାରୀ ଜ୍ୟୋତିରମୟୀ ଷଡଙ୍ଗୀ, ରାୟଗଡା ବାର ଆସୋସିଏସନର ସଭାପତି ପଦ୍ମନାଭ ଦାସ ସହିତ ଅନ୍ୟ ଆଇନଜୀବୀ ଯୋଗ ଦେଇଥିଲେ l ଲୋକ ଅଦାଲତକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ  କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like