-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନାରେ ଆଜି ସୁଦ୍ଧା ୧ ଲକ୍ଷ ୩ ହଜାର ୮୬ ପଞ୍ଜିକୃତ : ଜିଲ୍ଲାର ବରିଷ୍ଠ ଅଧିକାରୀ ସହ ବ୍ଲକ ନୋଡାଲ ଅଧିକାରୀଙ୍କ ବିଭିନ୍ନ ସି ଏସ ସି, ଓ ମୋ ସେବା କେନ୍ଦ୍ରରେ ପ୍ରକ୍ରିୟା ର ତଦାରଖ।

14-Sep-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ମହିଳା ସଶକ୍ତିକରଣ ନେଇ କାର୍ଯ୍ୟକାରୀ କରାଯାଉଥିବା ସରକାରଙ୍କ ପ୍ରମୁଖ ଯୋଜନା ସୁଭଦ୍ରା ପାଇଁ ପଞ୍ଜିକରଣ କାର୍ଯ୍ୟ ଆଗେଇ ଚାଲିଛି। ଜିଲ୍ଲାରେ ଫର୍ମ ବିତରଣରେ କୌଣସି ସମସ୍ୟା ନ ଥିବା ବେଳେ ପ୍ରାୟ ସମସ୍ତଙ୍କ ପାଖକୁ ଫର୍ମ ପହଞ୍ଚାଇ ଦିଆଯାଇପାରିଛି । ଜିଲ୍ଲା ପାଇଁ ଆବଶ୍ୟକ ଫର୍ମ ମୁଦ୍ରଣ ପରେ ବି ଅଧିକ ଫର୍ମ ମୁଦ୍ରଣ କରାଯାଇଛି। ସରକାରଙ୍କ ଦ୍ୱାରା ଜାରୀ ମାର୍ଗ ଦର୍ଶିକା ଅନୁଯାୟୀ ପଞ୍ଜିକରଣ କାର୍ଯ୍ୟକୁ ସରଳୀକରଣ କରାଯାଇଥୁବାରୁ ଆଗ ଭଳି ପଞ୍ଜିକରଣ  ଓ.ଟି.ପି. ଆଧାରିତ ଦିଆଯାଉନାହିଁ।   ଇ-କେୱାଇସି କୁ ପ୍ରାଧାନ୍ୟ ଦିଆଯାଉନାହିଁ ଅଥବା ପଞ୍ଜିକରଣ ପାଇଁ କୌଣସି ଶେଷ ଧାର୍ଯ୍ୟ ତାରିଖ ନାହିଁ। ସେପ୍ଟେମ୍ବର ୧୭ ପୂର୍ବରୁ ଯେପରି ସର୍ବାଧିକ ସଂଖ୍ୟାରେ  ମହିଳା ପଞ୍ଜିକୃତ ହୋଇପାରିବେ ସେଥ‌ିପାଇଁ ଜିଲ୍ଲାପ୍ରଶାସନ ଦ୍ଵାରା ସବୁ ପ୍ରକାର ପରିଚାଳନା ବ୍ୟବସ୍ଥା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖାଯାଉଛି। ସୁବର୍ଣ୍ଣପୁର ଜିଲ୍ଲାର ୨ ଲକ୍ଷ ୫୦ ହଜାର ପାଖାପାଖି ଯୋଗ୍ୟ ମହିଳା ଏହି ଯୋଜନାରେ ଯୋଡ଼ି ହେବାନେଇ ପ୍ରଶାସନ ତରଫରୁ ଆକଳନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୩ ହଜାର ୮୬ ଅନଲାଇନ ଆବେଦନ ହୋଇ ସାରିଥିବା ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି । ବର୍ତମାନ ସୁଦ୍ଧା ୧ ଲକ୍ଷ ୩ ହଜାର ମହିଳା ପଞ୍ଜିକୃତ ହୋଇସାରିଥିବା ଏବଂ ଆବେଦନ ପ୍ରକ୍ରିୟା ପୂର୍ବାପେକ୍ଷା ସରଳୀ କରଣ ହୋଇଥିବା ତଥା ସୁଭଦ୍ରା ଯୋଜନା ଉଦଘାଟନ ଆଉ ୩ ଦିନ ବାକିଥିବାରୁ ସର୍ବାଧ‌ିକ ସଂଖ୍ୟକ ପଞ୍ଜିକରଣ ହୋଇପାରିବ। ଜିଲ୍ଲାରେ  ୩୦୪ଜନ ସେବା କେନ୍ଦ୍ର  ଓ ୧୭୨ ମୋ ସେବା କେନ୍ଦ୍ର ଜରିଆରେ ପଞ୍ଜିକରଣ କାର୍ଯ୍ୟ ଚାଲୁ ରହିଛି। ଏହି ପଞ୍ଜିକରଣ କାର୍ଯ୍ୟ ପାଇଁ କୌଣସି ସି ଏସ ସି ଅଥବା ମୋ ସେବା କେନ୍ଦ୍ର ପରିଚାଳକ ଅର୍ଥ ଦାବି କରୁଥିବା ପ୍ରମାଣ ମିଳିଲେ କେନ୍ଦ୍ର ବିରୁଦ୍ଧରେ ଆଇନାନୁମୋଦିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ I ଏହି ଆବେଦନ ପ୍ରକ୍ରିୟା କାର୍ଯ୍ୟ ର ବ୍ୟବସ୍ଥିତ ସୁପରିଚାଳନା ନିମନ୍ତେ ଜିଲ୍ଲାର ସମସ୍ତ କେନ୍ଦ୍ର କୁ ସମ୍ପୃକ୍ତ ନୋଡାଲ ଅଧିକାରୀ ଓ ବରିଷ୍ଠ ଅଧିକାରୀ ବୃନ୍ଦ ପରିଦର୍ଶନ କରି କାର୍ଯ୍ୟ ର ତଦାରଖ କରିବା ସହ ଉପସ୍ଥିତ ହିତାଧିକାରୀଙ୍କ ସହ ଆଲୋଚନା କରୁଛନ୍ତି। ଯୋଜନାର ଶୁଭାରମ୍ଭ ସେପ୍ଟେମ୍ବର ୧୭ ରେ ହେବାକୁ ଥିବା ବେଳେ  ପ୍ରଥମ କିସ୍ତିରେ ୫ ହଜାର ଟଙ୍କାପ୍ରଦାନ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like