-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଭୁଲିଆ ସମାଜ କେନ୍ଦ୍ର ବୋର୍ଡ ର ନୂତନ କର୍ମକର୍ତା ଚୟନ

14-Sep-2024



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗିର ଲାଲଟିକ୍ରା ସ୍ଥିତ ଭୂଲିଆ ଧର୍ମଶାଳା ଠାରେ ଭୂଲିଆ ମେହେର ସମାଜ ବଲାଙ୍ଗିର ତରଫରୁ ବଲାଙ୍ଗିର କେନ୍ଦ୍ର ବୋର୍ଡ ପୁନର୍ଗଠନ ସମ୍ବନ୍ଧୀୟ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଭୁଲିଆ ସମାଜ କେନ୍ଦ୍ର ବୋର୍ଡ ବଲାଙ୍ଗିରର ସଭାପତି ହରେକୃଷ୍ଣ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥି ତଥା ପର୍ଯବେକ୍ଷକ ରୂପେ ନିଖିଳ ଓଡିଶା ଭୁଲିଆ ସମାଜର କାର୍ଯ୍ୟକାରୀ ସଭାପତି ଶ୍ରୀଯୁକ୍ତ ଶ୍ରୀଯୁକ୍ତ ସୁରେନ୍ଦ୍ର ମେହେର, ଭୂଲିଆ ମେହେର ସମାଜ ବଲାଙ୍ଗିର ର ସଂପାଦକ ଶ୍ରୀଯୁକ୍ତ ବାସୁଦେବ ମେହେର, ମୁଖ୍ୟ ଉପଦେଷ୍ଟା ଶ୍ରୀଯୁକ୍ତ ଅମର ସିଂ ମେହେର, କାର୍ଯ୍ୟକାରୀ ସଭାପତି ଶ୍ରୀଯୁକ୍ତ ନିମାଇଁ ଚରଣ ମେହେର ପ୍ରମୁଖ ମଞ୍ଚାସୀନ ଥିଲେ। ନିଖିଳ ଓଡିଶା ଭୁଲିଆ ସମାଜର କାର୍ଯ୍ୟକାରୀ ସଭାପତି ଶ୍ରୀଯୁକ୍ତ ଶ୍ରୀଯୁକ୍ତ ସୁରେନ୍ଦ୍ର ମେହେର ଭୁଲିଆ ସମାଜର ସଂସ୍କୃତି, ଇତିହାସ, ପରଂପରା, ସମାଜ ସଂଗଠନ, ସମାଜ ସଂସ୍କାର ଉପରେ ଆଲୋକପାତ କରିଥିଲେ ।  ଭୁଲିଆ ସମାଜ କେନ୍ଦ୍ର ବୋର୍ଡ ବଲାଙ୍ଗିରର କାର୍ଯ୍ୟକର୍ତା ଏବଂ ତାର ଅନ୍ତର୍ଗତ ୯ଟି ଆଂଚଳିକ ବୋର୍ଡର ସଭାପତି ଓ ସଂପାଦକ ତଥା ମନୋନୀତ ସଦସ୍ୟମାନେ ଉପସ୍ଥିତରେ ସର୍ବସମ୍ମତି କ୍ରମେ ଭୁଲିଆ ସମାଜ କେନ୍ଦ୍ର ବୋର୍ଡ ବଲାଙ୍ଗିରର ସଭାପତି ଭାବେ ଡା. ଲମ୍ବୋଦାର ମେହେର, କାର୍ଯ୍ୟକାରୀ ସଭାପତି ଶ୍ରୀଯୁକ୍ତ ନିମାଇଁ ଚରଣ ମେହେର, ଉପ- ସଭାପତି ଶ୍ରୀଯୁକ୍ତ ପ୍ରଫୁଲ୍ଲ ମେହେର  ଏବଂ ଶ୍ରୀଯୁକ୍ତ ଗଙ୍ଗାଧର ମେହେର, ସଂପାଦକ ଶ୍ରୀଯୁକ୍ତ ବାସୁଦେବ ମେହେର , ସହ-ସଂପାଦକ ଶ୍ରୀଯୁକ୍ତ ନବୀନ ମେହେର ଏବଂ ଶଶାଙ୍କ ଶେଖର ମେହେର, କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ରାଧେଶ୍ୟାମ ମେହେର, ଯୁଗ୍ମ-କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଦେବକାନ୍ତ ମେହେର,ସଂଯୋଜକ ଭାବେ ଶ୍ରୀଯୁକ୍ତ ଶୈଳେନ୍ଦୁ ମେହେରଙ୍କୁ ଚୟନ କରଯାଇଥିଲା । ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ରୂପେ ଶ୍ରୀଯୁକ୍ତ ଅମର ସିଂ ମେହେର , ଶ୍ରୀଯୁକ୍ତ ଅଚ୍ୟୁତାନନ୍ଦ ମେହେର, ଶ୍ରୀଯୁକ୍ତ ହରେକୃଷ୍ଣ ମେହେର, ଶ୍ରୀଯୁକ୍ତ ତେଜରାଜ ମେହେର, ଶ୍ରୀଯୁକ୍ତ ଅର୍ଜୁନ ମେହେର, ଶ୍ରୀଯୁକ୍ତ ସରୋଜ ମେହେର,  ଶିବପ୍ରସାଦ ମେହେର, ଶ୍ରୀଯୁକ୍ତ ନୀଳକଣ୍ଠ ମେହେର, ଲିଙ୍ଗରାଜ ମେହେର, ଡାକ୍ତର ମେହେର, ଶଙ୍କର ମେହେର, କୃଷ୍ଣଚନ୍ଦ୍ର ମେହେର, ନୀଳକଣ୍ଠ ମେହେର ପ୍ରମୁଖଙ୍କୁ ମନୋନୟନ କରଯାଇଥିଲା । ଏହି ଅବସରରେ ବଲାଙ୍ଗିର କେନ୍ଦ୍ର ବୋର୍ଡର ସଭାପତି ହରେକୃଷ୍ଣ ମେହେରଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା ।  କାର୍ଯ୍ୟକ୍ରମଟିକୁ କେନ୍ଦ୍ର ବୋର୍ଡ ଯୁଗ୍ମ କୋଷାଧ୍ୟକ୍ଷ ଦେବକାନ୍ତ ମେହେର ପରିଚାଳନା କରିଥିଲେ ଏବଂ  ବଲାଙ୍ଗିର ଭୂଲିଆ ଧର୍ମଶାଳାର ପରିଚାଳନା କମିଟି ଅଧ୍ୟକ୍ଷ ପୂର୍ଣଚନ୍ଦ୍ର ମେହେର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like