-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ହାଇସ୍କୁଲରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

14-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା):  ବୌଦ୍ଧ ଜିଲ୍ଲା  କଣ୍ଟାମାଳ ବ୍ଳକର ଘଣ୍ଟାପଡ଼ାସ୍ଥିତ ସମଲେଶ୍ଵରୀ ସରକାରୀ  ଉଚ୍ଚ ବିଦ୍ୟାଳୟର ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପ୍ରଧାନଶିକ୍ଷକ ପିତବାସ ପଣ୍ଡାଙ୍କ ସଭାପତିତ୍ଵର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଜୁନିଅର ରେଡକ୍ରସର କାର୍ଯ୍ୟ ସଂଯୋଜକ ସହକାରୀ ଶିକ୍ଷକ ମୁକେଶ କୁମାର ମଲ୍ଲିକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ପ୍ରାଥମିକ ଚିକିତ୍ସାର ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟେସନ ମାଧ୍ୟମରେ ରିକୋଭରି ପୋଜିସନ, ସକ୍ ,ମୁର୍ଚ୍ଛା, ଅସ୍ଥିଭଗ୍ନ, ରକ୍ତସ୍ରାବ, ଏପିଲେପସି, ବ୍ୟାଣ୍ଡେଜିଙ୍ଗ , ଆହତ ବ୍ୟକ୍ତିକୁ ସ୍ଥାନାନ୍ତରିତ କୌଶଳ, ଅଗ୍ନିରୁ ସୁରକ୍ଷା ପାଇବା ଉପାୟ ତଥା ଗୁଡସମରିତାନର ଭୂମିକା ଭଳି ବିଭିନ୍ନ କୌଶଳ ତାଲିମ ଦେଇଥିଲେ। ବିଜ୍ଞାନ ସମ୍ମତି ଅନୁସାରେ ଆହତ ବ୍ୟକ୍ତି କ’ଣ କରିବା ଉଚିତ, କଣ ନକରିବା ତାହା ବୁଝାଇଥିଲେ ଏବଂ ଗୁରୁତର ଆହତଙ୍କ ପାଇଁ  ୧୧୨ ନଂକୁ ଫୋନ କରିବା ବିଷୟରେ   ସୂଚନା ପ୍ରଦାନ କରିଥିଲେ ।କାର୍ଯ୍ୟକ୍ରମରେ ଅତିଥି ଭାବେ ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷ ସୁଶାନ୍ତ ମାଝୀ ଏବଂ ସଦସ୍ୟ ପ୍ରଭାତ ସାହୁ ଯୋଗଦେଇ ରେଡକ୍ରସ ଇତିହାସ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀଶିକ୍ଷକ ସନ୍ତୋଷ କୁମାର ସାହୁ, ଲିପୁନ ପ୍ରଧାନ, ଚନ୍ଦ୍ରକାନ୍ତ ବେହେରା , ଆକାଶ ମେହେର, ସୁବାସ ସାହୁ, ଦୁର୍ଗାଶଙ୍କର ପଣ୍ଡା, ବିଭୂତି ଭୂଷଣ ଦୁର୍ଗ, ଶିକ୍ଷୟିତ୍ରୀ ସୁପ୍ରଭା ଦେହୁରୀ, ଖେଳ ଶିକ୍ଷୟତ୍ରୀ ମନ୍ଦାକିନୀ ବଗର୍ତ୍ତୀ ପ୍ରମୁଖ ଉପସ୍ଥିତ ରହିଥିଲେ।   ପରିଶେଷରେ ଜୁନିୟର ରେଡ଼କ୍ରସ୍ ସ୍ଵେଚ୍ଛାସେବୀ ମିନର୍ଭା ସା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like