-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନାରେ ନାମ ପଞ୍ଜୀକରଣ ପାଇଁ କୋଷାଗୁମଡା ବ୍ଲକରେ ଟଙ୍କା ଆଦାୟ ଅଭିଯୋଗ

14-Sep-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର, )
କୋଷାଗୁମୁଡ଼ା ବ୍ଲକ୍ ଅଧୀନ ମୋତିଗାଁ ପଞ୍ଚାୟତ କାର୍ଯ୍ୟାଳୟଠାରେ ସୁଭଦ୍ରା ଯୋଜନା ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ କରାଯାଇଛି ଅଙ୍ଗନୱାଡି କର୍ମୀ ସୁଭଦ୍ରା ଫର୍ମ ଦେଇଛନ୍ତି। ହିତାକାରୀମାନେ ଅନ୍‌ଲାଇନରେ ନାମ ପଞ୍ଜୀକରଣ କରୁଛନ୍ତି ଏଥିପାଇଁ ଜଣକ ଠାରୁ ଶହେ ଟଙ୍କା ଲେଖାଏ ଆଦାୟ କରାଯାଉଥୁବା ହିତାଧୁକାରୀ ମାନେ ଅଭିଯୋଗ କରିଛନ୍ତି I ଏହି ଟଙ୍କା କାଗଜପତ୍ର ପାଇଁ ନିଆଯାଉଛି ବୋଲି ଅନ୍‌ଲାଇନ ସେଣ୍ଟର ଲୋକେ କହୁଥିବା ହିତାକାରୀ ଅଭିଯୋଗ କରିଛନ୍ତି I ଏନେଇ ଅନ୍‌ଲାଇନ କରୁଥିବା ତରୁଣ ହରିଜନଙ୍କୁ ପାଟି ଖୁଲିବାକୁ ନାରାଜ। ଗୁରୁବାର, ଶୁକ୍ରବାର ୩ଶହରୁ ଉର୍ଦ୍ଧ୍ୱ ହିତାଧୁକାରୀ ଅନ୍‌ଲାଇନରେ ନାମ ପଞ୍ଜୀକରଣ କରିଛନ୍ତି। ଏନେଇ କୋଷାଗୁମୁଡ଼ା ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଯମୁନା ଭଦ୍ରାଙ୍କୁ ଯୋଗଯୋଗ କରିବା ପାଇଁ ଚେଷ୍ଟା କରିଥିଲୁ କିନ୍ତୁ ଯୋଗାଯୋଗ ହୋଇ ପାରିନାହିଁ।ଆଜି ବି ମହିଳା ମାନେ ସୁଭଦ୍ରା ଯୋଜନା ଅନଲାଇନ ପାଇଁ ଯାଇ  ଅସୁବିଧାର ସମ୍ମୁଖୀନ ହେଲେ। କାରଣ ଆଜି ଅଭିଯୋଗ ପରେ ଆଉ ଅନଲାଇନ  କରୁଥିବା ତରୁଣ ହରିଜନ ଅନଲାଇନ ସେଣ୍ଟର ବନ୍ଦ କରିଦେଇଛନ୍ତି। ବିଭିନ୍ନ ସ୍ଥାନରେ ସୁଭଦ୍ରା ଯୋଜନା ପାଇଁ ଟଙ୍କା ଆଦାୟ କରୁଥିବା ଜନସବା କେନ୍ଦ୍ର ମାଲିକ ମାନଙ୍କ ଆଇଡି ବନ୍ଦ କରା ଗଲାଣି କିନ୍ତୁ ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁଁ  ତରୁଣ ହରିଜନ ଙ୍କ ଉପରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଣସି ପଦକ୍ଷେପ ନିଆ ଯାଇ ନାହିଁ। ଜିଲ୍ଲା ପ୍ରଶାସନ ଏହି ଘଟଣାର ତଦନ୍ତ କରି ଉଭିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନିରୀହ ମହିଳା ମାନେ ଏଭଳି ଠକାମିର ଶିକାର ହେବେ ନାହି


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like