-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ରାଜ୍ୟ

ବିଶ୍ୱ ପ୍ରାଥମିକ ଉପଚାର ଦିବସ : ଘରେ ଘରେ ପ୍ରାଥମିକ ସେବା ସହାୟକ ସୃଷ୍ଟି କରିବା

14-Sep-2024



ଭୁବନେଶ୍ୱର, ତା. ୧୪/୦୯ ( ପ୍ରେରଣା ଖବର ) :  ଭାରତୀୟ  ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାର ଅବୈତନିକ ସଚିବ ବିଭୂତି ଭୂଷଣ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ  ଆଇସିଆରସି ୟୁନିଟ ଦ୍ୱାରା  ପ୍ରାଥମିକ ଉପଚାର ଦିବସ    ଭୁବନେଶ୍ୱର ସ୍ଥିତରେଡକ୍ରସ ଭବନ ଭୁବନେଶ୍ୱରରେ ପାଳିତ ହୋଇଯାଇଛି l ଚଳିତ ବର୍ଷର ଆଭିମୁଖ୍ୟ ଥିଲା ପ୍ରାଥମିକ ଉପଚାର ଓ କ୍ରୀଡା l ଏହି ପ୍ରୋଗ୍ରାମର ମୂଳ ଉଦ୍ଦେଶ୍ୟ ହେଉଛି ପ୍ରାଥମିକ ସହାୟତାକୁ ପ୍ରୋତ୍ସାହିତ କରିବା ଓ ଘରେ ଘରେ କିପରି ପ୍ରାଥମିକ ସହାୟକ ସୃଷ୍ଟି କରି ଜରୁରୀ ପରିସ୍ଥିତିରେ  ସେବା ପ୍ରଦାନ କରି ବହୁ ଅମୁଲ୍ୟ ଜୀବନ ବଞ୍ଚାଇବା  | କାର୍ଯ୍ୟକ୍ରମରେ ଭୁବନେଶ୍ୱରର ମାନ୍ୟବର ସାଂସଦ  ଆପାରାଜିତା ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ଏବଂ  ସମ୍ମାନିତ ଅତିଥି ଭାବରେ ଭାରତୀୟ ରେଡ଼କ୍ରସର ପୂର୍ବତନ ଅବୈତନିକ ସଚିବ ସିଟିଏମ୍ ସୁଗୁଣା (ଆଇଏଏସ୍) ଯୋଗ ଦେଇଥିଲେ। ୟୁଥ ରେଡ଼କ୍ରସ ଅଧିକାରୀ ଡକ୍ଟର ରମେଶ ଚନ୍ଦ୍ର ବେହେରା ଏବଂ  ଆଇସିଆରସିର ପ୍ରୋଗ୍ରାମ ମ୍ୟାନେଜର ସଂଯୁକ୍ତା ପ୍ରିୟଦର୍ଶିନୀ ବାରିକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ୨୦୦ରୁ ଉର୍ଦ୍ଧ ୟୁଥ ରେଡ଼କ୍ରସ ଓ ଜୁନିୟର ରେଡ଼କ୍ରସର ପରାମର୍ଶଦାତା, ସ୍ବେଚ୍ଛାସେବୀ, ମାଷ୍ଟର ଟ୍ରେନର, ଆଜୀବନ ସଦସ୍ୟ ଓ ରେଡ଼କ୍ରସର କର୍ମଚାରୀ ଯୋଗ ଦେଇଥିଲେ । ଜେଆରସି ପରାମର୍ଶଦାତା ରବିଚନ୍ଦ୍ର ପଶାୟତ, ରାମ ନାରାୟଣ ଦାଶ, ସ୍ମୃତି ରଂଜନ ପାଣି, ୟୁଥ ରେଡ଼କ୍ରସ ପରାମର୍ଶଦାତା  ସୁଧାକର ବିସୋଇ,  ଇତିଶ୍ରୀ ସୁନ୍ଦରା, ଅମିତାବାଲା ପାତ୍ର, ସ୍ବେଚ୍ଛାସେବୀ ସ୍ମୁତି ରଂଜନ ପାଢ଼ୀ , ଚିନ୍ମୟୀ ତରାସିଆ, ସାଗାରିକା ଗୋଛାୟତ, ଆଜୀବନ ସଦସ୍ୟ ମଞ୍ଜୁଲତା ତ୍ରିପାଠୀ, ଶ୍ରୀ ଦିଲୀପ ଦାଶଶର୍ମା, ବି. ଗୋବିନ୍ଦ ରାଓ, ଦୀପକ କୁମାର ଚୌଧୁରୀ , ରେଡ଼କ୍ରସର କର୍ମଚାରୀ  ଜେ.ଆର.ସି.ଓ  ଲକ୍ଷ୍ମଣ ସ୍ୱାଇଁ,  କୁବେର ଚନ୍ଦ୍ର ପାତ୍ର,  ଲୀଲାପୂଣ୍ୟ ତୀର୍ଥ ସ୍ୱାଇଁ ମାନଙ୍କୁ ପ୍ରାଥମିକ ସହାୟତା ପ୍ରଦାନ କରି ଅମୁଲ୍ୟ ଜୀବନ ବଂଚେଇବାର ଉଦ୍ୟମ ପାଇଁ ସମ୍ମାନିତ କରାଯାଇଥିଲା l

ଏଥି ସହିତ ଇଣ୍ଡିଆନ୍ ରେଡ୍ କ୍ରସ୍ ସୋସାଇଟିର ମାଷ୍ଟର ଟ୍ରେନର ଡ. ବିକାଶ ପ୍ରସାଦ, ଡ. ଲୋକନାଥ ସାହୁ , ଡ. ଗୋପାଳ କୃଷ୍ଣ ମିଶ୍ର, ଶ୍ରୀ ଲକ୍ଷ୍ମଣ ସ୍ୱାଇଁ , ଶ୍ରୀ ଗୁଲଶନ କୁମାର ଦାଶ, ଶ୍ରୀ ଡି. ଆଶିଷ ରାଠୋର, ଶ୍ରୀ ସୁମନ୍ତ ଦ୍ୱିବେଦୀଙ୍କୁ  ପ୍ରାଥମିକ ଉପଚାରକୁ ସ୍କୁଲ, କଲେଜ ଓ ଗାଁ ମାନଙ୍କରେ  ପ୍ରାଥମିକ ସହାୟତା ସୃଷ୍ଟି କରିବାର ପ୍ରୟାସ ଓ ଜରୁରକାଳୀନ ସେବା ପାଇଁ ସମ୍ମାନିତ କରାଯାଇଥିଲା । ପ୍ରାରମ୍ଭରୁ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ରେଡ କ୍ରସ୍ ଭବନ ସମ୍ମୁଖରେ ଏକ ମାନବ ଶୃଙ୍ଖଳା ମଧ୍ୟ ଅନୁଷ୍ଠିତ ହୋଇଯାଇଛି।  ଶେଷରେ ଡ଼. ଗୋପାଳ କୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like