-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

୧୦ମ ତମ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ

14-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ଓଡିଶା ଆଦର୍ଶ ବିଦ୍ୟାଳୟ ରଥପୁରରେ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଜେନାଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଦଶମ ପ୍ରତିଷ୍ଠା ଦିବସ ଓ ୭୫ତମ ରାଷ୍ଟ୍ରୀୟ ହିନ୍ଦୀ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି।ଏ ଅବସରରେ ମୁଖ୍ୟ ଅତିଥି ଭାବେ ବୀରମହାରାଜପୁର ବ୍ଲକର ଉପାଧ୍ୟକ୍ଷ ନାରାୟଣ ଲୁହା, ମୁଖ୍ୟ ବକ୍ତା ଭାବେ ଅଞ୍ଚଳର ବିଶିଷ୍ଟ ଶିକ୍ଷାବିତ, ପୂର୍ବତନ ଉଚ୍ଚ ଶିକ୍ଷା ପରାମର୍ଶଦାତା ଡକ୍ଟର ପ୍ରଫୁଲ୍ଲ କୁମାର ରଥ ଯୋଗଦାନ କରିଥିଲେ। ମୁଖ୍ୟବକ୍ତା ଡକ୍ଟର ରଥ ଚରିତ୍ର ଗଠନ, ଶୃଙ୍ଖଳା, ଆଜ୍ଞାଧୀନ ହୋଇ ଭଲ ମଣିଷଟିଏ ହେବା ଉପରେ ମତବ୍ୟକ୍ତ କରିଥିଲେ। ଅନ୍ୟତମ ସମ୍ମାନୀତ ଅତିଥି ଭାବେ ଭିଏମଡିସି ସଭ୍ୟ ଇନ୍ଦ୍ରଜିତ ପରୁଆ,ପିଟିଏ ସଭାପତି ମନୋରଞ୍ଜନ ତରିଆ ତଥା ପିଟିଏ ସଭ୍ୟ ପ୍ରଫୁଲ୍ଲ ଡାଙ୍ଗ ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ନରେନ୍ଦ୍ର ବାରିକ। ବିଦ୍ୟାଳୟସ୍ତରରେ ଉଭୟ ବରିଷ୍ଠ, କନିଷ୍ଠ ବର୍ଗର ଅନେକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ ଶେଷରେ ୭୮ ଜଣ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ଜଣେ ପୂର୍ବତନ ମେଧାବୀ ଛାତ୍ର ଅନ୍ତର୍ଯ୍ୟାମୀ ମିଶ୍ର 

ମେଡିକାଲ ପାଇ ଭୀମ ଭୋଇ ମେଡିକାଲ କଲେଜ୍ ବଲାଙ୍ଗିରରେ ନାମ ଲେଖାଇ ଥିବାରୁ ଓ ବିଦ୍ୟାଳୟର ଗୈାରବ ଆଣିଥିବା ଯୋଗୁଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରଥପୁର ପରିବାର ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। କାର୍ଯ୍ୟକ୍ରମ କୁ ସଫଳ ରୂପାୟନ କରିବା ପାଇଁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।ସବା ଶେଷରେ ବିଦ୍ୟାଳୟର ଶିକ୍ଷକ ହେମନ୍ତ ନାରାୟଣ ସିଂହଦେଓ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like