-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସୁବଳୟାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

14-Sep-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ସରକାରୀ ଉଚ୍ଚ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ  ସଦାନନ୍ଦ ରଥଙ୍କ ସଭାପତିତ୍ୱରେ ତଥା ଜୁନିଅର ରେଡ଼କ୍ରସ ପରାମର୍ଶଦାତା ଚନ୍ଦ୍ରମଣି ବାଘଙ୍କ ସଂଯୋଜନାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି l ଶ୍ରୀ ବାଘ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ମୂର୍ଚ୍ଛା, ଆହତ,ସାପ କାମୁଡା, ନିଆଁ ପୋଡି ଇତ୍ୟାଦି ବିଷୟରେ କିପରି ପ୍ରାଥମିକ ଚିକିତ୍ସା ଦିଆଯିବ ତାର କୌଶଳ ଶିକ୍ଷା ପ୍ରଦର୍ଶନୀ କରିଥିଲେ। ଯାହାଦ୍ୱାରା ଆହତ ବ୍ୟକ୍ତି ଡାକ୍ତରଖାନା ଯିବା ପର୍ଯ୍ୟନ୍ତ ଆଶ୍ବସ୍ତି ଲାଭକରିବ l ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁବରଣ ସଂଖ୍ୟା କମାଯାଇପାରିବ ବୋଲି ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମତବ୍ୟକ୍ତ କରିଥିଲେ l ଏହି କାର୍ଯ୍ୟକ୍ରମ ରାଜ୍ୟ ରେଡ଼କ୍ରସ ମୁଖ୍ୟ କାର୍ଯ୍ୟାଳୟର ଆହ୍ୱାନ, ଜିଲ୍ଲା ଶିକ୍ଷା ଅଧିକାରୀ  ଲକ୍ଷ୍ମଣ ଭୋଇଙ୍କ ମାର୍ଗଦର୍ଶନ ତଥା ଜୁନିଅର ରେଡ଼କ୍ରସ ଅଫିସର  ରବିଚନ୍ଦ୍ର ପଶାୟତଙ୍କ ତତ୍ୱାବଧାନରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା l ଶିକ୍ଷକ ସୁରେନ୍ଦ୍ର ପାଢ଼ୀ ପଦ୍ମନାଭ ମିଶ୍ର, ଅରୁଣ କୁମାର ସିଂହ, ସିଦ୍ଧାର୍ଥ ମିଶ୍ର, ଶାମ୍ପା ବିଶ୍ୱାଳ, ପ୍ରତିମା ବାଘ, ସ୍ବର୍ଣ୍ଣମୟୀ ଶତପଥୀ, ମାନସୀ ଦାଶ ଓ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ lଶେଷରେ ଶିକ୍ଷକ ପ୍ରଦୀପ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ l ସେହିପରି ବାଗବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ  ଲକ୍ଷ୍ମୀନାରାୟଣ ସାହୁଙ୍କ ପୌରହିତ୍ୟରେ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଅଙ୍ଗନବାଡ଼ି କର୍ମୀ  କବିତା ତରିଆ ଓ  ମିନାକ୍ଷୀ ବିଶ୍ବାଳ ପ୍ରାଥମିକ ଚିକିତ୍ସାର ନମୂନା ପ୍ରଦର୍ଶନ କରିଥିଲେ । ଶିକ୍ଷୟତ୍ରୀ ମିନାକ୍ଷୀ ପ୍ରଧାନ ଓ ଗୌରୀ କୁମୁରା, ଶିକ୍ଷକ ପ୍ରଭୁଦତ୍ତ ବେଦୋକ୍ତା ପ୍ରାଥମିକ ଚିକିତ୍ସାର କୌଶଳ ଓ ଆବଶ୍ୟକତା ଉପରେ ଆଲୋଚନା କରିଥିଲେ। ଶେଷରେ ବିଦ୍ୟାଳୟ ମନ୍ତ୍ରୀମଣ୍ଡଳର ସ୍ୱାସ୍ଥ୍ୟମନ୍ତ୍ରୀ କୁମାରୀ ପ୍ରାଚୀ ରଣା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like