-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସୋନପୁର୍ ମହାବିଦ୍ୟାଳୟ ରେ ନୂତନ ଶିକ୍ଷାନୀତି ଉପରେ ଆଲୋଚନା

14-Sep-2024



ସୋନପୂର୍ (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ମହାବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରଫେସର ରାଜୀବ ଲୋଚନ ଆଚାର୍ଯ୍ୟ ଙ୍କ ନେତୃତ୍ଵ ରେ ନୂତନ ଶିକ୍ଷ୍ୟା ନୀତି ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହେଇ ଯାଇଚି । 
ଏହି ଆଲୋଚନା ରେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ର ପରୀକ୍ଷା ନିୟନ୍ତ୍ରକ ତଥା କମ୍ପ୍ୟୁଟର ବିଜ୍ଞାନ ବିଭାଗ ର ମୁଖ୍ୟ ଡ.ନରେନ୍ଦ୍ର କୁମାର ରାଉତ ମୁଖ୍ୟ ଆଲୋଚକ ଭାବରେ ଯୋଗ ଦେଇ ନୂତନ ଶିକ୍ଷା ନୀତି ର ବିଭିନ୍ନ ପ୍ରସଙ୍ଗ  ତଥା ଉଛ ଶିକ୍ଷ୍ୟା କେନ୍ଦ୍ର ରେ ଏହା ର କାର୍ଯ୍ୟକାରିତା ଓ ସାଂପ୍ରତିକ ପରିସ୍ଥିତି ସହ ଏହାର ପ୍ରାସଙ୍ଗିକତା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରିଥିଲେ । ଗଣିତ ବିଜ୍ଞାନ ର ଅଧ୍ୟକ୍ଷ ଡ. କ୍ଷମା ସାଗର ସାହୁ , ଇଂରାଜୀ ବିଭାଗ ର ପ୍ରାଧ୍ୟାପକା ଡ. କଳ୍ପନା ମିଶ୍ର ,ଦର୍ଶନ ବିଭାଗ ର ଅଧ୍ୟାପକ ଡ.ରଞ୍ଜନ କୁମାର ମିଶ୍ର , ପ୍ରଭୁତି ନୂତନ ଶିକ୍ଷାନୀତି ର ବିଭିନ୍ନ ଦିଗ ଉପରେ ଆଲୋକପାତ୍ କରିଥିଲେ । ଏହି ଆଲୋଚନା ଚକ୍ର କୁ କମ୍ପ୍ୟୁଟର ବିଜ୍ଞାନ ବିଭାଗ ର ମୁଖ୍ୟ  ଲେଫ୍ଟନାଣ୍ଟ ଆଶିଷ ଅଗ୍ରୱାଲ ସଂଯୋଜକ କରିଥିବା ବେଳେ ଅର୍ଥନୀତି ବିଜ୍ଞାନ ର ଅଧ୍ୟାପକ ଧୀରେନ୍ଦ୍ର କୁମାର ମିଶ୍ର ଅତିଥି ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ। ଆଲୋଚନା ଚକ୍ର ରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ । ଆଗକୁ ମହାବିଦ୍ୟାଳୟ ର ପାଠ୍ୟକ୍ରମ ପରାମର୍ଶ ଦାତା ମଣ୍ଡଳୀଙ୍କ ଦ୍ଵାରା ଛାତ୍ରଛାତ୍ରୀ ମାନଙ୍କ ପାଇଁ ଜାତୀୟ ଶିକ୍ଷା ନୀତି ଓ ପରିବର୍ତ୍ତିତ ପାଠ୍ୟକ୍ରମ ଉପରେ ଆହୁରି ଅନେକ ଆଲୋଚନା ଚକ୍ର ଆୟୋଜିତ ହେବ ବୋଲି  ଅଧ୍ୟକ୍ଷ ଙ୍କ ଘୋଷଣା ପରେ ଆଲୋଚନା ଚକ୍ର ସମାପ୍ତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like