-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବିକାଶ ମେଳା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

14-Sep-2024



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ବିକାଶ ମେଳା ଆୟୋଜନ ନିମନ୍ତେ ଗତକାଲି ଅପରାହ୍ନରେ ଆଭାସୀ ମାଧ୍ୟମରେ ରାଜ୍ୟ ସରକାରଙ୍କ ପ୍ରଚlଳନ କମିଟିର ବୈଠକ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ହୋଇଥିଲା l ଏଥିରେ ବିସ୍ତୃତ ଭାବରେ ବିକାଶ ମେଳା ଆୟୋଜନ ବିଷୟରେ ନିର୍ଦେଶବଳି ଅନୁଯାୟୀ ଆୟୋଜନ କରିବାକୁ କହିଥିଲେ l 
  ଏହା ପୂର୍ବରୁ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ପାଇଁ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l  ନୂତନ ସରକାରଙ୍କ ତରଫରୁ ଯେଉଁ ବିକାଶୋନ୍ମୁଖୀ ଯୋଜନା ଗୁଡିକ ପ୍ରଣୟନ କରାଯାଇଛି ଏହି ଯୋଜନା ଗୁଡିକକର ବହୁବିଧ କଲ୍ୟାଣକାରୀ ଦିଗ ଗୁଡିକ ସଂକ୍ରାନ୍ତରେ ଶିକ୍ଷା ଓ ସଂଚାର ଭିତ୍ତିକ ସଚେତନତା ସୃଷ୍ଟି ପାଇଁ ଏବଂ ରାଜ୍ୟ ସରକାରଙ୍କୁ ଲୋକଙ୍କର ନିକଟତର କରିବା ଉଦେଶ୍ୟରେ ଅସନ୍ତା ୨୦. ୦୯.୨୦୨୪ ରୁ  ୨୨. ୦୯. ୨୦୨୪ରିଖ ପର୍ଯ୍ୟନ୍ତ ବିଭିନ୍ନ ବିଭିନ୍ନ ବିଭାଗର ସାମନ୍ୱୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l କାର୍ଯ୍ୟକ୍ରମ ଆୟୋଜନ ନିମନ୍ତେ ସରକାରଙ୍କ ତରଫରୁ ନିର୍ଦ୍ଧାରିତ ନିର୍ଦ୍ଦିଷ୍ଟ ତାରିଖରେ ଆରମ୍ଭ ହେବ l ବିଶେଷ କରି ଅନୁସୂଚିତ ଜନଜାତି, ଜାତୀୟ ଉନ୍ନୟନ ବିଭାଗ, ସ୍ୱାସ୍ଥ୍ୟ ଓ ପରିବିବାର କଲ୍ୟାଣ ବିଭାଗ,ମିଶନ ଶକ୍ତି ବିଭାଗ, ପୂର୍ତ୍ତ ବିଭାଗ, ପଂଚାୟତି ରାଜ ଓ ପାନୀୟ ଜଳ ବିଭାଗ, ସୂଚନା ଓ ଲୋକସମର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମ୍ୱନ୍ୱିତ ସହଯୋଗରେ ସମାହିତ ହେବ l ଏହି କାର୍ଯ୍ୟକ୍ରମ ମୁଖ୍ୟତଃ ଜନସାମାବେଶ, ଉନ୍ନୟନ ପ୍ରଦର୍ଶନୀ, ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଅତିଥିଙ୍କ ଦ୍ୱାରା ସହାୟତା ବଣ୍ଟନ କରାଯିବ l ଏହାପରେ ସ୍ଥାନୀୟ ଲୋକକଳାକାରଙ୍କୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଏହି କାର୍ଯ୍ୟକ୍ରମ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରୋଇତ, ସିଡିଓ ତଥା ଈଓ ଜିଲ୍ଲାପରିଷଦ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ ଗୁଣୁପୁର ସୁଶ୍ରୀ କିରଣ ଦୀପ କୌର ସାହାଟେ, ଉପଜିଲ୍ଲାପାଳ ରlୟଗଡ଼ ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା ଦେଵୀ, ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ମାନେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like