-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଧନୁପାଲି ଆଞ୍ଚଲିକ୍ ନୂଆଁଖାଇ ଭେଟ୍ ଘାଟ୍ ତିହାର୍ ୨୦୨୪

15-Sep-2024



ସମ୍ବଲପୁର( ସଂଜୀବ ପାଣିଗ୍ରାହୀ): ଶ୍ରୀ ବ୍ରଜ ଗିରିରାଜ୍ ସେବା ସଂସ୍ଥାନ ଟ୍ରଷ୍ଟ ତରଫରୁ ଧନୁପାଲି ଠାରେ ଆୟୋଜିତ ହେବାକୁ ଥିବା ଦୁଇ ଦିନିଆଁ (୧୪ ଓ ୧୫ ସେପ୍ଟେମ୍ୱର) ଧନୁପାଲି ଆଞ୍ଚଲିକ୍ ନୂଆଁଖାଇ ଭେଟ୍ ଘାଟ୍ ତିହାର୍ ୨୦୨୪ "ଜିଇଁ ଥିଲେଁ ବରଷେ" କାର୍ଯ୍ୟକ୍ରମ ଧନୁପାଲି, କଟକ ରୋଡ଼ ସ୍ଥିତ ଆଦିତ୍ୟ କଲ୍ୟାଣ ମଣ୍ଡପ ଠାରେ ଗତକାଲି ସକାଳେ ପ୍ରାୟ ୧୧ ଟା ସମୟରେ ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ କମିଟି ର ସଭାପତି ସଞ୍ଜୟ ମିଶ୍ର ଫିତା କାଟି ଉଦ୍ଘାଟନ କରିଥିଲେ। ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଅତିଥି ଭାବରେ ରାଜେନ୍ଦ୍ର ପଣ୍ଡା,  ପ୍ରଦୀପ ବହିଦାର ଓ ଯୁବନେତା ସଞ୍ଜୀବ ମହାନ୍ତି ଉପସ୍ଥିତ ଥିଲେ। ଏହା ପରେ ଅତିଥି ମାନଙ୍କ ଉପସ୍ଥିତିରେ ମାଁ ସମଲେଶ୍ଵରୀଙ୍କୁ  ପୂଜାଅର୍ଚ୍ଚନା କରାଯାଇ ଥିଲା। ଏହା ପରେ କମିଟିର ସାଂସ୍କୃତିକ କାର୍ଯ୍ୟକ୍ରମର ସଂଯୋଜକ ସୁଦାମ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ ଓ କମିଟିର ସଦସ୍ୟ ମାନଙ୍କ ଦ୍ଵାରା ରାଜେନ୍ଦ୍ର ପଣ୍ଡା, ପ୍ରଦୀପ ବହିଦାର, ସଂଜିତ୍ ମହାନ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ପୂର୍ବ ନିର୍ଦ୍ଧାରିତ ବିଭିନ୍ନ ପ୍ରତିଯୋଗିତାମୂଳକ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଥିଲା।

ଅପରାହ୍ନ ୫ ଟା ସମୟରେ ଏହି କାର୍ଯ୍ୟକ୍ରମରେ ମାନ୍ୟବର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଓ ପୂର୍ବତନ ମହିଳା କମିଶନର ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋତି ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ।  ଏହି କାର୍ଯ୍ୟକ୍ରମରେ ଭି. ଏସ୍. ଚନ୍ଦ୍ରଶେଖର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ସ୍ଵାଗତ କରିବା ସହିତ ଉପଢୌକନ ଦେଇ ସମ୍ମାନିତ କରି ଥିଲେ। କମିଟିର ସଭାପତି ସଞ୍ଜୟ ମିଶ୍ର ଶ୍ରୀମତୀ ଜ୍ୟୋତି ପାଣିଗ୍ରାହୀଙ୍କୁ ଉପଢୌକନ ଦେଇ ସମ୍ମାନିତ କରିଥିଲେ। କମିଟିର ଉପଦେଷ୍ଟା ରାଜେନ୍ଦ୍ର ପଣ୍ଡା, ଦାମୋଦର କର ଓ ପ୍ୟାରୀମୋହନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଦେବାଶିଷ ପୁରୋହିତ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like