-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଏକ୍ସନ ମୋଡ ରେ କଣ୍ଟାମାଳ ପୋଲିସ, ପୋଲିସ କବଜାରେ ୪ଡକାୟତ ୩ବାଇକ୍ ଓ ବହୁ ପୋଷାକ ଜବତ

14-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା): ପୋଲିସକୁ ଚକମା ଦେଇ କଣ୍ଟାମାଳ ଥାନା ଅଂଚଳର ବିଭିନ୍ନ ଚୋରି, ଡକାୟତି ଓ ଲୁଟ ଘଟଣା ଘଟାଇଚାଲିଥିବା ଡକାୟତି ଗ୍ୟାଙ୍ଗର ୪ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାରେ କଣ୍ଟାମାଳ ପୋଲିସକୁ ମିଳିଛି ବଡ଼ ସଫଳତା l କଣ୍ଟାମାଳ ପୋଲିସ ଏହି ୪ ଡକାୟତଙ୍କୁ ଗିରଫ କରିବା ସହ ୩ ଟି ଚୋରା ବାଇକ ଓ କିଛି ପୋଷାକ ଜବତ କରିଥିବା ନେଇ  କଣ୍ଟାମାଳ ଥାନାଧିକାରୀ ଭାବାନନ୍ଦ ପ୍ରଧାନଙ୍କ ଉପସ୍ଥିତିରେ ଏସଡିପିଓ କୁଲଦୀପ ମିନା(ଆଇ.ପି.ଏସ୍) କଣ୍ଟାମାଳ ଥାନା ପରିସରରେ ଆୟୋଜିତ ଏକ ପ୍ରେସବିବୃତି ଜରିଆରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l ପୋଲିସ ପକ୍ଷରୁ ଗଣମାଧ୍ୟମକୁମିଳିଥିବା ସୂଚନାନୁସାରେ କଣ୍ଟାମାଳଥାନା କେଶ୍ ନମ୍ବର୧୫୮୵୨୮.୮.୨୦୨୪ ଓ ୧୬୭୵୦୪.୦୯.୨୦୨୪ ପ୍ରକାରେ ବାଲନ୍ଦାପଡାର ମାତାକୁପା ଘାଟି ଡକାୟତି ଓ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ତିଲେଇମାଲ ଡକାୟତି ଆଦି ଉଭୟ ଘଟଣା ସହ ସମ୍ପୃକ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି କଣ୍ଟାମାଳ ପୋଲିସ l ତିଲେଇମାଲ ଲୂଟ ଘଟଣାର ମୁଖ୍ୟ ଅଭିଯୁକ୍ତ କଣ୍ଟାମାଳ ଥାନା ତିଲେଇମାଲ ଗ୍ରାମର ରାଜୀବ ଓରଫ ଜୟକୃଷ୍ଣ ନାୟକ (୨୬) ଓ ଅଭିଳାଷ ପାଣ୍ଡେ (୨୨) ଏବଂ ମନମୁଣ୍ଡା ଥାନା ବଘାର ଗ୍ରାମର ରାଜେନ୍ଦ୍ର ରାଜହଂସ (୨୮) ବୋଲି ପୋଲିସ ତଦନ୍ତରୁ ଜଣାଯାଇଛି  l  ତଦନ୍ତ ସମୟରେ ଅଭିଯୁକ୍ତଙ୍କ ଦ୍ୱାରା ଲୁଟ ହୋଇଥିବା ହିରୋ ଏଚ ଏଫ ଡିଲାକ୍ସ ବାଇକ ନମ୍ବର ଓଡି -୩୧ଡି /୮୬୨୯ ଓ ନମ୍ବରବିହୀନ କଳା ରଙ୍ଗର ହିରୋ ଏଚ ଏଫ ଡିଲକ୍ସ ବାଇକ ସହ କିଛି ଟ୍ରାକ ପ୍ୟାଣ୍ଟ, ସାର୍ଟ କପଡା, ହାଫ ଓ ଫୁଲ ବାନିଆନ ଜବତ କରିଥିଲେ ସେହିପରି ମାତାକୁପା ଘାଟି ଡକାୟତି ଘଟଣାର ଅଭିଯୁକ୍ତ କଣ୍ଟାମାଳ ଥାନା ବଡ଼ଚ୍ଛପlପାଲୀ ଗ୍ରାମର ବାବୁ ଓରଫ ପ୍ରଭାତ କୁମାର ସାହୁ (୧୯) ବୋଲି ପୋଲିସ ତଦନ୍ତରୁ ଜଣାଯାଇଛି l  ଏଥିସହ ଲୂଟ ହୋଇଥିବା ସାଗୁଆ ରଙ୍ଗର ଏକ ଏଚ ଏଫ ଡିଲକ୍ସ ବାଇକ ନମ୍ବର ଓଡି-୩୧ଡି /୬୯୦୦ତଦନ୍ତ ସମୟରେ ପୋଲିସ ଜବତ କରିଥିବା ଡ଼ିଏସପି ଶ୍ରୀ ମିନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି  l  ଘଟଣାର ଅଧିକ ତଦନ୍ତ ଜାରିରହିଥିବା ବେଳେ ଖୁବଶୀଘ୍ର ଅନ୍ୟ ସମସ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ କରାଯିବ ବୋଲି ଏସଡିପିଓ ଶ୍ରୀ ମିନା ଦୃଢୋକ୍ତି ପ୍ରକାଶ କରିଛନ୍ତି  l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like