-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ରାଜ୍ୟ

ଜନତା ସରକାରୀ ଉଚ୍ଚବିଦ୍ୟାଳୟରେ ବିଶ୍ଵ ଫାଷ୍ଟଏଡ୍ ଦିବସ -୨୦୨୪ ପାଳିତ

15-Sep-2024



ବରଗଡ଼/ଅମ୍ବାଭୋନା(ପ୍ରେରଣା ଖବର): ଇଣ୍ଟରନେସନାଲ ଫେଡରେସନ୍ ଅଫ ରେଡକ୍ରସ୍ ଏବଂ ରେଡକ୍ରେସେଣ୍ଟ ସୋସାଇଟିର ଘୋଷଣା ଅନୁସାରେ ସାରା ବିଶ୍ଵରେ ସେପ୍ଟେମ୍ବର ମାସ ଦ୍ବିତୀୟ ଶନିବାର ଫାଷ୍ଟଏଡ୍ ଦିବସ ପାଳିତ ହୋଇ ଆସୁଛି। ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ସରକାରୀ ଉଚ୍ଚବିଦ୍ୟାଳୟରେ ବିଶ୍ଵ ଫାଷ୍ଟଏଡ୍ ଦିବସ -୨୦୨୪ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜୁନିଅର୍ ରେଡକ୍ରସର ପରାମର୍ଶଦାତା ଶିକ୍ଷକ ସଂଜୟ ଖମାରୀ  ବିଶ୍ଵ ଫାଷ୍ଟଏଡ୍ ଦିବସର ଆଭିମୁଖ୍ୟ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ 

ସୂଚନା ପ୍ରଦାନ କରିବା ସହିତ ବିଶ୍ଵର ସର୍ବବୃହତ ସେବା ସଂଗଠନ ରେଡକ୍ରସ ଉପରେ ହେନେରି ଡୁନାଣ୍ଟଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ। ପ୍ରାଥମିକ ଉପଚାର କ୍ଷେତ୍ରରେ ଜୁନିଅର୍ ରେଡକ୍ରସର ସଦସ୍ୟଙ୍କ ଭୂମିକା ଏବଂ ଚଳିତ ବର୍ଷର ବିଷୟବସ୍ତୁ "ପ୍ରାଥମିକ ଉପଚାର ଓ କ୍ରୀଡ଼ା" ସମ୍ପର୍କରେ ବିଶଦଭାବରେ ଆଲୋଚନା କରାଯାଇଥିଲା।ପ୍ରାକୃତିକ ବିପର୍ଯ୍ୟୟ ତଥା ଦୁର୍ଘଟଣା ସମୟରେ ଆହତ ବ୍ୟକ୍ତି ମାନଙ୍କୁ କିପରି ସହାୟତା କରାଯିବ, ଅଚେତ ଅବସ୍ଥାରେ ଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କଣ କରାଯିବ ଏବଂ ଗୁରୁତର ଆହତ ବ୍ୟକ୍ତିଙ୍କୁ କିପରି ସ୍ଥାନାନ୍ତରିତ କରାଯିବ ସେହି ସମ୍ବନ୍ଧୀୟ ଜ୍ଞାନ କୌଶଳ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିଲା। ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନାୟକ ପ୍ରାଥମିକ ସହାୟତାର ଆବଶ୍ୟକତା ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ସବିଶେଷ ଧାରଣା ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍କୁଲର 

ଜୁନିଅର୍ ରେଡକ୍ରସ, ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ ଓ ଶକ୍ତି କ୍ଲବର ସଦସ୍ୟ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ, ଶିକ୍ଷକ ସଞ୍ଜୟ ଖମାରୀ, ଶ୍ରୀପତି ସାହୁ, ତେଜରାମ ସା, ଈଶ୍ୱର ପଧାନ, ବୋଧରାମ ବିଶ୍ବାଳ, ଅଙ୍କିତ ମହନ୍ତ, ସୁବାସ ଚନ୍ଦ୍ର ଖମାରୀ, ପ୍ରଶାନ୍ତ ମହାପାତ୍ର, ଶିକ୍ଷୟିତ୍ରୀ ଅନୀତା ପଧାନ ଏବଂ ବିଦ୍ୟାଳୟର ଶିକ୍ଷାର୍ଥୀ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଶେଷରେ ଶିକ୍ଷକ ଶ୍ରୀପତି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like