-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କଳିଙ୍ଗିଆ ପଂଚାୟତରେ ହାତୀପଲ ଆତଙ୍କ

15-Sep-2024



କନ୍ଧମାଳ/ଘୁ ଉଦୟଗିରି(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ) କନ୍ଧମାଳ ଜିଲ୍ଲା ଦକ୍ଷିଣାଞ୍ଚଳ ସୀମାନ୍ତବର୍ତ୍ତୀ ଘୁ.ଉଦୟଗିରି ବ୍ଳକ କଳିଙ୍ଗିଆ ଗ୍ରାମପଞ୍ଚାୟତର ଏକ ନମ୍ବର ୱାର୍ଡ ରିଟୁଡ଼ିରେ ପୁଣି ହାତୀପଲ ଉପଦ୍ରବ ଦେଖିବାକୁ
ମିଳୁଛି l କିଛି ମାସ ତଳର ବ୍ୟବଧାନ ପରେ ପୁଣି ହାତୀପଲ ଜଙ୍ଗଲର ସୁବିଧା ନେଇ କଳିଙ୍ଗିଆ ଅଞ୍ଚଳକୁ ଫେରି ଥୂବା ଦେଖିବାକୁ ମିଳିଛି । ଗତକାଲି ବିଳମ୍ବିତ ରାତ୍ରିରେ ପାଖାପାଖୂ ୧୦ ରୁ ଉଦ୍ଧ ହାତୀପଲ ରେଟୁଡ଼ି ଗ୍ରାମରେ ପଶି ଧାନ ଫସଲ ଦଳାଚକଟା କରି ନଷ୍ଟ କରିଥିବା କ୍ଷତିଗ୍ରସ୍ତ ଚାଷୀମାନେ ଅଭିଯୋଗ କରିଛନ୍ତି I ଏହି ହାତୀପଲ ରାତ୍ରୀ ପାଖାପାଖୂ ୧୧ ଘଣ୍ଟା ସମୟରୁ ସକାଳ ୫ ଟା ପର୍ଯ୍ୟନ୍ତ ଉପଦ୍ରବ କରିବା ସହ ନିମିର ପ୍ରଧାନଙ୍କ ମିଲ ଘର ମଧ୍ୟ ଭାଙ୍ଗି ଥୂବା କହିଛନ୍ତି ଗ୍ରାମବାସୀ। କିଛି ମାସ ପୂର୍ବେ ହାତୀପଲ ଏହି ଅଞ୍ଚଳ ଓ ଘୁ.ଉଦୟଗିରି ବ୍ଲକ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ କରିବା ସହ ଘର ଭାଙ୍ଗି ଥୂଲା । ଯାହା ପାଇଁ ଅଂଚଳବାସୀ ଭୟଭୀତ ହେବା ସହ ନିଜର ଭିତମାଟି ଛାଡ଼ି ଅନ୍ୟତ୍ର ମଧ୍ଯ ଚାଲି ଯାଇ ଥିଲେ। ଗତକାଲି ହାତୀପଲର ଉପଦ୍ରବରେ ଅଞ୍ଚଳବାସୀ ଭୟଭୀତ ଥୂବା କହିଛନ୍ତି । ତେଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବୀ କରିଛନ୍ତି । ହାତୀପଲ ଆସିଲେ ନିରୀହ ଚାଷୀମାନଙ୍କ ଧାନ କ୍ଷେତରେ ପଶି ଦଳାଚକଟା କରି ଫସଲ ନଷ୍ଟ କଲେ ଏବଂ କ୍ଷତି ସହିଲେ ଚାଷୀଭାଇ ମାନେ, ହେଲେ ଏଭଳି ଘଟଣା ପାଇଁ କିଏ ଦାୟୀ, ହାତୀପଲ ନା ଘୁ ଉଦୟଗିରି ବନବିଭାଗ ? ନା ନିରୀହ ଚାଷୀ ? ଘଟଣାରୁ ଅନୁମାନ କରାଯାଇ ପାରୁଛି ଯେ ବର୍ତ୍ତମାନ ଚାଷବାସ ବା ବିଭିନ୍ନ ପ୍ରକାର ଫସଲ କ୍ଷେତରେ ଲହଡା ମାରୁଥିଲେ ମଧ୍ୟ୍ୟ ବନ୍ୟ ଯାନ୍ତୁଙ୍କ ଦାଉରୁ ଜଙ୍ଗଲ ନିକଟବର୍ତ୍ତୀ ଥିବା ଚାଷ ଜମିଗୁଡିକର ସୁରକ୍ଷା ପ୍ରତି ବନ ବିଭାଗ କୌଣସି ପ୍ରକାର ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରିନ ଥିବାରୁ ବେଳେ ବେଳେ ବନ୍ୟ ପ୍ରାଣୀ ବାରହା, ମାଙ୍କଡ଼, ହାତୀ ଭଳି ପ୍ରାଣୀ ମାନଙ୍କ ଦ୍ୱାରା ଗରିବ ଚାଷୀ ମାନଙ୍କର ଧନଜୀବନ ଉପରେ କ୍ଷତି ପହଞ୍ଚାଉଛି, ତେଣୁ ବନ୍ୟ ପ୍ରାଣୀ ମାନଙ୍କ ଦାଉରୁ ଚାଷୀ ହେଉ କି ସାଧାରଣ ଜନତା ହେଉ ସେମାନଙ୍କର ଧନଜୀବନର ସୁରକ୍ଷା ଦାୟିତ୍ୱ ବନବିଭାଗର ରହିବା ଜରୁରୀ ଆବଶ୍ୟକ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ଏଭଳି ଘଟଣାକୁ ଏଡାଇବା ପାଇଁ କୌଣସି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରି ନ ଥିବା ଜନସାଧାରଣ ଅଭିଯୋଗ ଆସୁଛି l  ତେଣୁ ଆଗକୁ ବନ୍ୟପ୍ରାଣୀଙ୍କ ଦାଉରୁ ଫସଲର ସୁରକ୍ଷା ସହିତ ସାଧାରଣ ଲୋକଙ୍କ ଧନଜୀବନ ରକ୍ଷା କରିବା ପାଇଁ ବନ ବିଭାଗ ଦୃଷ୍ଟିଦେବା ପାଇଁ ଜନସାଧାରଣରେ ଦାବୀ ହେଉଛି | 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like