-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଦୁଇ ଦିନ ଧରି ଚାଲିଥିଲା ଖୋଖୋ କବାଡି ପ୍ରତିଯୋଗିତା, ମାପ ଓଜନ ଯନ୍ତ୍ର ର ଝମେଲାରେ ବଳି ପଡିଲା ଏକ ଉଦୀୟମାନ ପ୍ରତିଭା

15-Sep-2024



ବରଗଡ଼/ଅତାବିରା:  ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଗୋଡଭଗା ଜନତା ହାଇସ୍କୁଲ,ପତ୍ରାପାଲି ହାଇସ୍କୁଲ ଓ ଅତାବିରା ହାଇସ୍କୁଲରେ ସବ୍ ବ୍ଲକସ୍ତରୀୟ ୧୭ବର୍ଷରୁ କମ୍ ବାଳକ ବାଳିକାଙ୍କୁ ନେଇ ଖୋଖୋ, କବାଡି ଓ ୧୪ବର୍ଷ ରୁ କମ୍ ବାଳକ ବାଳିକାଙ୍କ ମଧ୍ୟରେ ଖୋଖୋ,କବାଡି ପ୍ରତିଯୋଗିତାରେ ଚୟନ ହୋଇ ଅତାବିରା ବାଳକ ଉଚ୍ଚବିଦ୍ୟାଳୟ ପରିସରରେ ଅନୁଷ୍ଠିତ ବ୍ଲକ ସ୍ତର ପ୍ରତିଯୋଗିତାରେ ଭାଗ ନେଇଥିଲେ।vହେଲେ ଝିଲିମିଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ରମେଶ ବଢେଇଙ୍କ ଝିଅ ତନୁ ବଢେଇ ଅଷ୍ଟମ ଶ୍ରେଣୀ ପାଠ ପଢ଼ି ପତ୍ରାପାଲି ସବ୍ ବ୍ଲକସ୍ତରୀୟ କବାଡି ପ୍ରତିଯୋଗିତାରେ ନିଜର ଓଜନ ମାପରେ ୫୪କେଜି ହୋଇ ଥିବାରୁ ତାକୁ ଖେଳରେ ସାମିଲ କରାଯାଇ ଥିଲା।ସେଥିରେ ସପ୍ତମ ସ୍ଥାନରେ ଉତ୍ତୀର୍ଣ୍ଣ ବ୍ଲକସ୍ତର ପ୍ରତିଯୋଗିତାକୁ ମନୋନୀତ ହୋଇ ଆଜି ଭାଗ ନେବା ପାଇଁ ଆସିଥିଲେ।ହେଲେ ଚୟନ ପ୍ରକିୟା ଦାୟିତ୍ୱରେ ଥିବା କର୍ତ୍ତୃପକ୍ଷ ଖେଳରୁ ବାଦ୍ ଦେଇଥିଲେ।ଯଦ୍ୱାରା ଛାତ୍ରୀ ତନୁ ମନରେ ରଖିଥିବା ଲକ୍ଷ୍ୟ ତାକୁ ନିରାଶ କରିଦେଇଥିଲା।ତେବେ ସବ୍ ବ୍ଲକ ସ୍ତରରେ ଚୟନ ପ୍ରକିୟା ଠିକ୍ ଥିଲା ନାଁ ବ୍ଲକସ୍ତର ଚୟନ ପ୍ରକ୍ରିୟା ଠିକ୍ ଥିଲା ଏନେଇ ଦ୍ଵନ୍ଦରେ ଭାଙ୍ଗି ପଡ଼ିଥିଲେ ଛାତ୍ରୀ ତନୁ। ଏପରିକି ପଚରାବୁଝାରୁ ଜଣା ପଡ଼ିଥିଲା ଯେ ଠିକ୍ ଭାବେ ଚୟନ ପ୍ରକ୍ରିୟା ନହେବା ଯୋଗୁଁ ଅଧିକାଂଶ ଛାତ୍ରଛାତ୍ରୀ ଏହି ଖେଳରୁ ବଞ୍ଚିତ ରହିଥିଲେ।ଏଥିରୁ ସ୍ପଷ୍ଟ ଜଣା ପଡୁଛି ଯେ ତିନିଟି ସବ୍ ବ୍ଲକସ୍ତରୀୟ ରେ ଥିବା ଓଜନ ମାପଯନ୍ତ୍ର କେଉଁ ଟା ଠିକ୍ କେଉଁ ଟା ଭୁଲ ଏନେଇ ଅଭିଭାବକ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।ଏହା ବ୍ୟତିତ ଖେଳରୁ ନିରାଶ ହୋଇ ଫେରି ଯାଇ ଥିବା ଛାତ୍ରୀଙ୍କ ବାପା ଅତାବିରାରେ ସରକାରୀ ବେସରକାରୀ ସ୍ଥାନରେ ଲାଗି ରହିଥିବା ଓଜନମାପ ଯନ୍ତ୍ରରେ ଝିଅ ଓଜନ ମାପ କରାଇଥିଲେ।ସମସ୍ତ ମାପ ଯନ୍ତ୍ର ରେ ପୃଥକ୍ ପୃଥକ୍ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like