-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ରାଜ୍ୟ

କଣ୍ଟାମାଳ ବ୍ଲକରେ ସୁଭଦ୍ରା ଯୋଜନାର ବିରାଟ ସ୍ୱାଗତ ସଚେତନତା ଶୋଭାଯାତ୍ରା

15-Sep-2024



କଣ୍ଟାମାଳ: ମହିଳା ସଶକ୍ତିକରଣ ପାଇଁ ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ l  ଏହି ଯୋଜନାର ପ୍ରଚାର ପ୍ରସାର ଓ ଘରେ ଘରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆଜି ସକାଳ ୯ଘଣ୍ଟା ସମୟରେ ବ୍ଳକ୍ ମିଶନ ଶକ୍ତି କାର୍ଯ୍ୟାଳୟ ସମ୍ମୁଖରୁ ବ୍ଲକ ସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । କଣ୍ଟାମାଳ ତହସିଲଦାର ସୁଶ୍ରୀ ଶ୍ୱେତପଦ୍ମା ଯୋଶୀ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ l ପ୍ରଶାସନ  ପକ୍ଷରୁ ସ୍ଥାନୀୟ ବିଡ଼ିଓ କଣ୍ଟାମାଳ ଶ୍ରୀମତୀ ସାମି ଜୟଶ୍ରୀ ରେଡ୍ଡୀ, ସିଡିପିଓ ପଙ୍କଜିନୀ ମିଶ୍ର,, ବିପିସି ବିଶ୍ୱଭୂଷଣ କହଁର, ବିପିଏମ ଅଜୟ ପ୍ରଧାନ, ବିପିଏସିଏ ସାମନ୍ତ ପ୍ରଧାନ, ବିଏଲସି ରାଧାରାଣୀ ନାୟକ, ବିଏଲଏଫ ସଭାପତି ପୁଷ୍ପାଞ୍ଜଳି ମିଶ୍ର,ସମ୍ପାଦକ ଅହଲ୍ୟା କର୍ଣ୍ଣ ସମସ୍ତ ସୁପ୍ରରଭାଇଜର ମାନେ ଉକ୍ତ ସଚେତନତା ଶୋଭାଯାତ୍ରା ରେ ସାମିଲ ହୋଇଥିଲେ । ମହିଳାମାନେ ହାତରେ ପ୍ଲାକାର୍ଡ ଧରି ସୁଭଦ୍ରା ଯୋଜନା ସମ୍ପର୍କିତ ବିଭିନ୍ନ ସ୍ଲୋଗାନ ସହ ନଗର ପରିକ୍ରମା ପରେ ବ୍ଲକ ପଞ୍ଚାୟତ ସମିତି ସଭା ଗୃହରେ ଆୟୋଜିତ ସଭାରେ ଯୋଗଦେଇଥିଲେ l  କଣ୍ଟାମାଳ ସିଡିପିଓ ଶ୍ରୀମତୀ ପଙ୍କଜିନୀ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଉକ୍ତ ସମସ୍ତ ଅତିଥିମାନେ ଯୋଗଦେଇ ସୂଚନା, ଶିକ୍ଷା, ଯୋଗାଯୋଗ ପର୍ଯ୍ୟାୟରେ ହାତକୁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସହ ସୁଭଦ୍ରା ଯୋଜନା ଭଳି ଯୁଗାନ୍ତକାରୀ ଆଉ ଏକ ଯୋଜନା ଯୋଡି ହେବାଦ୍ୱାର ଆର୍ଥିକ ଅନଗ୍ରସର ମହିଳା ମାନଙ୍କୁ ସଶକ୍ତିକରଣର ଏକ ନୂତନ ଦିଗଦର୍ଶନ ଦେଇଛି ବୋଲି ବକ୍ତବ୍ୟରେ କହିଥିଲେ l  ଶେଷରେ ବିପିସି ବିଶ୍ୱଭୂଷଣ କହଁର ଧନ୍ୟବାଦ ଅର୍ପଣ କରିଥିଲେ l ଏଥିରେ ଏସ୍.ଏଚ୍.ଜି. ମହିଳା, ମିଶନଶକ୍ତି ପଂଚାୟତ ସଭାପତି, ସମ୍ପାଦିକା,ଏମବିକେ ଦିଦି, ସିଆରପି, ସୁଭଦ୍ରା ଦିଦି ଆଦି ତିନିଶହରୁ ଉର୍ଦ୍ଧ ମହିଳା ଯୋଗଦେଇଥିଲେ  । 

(କଣ୍ଟାମାଳ ରୁ ଜୟ କୁମାର ମହାରଣା ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like