-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

୧୭ ରୁ ବାହାରିବ କୋଶଲ ଅସ୍ମିତା ରଥ *ପାଟଣାଗଡ କୋଶଲେଶ୍ୱରୀ ମନ୍ଦିର ରୁ ବୈଦ୍ୟନାଥ କୋଶଲେଶ୍ୱର ମନ୍ଦିର*- *ଦଶଟି ଜିଲ୍ଲା ବୁଲି ସଚେତନ କରିବ ରଥ

15-Sep-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ)
ପଶ୍ଚିମ ଓଡିଶାର ଅସ୍ମିତା ବର୍ତ୍ତମାନ ଘୋର ସଂକଟରେ ପଡିଛି । ଏହାର ଭାଷା ସଂସ୍କୃତି ତଥା ଅସ୍ମିତାର ସୁରକ୍ଷା ଓ ସଂମ୍ବୃଦ୍ଧି ସକାଶେ ସାଧାରଣ ଜନତାକୁ ସଚେତନ କରିବା ନିମନ୍ତେ ବଲାଂଗିର, କଳାହାଣ୍ଡି, ନୁଆପଡା, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ବୌଦ୍ଧ, ସୁବର୍ଣ୍ଣପୁର ଆଦି ଦଶଟି ଜିଲ୍ଲାରେ କୋଶଲ ଅସ୍ମିତା ରଥ ବୁଲିବା ସହ ପ୍ରତି ଜିଲ୍ଲା ସଦର ମହକୁମାରେ ସାଧାରଣ ଜନତା, ଯୁବଶକ୍ତି, ମାତୃଶକ୍ତି, ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ, ନେତୃମଣ୍ଡଳୀ ଓ ଗଣମାଧ୍ୟମ ପ୍ରତିନିଧିମାନଂକୁ ନେଇ ସଭା ସମିତି ଅନୁଷ୍ଠାନ କରିବାକୁ କୋଶଲ ସାହିତ୍ୟ ସଂସ୍କୃତି ଏକାଡେମି ଓ କୋଶଲ ହେରିଟେଜ ଟ୍ରଷ୍ଟ ତରଫରୁ ନିଷ୍ପତ୍ତି ହୋଇଛି । ଏହି କୋଶଲ ଅସ୍ମିତା ରଥ ଚଳିତ ସେପ୍ଟେମ୍ବର ୧୭ ତାରିଖ ବଲାଂଗିର ଜିଲ୍ଲା ପାଟଣାଗଡ କୋଶଲେଶ୍ୱରୀ ମନ୍ଦିରରୁ ବାହାରି ୨୩ ତାରିଖ ସୁବର୍ଣ୍ଣପୁର ଜିଲ୍ଲାର ବୈଦ୍ୟନାଥ କୋଶଳେଶ୍ୱର ମନ୍ଦିରରେ ଯାତ୍ରା ଶେଷ ହେବ । ଏହି ଯାତ୍ରା ସମୟରେ ରାସ୍ତାରେ ପଡୁଥିବା ବିଭିନ୍ନ ସହର ଓ ଗ୍ରାମରେ ପଥପ୍ରାନ୍ତ ସଭା ହେବ । ଏହି କାର୍ଯ୍ୟକ୍ରମରେ ଏକାଡେମୀର ସଭାପତି ପଦ୍ମଶ୍ରୀ ଡ.ଶ୍ରୀନିବାସ ଉଦଗାତା, ଉପସଭାପତି ପଦ୍ମଶ୍ରୀ ହଳଧର ନାଗ, ପ୍ରମୁଖ ବିଶିଷ୍ଟ ବ୍ୟକ୍ତି ସମ୍ମାନିତ ଅତିଥି ଭାବେ ଯୋଗଦାନ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି । ଉପରୋକ୍ତ କାର୍ଯ୍ୟକ୍ରମରେ ବିପୁଳ ସଂଖ୍ୟାରେ ଜନସାଧାରଣ ଯୋଗଦାନ କରିବାକୁ ଏକାଡେମୀର ସାଧାରଣ ସଂପାଦକ ଗୋରେଖନାଥ ସାହୁ ଓ ଯୁଗ୍ମ ସଂପାଦକ ସାକେତ ଶ୍ରୀଭୂଷଣ ସାହୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like