-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ସ୍ୱାଗତ ପଦଯାତ୍ରାର ଶୁଭାରମ୍ଭ କଲେ ଜିଲ୍ଲାପାଳ :- ମାଁ ମାନଙ୍କ ଆର୍ଥିକ ଉନ୍ନତି ଓ ସାମଗ୍ରିକ ପ୍ରଗତିରେ ସୁଭଦ୍ରା ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା

15-Sep-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ରାଜ୍ୟରେ ମହିଳାଙ୍କ ଆର୍ଥିକ ସ୍ଵଛଳତା ସହ ସାମଗ୍ରିକ ବିକାଶ ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ତରଫରୁ ସୁଭଦ୍ରା ଯୋଜନା ପ୍ରଣୟନ କରାଯାଇଛି। ସମସ୍ତ ଯୋଗ୍ୟ ମହିଳା ଯେପରି ଯୋଜନାରେ ଯୋଡି ହୋଇ ଏହାର ଲାଭ ନେଇପାରିବେ ସେଥିପାଇଁ ରାଜ୍ୟ,ଜିଲ୍ଲା ତଥା ବ୍ଲକସ୍ତରରେ ମାଁ ମାନଙ୍କୁ ସଂଶ୍ଲିଷ୍ଟ କରାଯାଇ ବିବିଧ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ କରାଯାଉଛି l ଏହି ପରିପ୍ରେକ୍ଷୀରେ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ନିମନ୍ତେ ଆଜି ସକାଳ ୧୦ ଘଣ୍ଟା ସମୟରେ  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସୁଭଦ୍ରା ସ୍ୱାଗତ ପଦଯାତ୍ରା କୁ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ, ବଲାଙ୍ଗୀର ଲୋକ ସଭା ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ଶରତ ଶତପଥୀ ଓ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାରି  ସୁବର୍ଣ୍ଣପୁର ଟାଉନ ହଲ ଠାରେ ପହଞ୍ଚିଥିଲା। ପରେ ପରେ ପଦଯାତ୍ରାରେ ସାମିଲ ସମସ୍ତ ମହିଳା, ମହିଳାମଣ୍ଡଳ ର କର୍ମକର୍ତ୍ତା ପ୍ରମୁଖ ଙ୍କୁ ନେଇ ସଚେତନତା ସଭା,କାର୍ଯ୍ୟକ୍ରମ ପର୍ଯ୍ୟବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା। ଦିବସ ପରିପ୍ରେକ୍ଷୀରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ମେହେର, ବଲାଙ୍ଗୀର ଲୋକସଭା ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ବିଡ଼ିଓ ସୋନପୁର ସୌମ୍ୟରଞ୍ଜନ ସ୍ୱାଇଁ, ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ। ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଦାସ ସ୍ୱାଗତ ପଦଯାତ୍ରା ସଚେତନତା ସମାବେଶ ରେ ଯୁଗାନ୍ତକାରୀ ସୁଭଦ୍ରା ଯୋଜନା ସରକାରଙ୍କ ମହିଳା ଙ୍କ ନିମନ୍ତେ ଏକ ପ୍ରମୁଖ ଯୋଜନା ରହିଥିବା ପ୍ରକାଶ କରିଥିଲେ। ସେ ଏହି ଅବସରରେ ମାଁ ମାନଙ୍କ ସୂଚନା ନିମନ୍ତେ ଯୋଜନାର ରୂପରେଖ ସହ ଜିଲ୍ଲାର ସମସ୍ତ ମହିଳାମାନେ ଯେପରି ଏହି ଯୋଜନାରେ ଯୋଡି ହୋଇ ବିଶେଷ ଉପକୃତ ହେବେ ସେହି ଉପରେ ବିଶେଷ ଗୁରୁତ୍ୱାରୋପ କରିଥିଲେ।ଜିଲ୍ଲାର କୌଣସି ଆବେଦନ କେନ୍ଦ୍ରରେ ପରିଚାଳକ ଅଥବା ମଧ୍ୟସ୍ଥି ଏହି ପ୍ରକ୍ରିୟା ନିମନ୍ତେ କୌଣସି ପ୍ରକାର ବେନିୟମ ଅର୍ଥ ଦାବି କିମ୍ବା ସମସ୍ୟା ସୃଷ୍ଟି କରୁଥିଲେ ତୁରନ୍ତ ସୂଚୀତ କରିବାକୁ ପରାମର୍ଶ ଦେଇଥିଲେ। କୌଣସି ପ୍ରକାର ବେଆଇନ ଅର୍ଥ କାରବାରକୁ ବରଦାସ୍ତ କରାଯିବ ନାହିଁ ବୋଲି କହିବା ସହ ସେମିତି ସୂଚନା ମିଳିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚୀତ କରିଥିଲେ। ଦାଖଲ ନିମନ୍ତେ ନିର୍ଦ୍ଧିଷ୍ଟ ଶେଷ ଅବଧି ନାହିଁ, ଏଣୁ ମାଁ ମାନେ କୌଣସି ବ୍ୟସ୍ତ ବିବ୍ରତ ନ ହେବାକୁ ପରାମର୍ଶ ଦେଇଥିଲେ ଜିଲ୍ଲାପାଳ।  କାର୍ଯ୍ୟକ୍ରମ ଅବସରରେ ମହିଳା ମଣ୍ଡଳ ସଦସ୍ୟା ତଥା ମହିଳା ବି ପି ମହାବିଦ୍ୟାଳୟ ର ଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ସଚେତନତାର ବାର୍ତ୍ତା ପ୍ରଦାନ କରାଯାଇଥିଲା। ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ତଥା ଉତ୍ପାଦ ଗୋଷ୍ଠୀଙ୍କ ଦ୍ୱାରା ଗ୍ରାମୀଣ ଉତ୍ପାଦ ର ବିପ୍ପଣୀ ବଜାର ଆୟୋଜିତ ହୋଇଥିବା ବେଳେ କିଣା ବିକା ର ଆନନ୍ଦ ନେଇଥିଲେ ଉପସ୍ଥିତ ସମସ୍ତ ଯୋଗଦାନକାରୀ। ଡ଼ିଏସଡବ୍ଲୁଓ ଅନୁପମା ପଣ୍ଡା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ କୁ ଡିପିସି ମିଶନ ଶକ୍ତି ବିଶ୍ୱଜିତ ଦାସ ପରିଚାଳନା କରିଥିଲେ, ସିଡିପିଓ ସୋନପୁର କାର୍ଯ୍ୟକ୍ରମ ରେ ସମସ୍ତ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like