-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ମେଦନା ଗ୍ରାମରେ ସାଂସଦ ଙ୍କ ଉପସ୍ଥିତିରେ ବିଜେପିର ସଦସ୍ୟତା ଅଭିଯାନ ଅନୁଷ୍ଠିତ

15-Sep-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ମଣ୍ଡଳ ସଭାପତି ଜେ ରାଜଶେଖର ରାଓ, ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରୀ ସଭ୍ୟ ଜୟନ୍ତ କୁମାର ପାତ୍ର ଏବଂ ସୋମନାଥ ପୂଜାରୀ ଙ୍କ ଉପସ୍ଥିତି ରେ  ମେଦନା ଠାରେ ବିଶ୍ଵ ର ସର୍ବ ବୃହତ ରାଜନୈତିକ ଦଳ ବିଜେପି ର ସଦସ୍ୟତା ଅଭିଯାନ କରା ଯାଇଛି। ଏହି ଅବସରରେ ଗୋବିନ୍ଦ ମାଝୀ, ରତନ କଲାର, ସାଧାରଣ ସଂପାଦକ ଭୀମସେନ ଜେନା, ଦିନବନ୍ଧୁ ମାଝୀ, ପାପଡାହାଣ୍ଡି ମଣ୍ଡଳ ସଭାପତି କ୍ଷେତ୍ରମୋହନ ପାତ୍ର, ହରି ପାଣିଗ୍ରାହୀ, ଜି ଭେଙ୍କଟ ରାଓ, ଭଗତ କଲାର, ଲକ୍ଷ୍ମୀ ମାଝୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ସମସ୍ତ ଙ୍କୁ ବିଜେପି ର ସଭ୍ୟ ହେବା ପାଇଁ ନିବେଦନ କରିବା ସହ ଫୋନ ମାଧ୍ୟମରେ କିଭଳି ଜଣେ ସଭ୍ୟ ହୋଇ ପାରିବ ଏବଂ ଅନ୍ୟମାନଙ୍କୁ କରି ପାରିବ ପ୍ରାଞ୍ଜଳ ଭାବରେ ବୁଝାଇଥିଲେ। ଅନେକ ବ୍ୟକ୍ତି ବିଜେପି ର ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like