-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||     

HOME   ଜିଲ୍ଲା

ତାଲପଦର ଗ୍ରାମରେ ବିଘ୍ନରାଜ ଶ୍ରୀଗଣେଶଙ୍କ ମେଲାଣି

15-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ତାଳପଦର ଠାରେ ଚାଲିଥିବା ଗଣେଶ ପୂଜା ବିଭିନ୍ନ କାର୍ଯ୍ୟକ୍ରମ ସହିତ ସମ୍ପୂର୍ଣ ହୋଇଛି l ଦୀର୍ଘ ଆଠ ଦିନଧରି ଅନେକ କାର୍ଯ୍ୟକ୍ରମ ଯଥା ମାଁ ପୂର୍ଣ୍ଣବାସୀ କଲାପରିଷଦ ମାନପୁର ର କଂସ ଦରବାର,ସାସ୍କୃତିକ କାର୍ଯ୍ୟକ୍ରମ, ଓଡିଶୀ ନୃତ୍ୟ, ଓ କଟକ ର ମା ଜଗତ ଜନନୀ ଅପେରା କୁ ଦର୍ଶକ ମାନେ ଉପଭୋଗ କରିଥିଲେ l ଦରବାର ପାଖରେ ଲାଗିଥିବା ମିନାବଜାର ରେ ମଧ୍ୟ ଗହଳି ଦେଖିବାକୁ ମିଳିଥିଲା l ମୁଖ୍ୟ ଅତିଥି ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିବା  ବେଳେ ସୁଶାନ୍ତ ମିଶ୍ର, ସୁଶାନ୍ତ ଗଡ଼ତିଆ,ଯୋଗୀନ୍ଦ୍ର ପଧାନ ଉଦଯାପନ କରିଥିଲେ l ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମକୁ ଅଧ୍ୟାପକ ସୁକୁମାର ଭୋଇ ସଂଯୋଜନା କରିଥିଲେ l କଳାକାର ହିସାବରେ ତାଲପଦର ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତେଜରାଜ ବାରିକ, ଗୋଦାବରୀ ପଧାନ, କଂସ ମହାରାଜ ମାନସ ମହାପାତ୍ର ଓ ଦାଶରଥି ସାମଲଙ୍କୁ ସମ୍ମାନୀତ କରାଯାଇଥିଲା l କାର୍ଯ୍ୟକ୍ରମକୁ ପୂଜା କମିଟିର ସତ୍ୟପ୍ରକାଶ ପଧାନ,ସୁଶାନ୍ତ ସାହୁ,ଗୋବିନ୍ଦା ସାହୁ, ସିପନ ସାହୁ, ସୁମନ୍ତ ପଧାନ, ସୋନୁ ସାହୁ ଓ କମିଟିର ଅନ୍ୟନ୍ୟା ସଦସ୍ୟ ପରିଚାଳନା କରିଥିଲେ l ଭସାଣିଯାତ୍ରାରେ ପଧାନ ଡିଜେ ତାଳପଦର, ଆଦିବାସୀ  ନୃତ୍ୟ, କଲାଙ୍ଗୀନାଚ ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026

You Might Also Like