-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଫଟୋଗ୍ରାଫର୍ ଏସୋସିଏସନ୍ ଅଫ୍ ଅତାବିରା ର ୧୬ତମ ବାର୍ଷିକୋତ୍ସବ ତଥା ନୂଆଁଖାଇ ଭେଟଘାଟ

15-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅତାବିରା ଫଟୋଗ୍ରାଫର ଏସୋସିଏସନ୍ ର ୧୬ତମ ବାର୍ଷିକୋତ୍ସବ ତଥା ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ରେଙ୍ଗାଲି କ୍ୟାମ୍ପ ସ୍ଥିତ ଡିଭାଇନ୍ ଗାର୍ଡେନ ଠାରେ ଅନୁଷ୍ଠିତ ହୋଇଯାଇଛି। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ଫଟୋଗ୍ରାଫର୍ ମହାସଂଘ ଓଡିଶା ର ସମ୍ପାଦକ ସୁଶାନ୍ତ କୁମାର ମହାନ୍ତି, ଅଲ୍ ଇଣ୍ଡିଆ ରେଡିଓ ସମ୍ବଲପୁର ର ଗାୟକ ପର୍ଶୁରାମ ପାତ୍ର  ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ରହି ପ୍ରଥମେ ବିଘ୍ନ ବିନାଶକ ଗଣେଶ ଓ ମାଁ ସମଲେଶ୍ଵରୀ ଙ୍କ ପୂଜାର୍ଚ୍ଚନା କରିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି ଅବସରରେ ଫଟୋଗ୍ରାଫର ଏସୋସିଏସନ୍ ଅତାବିରା ର ଦିବଙ୍ଗତ ଫଟୋଗ୍ରାଫର୍ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। ଓଡ଼ିଶା ଫଟୋଗ୍ରାଫର୍ ଆସୋସିଏସନ୍ ତଥା ଅତାବିରା ଫଟୋଗ୍ରାଫର୍ ମହାସଂଘ ଓଡ଼ିଶା ର ନୂତନ ସଭାପତି ସଞ୍ଜୟ ରଥ ବର୍ତ୍ତମାନ ସମୟରେ ଫଟୋଗ୍ରାଫି ଓ ଫଟୋଗ୍ରାଫର୍ ର ଅବଦାନ ଓ ମହତ୍ତ୍ଵ ଉପରେ ଆଲୋକପାତ କରିବା ସହ ଓଡ଼ିଶାର ସମସ୍ତ ଫଟୋଗ୍ରାଫର୍ ମାନଙ୍କୁ ପାଇଁ  ବୀମା ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟ ଅତିଥି ଙ୍କୁ ଅନୁରୋଧ କରିଥିଲେ। ଏହି ଅବସରରେ ନିଷ୍ଠା ପରିବାର ବରଗଡ଼ କୁ କୋଶଳ ଶ୍ରୀ ସମ୍ମାନ ଓ ବରିଷ୍ଠ ଫଟୋଗ୍ରାଫର ଯଶୋବନ୍ତ ନାରାୟଣ ସିଂଙ୍କୁ ଇନ୍ଦ୍ରଧନୁ ସମ୍ମାନ ତଥା ଶୁଭଙ୍କର ସାହୁଙ୍କୁ ମେଧାବୀ ଛାତ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା। ତର୍ପଣ ପ୍ରଧାନ ମଞ୍ଚ ପରିଚାଳନା କରିଥିଲା ବେଳେ ସଂଘର ସଂପାଦକ ସୁଦାମ ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like