-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଚାରିଛକ ଠାରେ ଓଡିଶା ପ୍ରାନ୍ତୀୟ ମାରୱାଡି ଯୁବ ମଞ୍ଚର ରାଜ୍ୟ କାର୍ଯ୍ୟକାରିଣୀ ସଭା,ଡିସେମ୍ବର ମାସରେ ୧୫ହଜାର ୟୁନିଟ ରକ୍ତ ସଂଗ୍ରହ କରିବ 

15-Sep-2024



ହରଭଙ୍ଗା(ଦେବବ୍ରତ ଦାସ): ଓଡିଶା ପ୍ରାନ୍ତୀୟ ମାରୱାଡି ଯୁବ ମଞ୍ଚ ପକ୍ଷରୁ ଆଗାମୀ ଡିସେମ୍ବର ମାସରେ ସ୍ୱତନ୍ତ୍ର ଅଭିଯାନ ମାଧ୍ୟମରେ ୧୫ ହଜାର ୟୁନିଟ ରକ୍ତ ସଂଗ୍ରହ କରିବାକୁ ଘୋଷଣା କରାଯାଇଛି l ବୌଦ୍ଧ ଜିଲା ଚାରିଛକ ଅନସୁଲା ହୋଟେଲ ଠାରେ ଓଡିଶା ପ୍ରାନ୍ତୀୟ ମାରୱାଡି ଯୁବ ମଞ୍ଚର ରାଜ୍ୟ କାର୍ଯ୍ୟକାରିଣୀ ସଭା ଅନୁଷ୍ଠିତ ହୋଇଛି l ମାରୱାଡି ଯୁବ ମଞ୍ଚ, ବୌଦ୍ଧ ଶାଖା ଆତିଥ୍ୟ ରେ ଅନୁଷ୍ଠିତ ଏହି କାର୍ଯ୍ୟକାରିଣୀ ସଭାରେ ରାଜ୍ୟ ସଭାପତି ପରାଗ ଅଗ୍ରୱାଲ ଅଧକ୍ଷତା

କରିଥିଲେ l ସଭାରେ ମୁଖ୍ୟ ଅତିଥି ଭାବେ ଅଖିଳ ଭାରତୀୟ ମାରୱାଡି ଯୁବ ମଞ୍ଚର ନିବର୍ତ୍ତମାନ ରାଷ୍ଟ୍ରୀୟ ସଭାପତି କପିଲ ଲାଖୋଟିଆ, ସମ୍ମାନିତ ଅତିଥି ଭାବେ ଉତ୍କଳ ପ୍ରାନ୍ତୀୟ ମାରୱାଡି ସମ୍ମେଳନ ର ପୂର୍ବତନ ସଭାପତି ଗୋବିନ୍ଦ ଅଗ୍ରୱାଲ ଯୋଗ ଦେଇ ଜନସେବା କାର୍ଯ୍ୟ , ସମାଜ ସୁଧାର , ନାରୀଶକ୍ତିର ଉନ୍ନତି , ଗୋ ରକ୍ଷା ଆଦି ସମ୍ପର୍କରେ ମାର୍ଗଦର୍ଶନ କରିଥିଲେ l ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ  ସୁନ୍ଦର ପ୍ରକାଶ, ରାଜ୍ୟ ସମ୍ପାଦକ ପ୍ରତୀକ ଅଗ୍ରୱାଲ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦୀପକ ଛାପଡ଼ିଆ , ପୂର୍ବତନ  ରାଷ୍ଟ୍ରୀୟ ଉପାଧ୍ୟକ୍ଷ  ରିଙ୍କୁ ଅଗ୍ରୱାଲଙ୍କ ସମତେ ଅନ୍ୟମାନେ ମଂଚାସୀନ ହୋଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l ଆଗାମୀ ଦିନରେ ରାଜ୍ୟ ର ସମସ୍ତ ଜିଲାରେ କୃତ୍ରିମ ଅଙ୍ଗ ପ୍ରତ୍ୟାରୋପଣ ଶିବିର ଆୟୋଜନ କରାଯିବା ନେଇ ପ୍ରସ୍ତାବ ଗ୍ରହଣ କରାଯାଇଥିଲା l ଆଗାମୀ ନିର୍ବାଚନ ଓ ବିଭିନ୍ନ କାର୍ଯ୍ୟକ୍ରମ ନେଇ  ସଦସ୍ୟମାନେ ପ୍ରସ୍ତାବ ଦେବା ସହ ଆଲୋଚନା କରିଥିଲେ l ବୌଦ୍ଧ ଶାଖା ସଭାପତି କୁଶ ଅଗ୍ରୱାଲ , ସମ୍ପାଦକ ଛୋଟୁ ଅଗ୍ରୱାଲ, ସ୍ୱାଗତ ଅଧକ୍ଷ

କେତନ ଅଗ୍ରୱାଲ , ଆବାହକ ଅଙ୍କିତ ଅଗ୍ରୱାଲ ଙ୍କ ସମତେ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ବୌଦ୍ଧ ମାରୱାଡି ସମାଜର ସଦସ୍ୟ , ପୁରୁଣାକଟକ ମାରୱାଡି ସମାଜର ସଦସ୍ୟଙ୍କ ସମତେ ରାଜ୍ୟର ବିଭିନ୍ନ ଜିଲାରୁ ମାରୱାଡି ଯୁବ ମଞ୍ଚର ସଦସ୍ୟମାନେ ସଭାରେ ସାମିଲ ହୋଇଥିଲେ l ଏହି ଅବସରରେ ସମାଜର ବିଭିନ୍ନ ବରିଷ୍ଠ ସଦସ୍ୟ ଓ ପ୍ରତିଭା ମାନଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like