-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ରାୟଗଡାରେ ମହାପୁରୁଷ ଅତିବଡୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ ପାଳିତ

15-Sep-2024



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ଅଖିଳ ଭାରତୀୟ ସାହିତ୍ୟ ପରିଷଦ ରାୟଗଡା ଜିଲ୍ଲା ଶାଖା ପକ୍ଷରୁ ଅତିବଡ଼ି ଜଗନ୍ନାଥ ଦାସଙ୍କ ଜୟନ୍ତୀ ଉତ୍ସବ ମହା ସମାରୋହରେ ଜେକେପୁର ସରସ୍ଵତୀ ଶିଶୁ ବିଦ୍ୟା। ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ତଥା ଆମ ପଞ୍ଚବଟୀ ସାହିତ୍ୟ ପତ୍ରିକାର ସମ୍ପାଦକ ଶ୍ରୀ ସୁଶାନ୍ତ କୁମାର ନାୟକ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ଓଡିଆ ଭାଷା ବିଭାଗୀୟ ମୁଖ୍ୟ ଡକ୍ଟର ରୁଦ୍ରାଣୀ  ମହାନ୍ତି ଯୋଗ ଦେଇ ଓଡିଆ ଭାଗବତ ଉପରେ ଆଲୋଚନା କରି ପରିବାର ଗଠନରେ ଭାଗବତର ପ୍ରାସଙ୍ଗିକତା ଉପରେ ସୁନ୍ଦର ଭାବେ ବୁଝାଇଥିଲେ । ସମ୍ମାନୀୟ ଅତିଥିଭାବେ  ଜେକେ କାଗଜ କଳର ମହା ପ୍ରବନ୍ଧକ ଶ୍ରୀ  ଗୌରୀ ଶଙ୍କର ପଟ୍ଟନାୟକ ଯୋଗ ଦେଇଥିବା ବେଳେ ଅନ୍ୟତମ ସମ୍ମାନୀୟ ଅତିଥି ଭାବେ ଜେକେ କାଗଜକଳର ସାମାଜିକ ଦାୟିତ୍ୱବୋଧ ବିଭାଗର ଉପ ପ୍ରବନ୍ଧକ ଶ୍ରୀ ହରି ହର ଖମାରୀ ଯୋଗ ଦେଇଥିଲେ । ଶିକ୍ଷକ ଶ୍ରୀ ନୀଳାଞ୍ଚଳ ମିଶ୍ର କାର୍ଯ୍ୟ କ୍ରମ ସଂଯୋଜନା କରିଥିଲେ । ଏହି ଅବସରରେ ମଞ୍ଚାସୀନ ଅତିଥିଙ୍କୁ ପୁଷ୍ପଗୁଛ ଓ ଉପଢ଼ୌକନ ଦେଇ ସମ୍ୱର୍ଦ୍ଧନା କରାଯିବାସହ ବିଶିଷ୍ଟ ଅନୁବାଦକ  ତଥା ନବରଙ୍ଗପୁର ଜିଲ୍ଲା ସହକାରୀ ଜିଲ୍ଲାପାଳ ଶ୍ରୀ ଆଶୁତୋଷ ପାତ୍ର ଓ ଜିଲ୍ଲା ସଂଯୋଜକ  ସାହିତ୍ୟିକ ତଥା ବରିଷ୍ଠ ସାମ୍ବାଦିକ   ଶ୍ରୀ ନୀଳାମ୍ବର ମିଶ୍ରଙ୍କୁ  ଅଖିଳ ଭାରତୀୟ ସାହିତ୍ୟ ପରିଷଦ ରାୟଗଡା ଜିଲ୍ଲା ଶାଖା ପକ୍ଷରୁ ସମ୍ବର୍ଦ୍ଧନା ଦିଆ ଯାଇଥିଲା । ସାହିତ୍ୟ ପରିଷଦର ଜିଲ୍ଲା ସମ୍ପାଦକ ଶ୍ରୀ ଡ ସୂର୍ଯ୍ୟ ନାରାୟଣ ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like