-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ସ୍ୱାଗତ ପଦଯାତ୍ରା ଓ ସାମୁହିକ ଆଲୋଚନାଚକ୍ର

15-Sep-2024



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ରାୟଗଡ ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ୱାଗତ ପଦଯାତ୍ରା ସହରର ରେଳଷ୍ଟେସନ ଛକଠାରୁ ବାହାରି ବ୍ଳକଛକ ଦେଇ ଜିଲ୍ଲାପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା l ସୂଚନା ଥାଉକି ମହିଳା ମାନଙ୍କ କଲ୍ୟାଣକାରୀ ଯୋଜନା "ସୁଭଦ୍ରା" ପାଇଁ ବର୍ତ୍ତମାନ ଆବେଦନ ଏବଂ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ମାନ ତୃଣମୂଳ ସ୍ତରରୁ ଜିଲ୍ଲାସ୍ତର ଯାଏଁ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ ହୋଇଥିବା ପଦଯାତ୍ରlରେ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମହିଳା, ସୁଭଦ୍ରା ଯୋଜନାର ଆବେଦନକାରୀ ମହିଳାଙ୍କ ସମେତ ୩ଶହରୁ ଉର୍ଦ୍ଧ୍ୱ ମହିଳା ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ଯୋଗଦାନରେ ଏହି ଶୋଭାଯାତ୍ରାରେ ବାହାରିଥିଲା l ଏହି ପଦଯାତ୍ରାକୁ ଜିଲ୍ଲାପାଳ ତଥା ମୁଖ୍ୟ ଅତିଥି ଶ୍ରୀମତୀ ପାରୁଲ ପଟାୱରୀ ସବୁଜପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ଏହି ସୁଚନା ସଚେତନତା ଶୋଭାଯାତ୍ରାରେ ଅତିରକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ଚନ୍ଦ୍ର ରଇତ, ସିଡିଓ ତଥା ଇଓ ଜିଲ୍ଲାପରିଷଦ, ରାୟଗଡ ଶ୍ରୀ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ କଲ୍ୟାଣୀ ସଂଘମିତ୍ରା ଦେଵୀ, ଜିଲ୍ଲାସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ପ୍ରତିମା ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲେନୁର, ଡିପିସି ମମତା ଜିତେନ୍ଦ୍ର କୁମାର ମହାପାତ୍ର, ଜିଲ୍ଲା ପରାମର୍ଶଦାତା ବାଲ୍ୟବିବାହ ନିରୋଧ କାର୍ଯ୍ୟକ୍ରମ ରତ୍ନେଶ୍ୱର ସାହୁ, ଡିପିଏମ ଓଡ଼ିଶା ଜୀବିକା ମିଶନ ହେମନ୍ତ ବାଗ, ଡିପିଏ ମିଶନଶକ୍ତି ସାରଙ୍ଗଧର ଶବର, ଲିଡ଼ ବ୍ୟାଙ୍କ ମେନେଜର ଦେବେନ୍ଦ୍ର କୁମାର ବାଉରୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ ତଥା ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରିଥିଲେ l ଏହି ପଦଯାତ୍ରା ସମାପନ ପରେପରେ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀମତୀ ପଟାୱରୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱବଧାନରେ ଏକ ଦଳଗତ ଆଲୋଚନା ହୋଇଥିଲା l ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରଇତ, ସିଡିଓ ଶ୍ରୀ କହଁର, ଉପଜିଲ୍ଲାପାଳ ଶ୍ରୀମତୀ କଲ୍ୟାଣୀ ଦେବୀ, ଲିଡ଼ ବ୍ୟାଙ୍କ ଅଧକାରୀ ଆଦି ସୁଭଦ୍ରା ସମ୍ପର୍କରେ ସମସ୍ତଙ୍କୁ ସଚେତନତା କରିବା ସହ ସୁଭଦ୍ରା ଯୋଜନାକୁ ନେଇ ଉପୁଜିଥିବା ସମସ୍ତ ସନ୍ଦେହ ଏହି ଆଲୋଚନା ମାଧ୍ୟମରେ ଦୂରକରିବାକୁ ଚେଷ୍ଟା କରିଥିଲେ l ସମସ୍ତ ମହିଳାଙ୍କ ସହ ଜିଲ୍ଲାପାଳ ଶ୍ରୀମତୀ ପଟାୱରୀଙ୍କ ସୁଭଦ୍ରା ସମ୍ପର୍କିତ ସଂକ୍ଷିପ୍ତ ଆଲୋଚନା ପରେପରେ ସୁଭଦ୍ରା ସନ୍ଦେଶ କାନ୍ଥରେ ଜିଲ୍ଲାପାଳଙ୍କ ସହ ମିଶି କିଛିକିଛି ସନ୍ଦେଶ ସହ ନିଜନିଜର ସ୍ୱ-ହସ୍ତାକ୍ଷର କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like