-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରାଜବୈଦ୍ୟ ସ୍ବର୍ଗତ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ତୃତୀୟ ବାର୍ଷିକ ଉତ୍ସବ ଓ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ

16-Sep-2024



ବଲାଙ୍ଗିର(ପ୍ରେରଣା ଖବର): ଗତକାଲି ପୂର୍ବାହ୍ନ ୧୧ଘଟିକା ସମୟରେ ବଲାଙ୍ଗିର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ସମ୍ମୁଖ ଡବ୍ଲୁଓଡିସି ପାଭିଲିଅନ୍ ଠାରେ ରାଜବୈଦ୍ୟ ସ୍ବର୍ଗତ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ବଲାଙ୍ଗିରର ତୃତୀୟ ବାର୍ଷିକ ଉତ୍ସବ ଓ ନୂଆଁଖାଇ ଭେଟଘାଟ-୨୦୨୪ ମହା ସମାରୋହରେ ପାଳିତ ହୋଇଯାଇଛି।

ପରିଷଦର ଉପସଭାପତି ଝସକେତନ ଗୁରୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅଲ୍ ଓଡ଼ିଶା ରିପୋର୍ଟର୍ ଆସୋସିଏସନର ସଭାପତି ଡ଼ଃ ସୁଧାଂଶୁ ଶେଖର ରାଉତ ଯୋଗ ଦେଇ ରାଜବୈଦ୍ୟ ସ୍ବର୍ଗତ ଚିନ୍ତାମଣି ବେହେରାଙ୍କ ସ୍ମୃତିଚାରଣ କରିବା ସହ ନୂଆଁଖାଇ ଏକ ଭାଇଚାରାର ମହାନ ପର୍ବ ଯାହା କେବଳ ପଶ୍ଚିମ ଓଡ଼ିଶାର ନୁହେଁ ବରଂ ଏହିପର୍ବ ପୂର୍ବ ଓ ପଶ୍ଚିମଓଡ଼ିଶାରର ଦୂରତାକୁ ସଂକୁଚିତ କରୁଛି ବୋଲି ମତପୋଷଣ କରିଥିଲେ। କାର୍ଯ୍ୟକ୍ରମର ଉଦ୍ଘାଟିକା ଭାବେ ଓଡ଼ିଶା ସାହିତ୍ୟ ଏକାଡେ଼ମୀର ଉପସଭାପତି ଗାୟତ୍ରୀ ସରାଫ ଯୋଗଦେଇ  ସମ୍ବର୍ଦ୍ଧିତ ପ୍ରତିଭା ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ କୃଷିଭିତ୍ତିକ ପର୍ବରେ ଜଣେ କୃଷକକୁ ସମ୍ବର୍ଦ୍ଧିତ କରିବା ପାଇଁ ପରାମର୍ଶ ଦେଇଥିଲେ। ବଡମାଲ ଗୋଳାବାରୁଦ କାରଖାନା ଅଧିନସ୍ଥ କେନ୍ଦ୍ରୀୟ ବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ବିଶିଷ୍ଟ ବାଗ୍ମୀ ରାଜମଣି ସାହୁ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସ୍ବର୍ଗତ ଚିନ୍ତାମଣି ବେହେରାଙ୍କ ମହନୀୟତା ସମ୍ପର୍କରେ ଆଲୋକପାତ କରିବା ସହ ନୂଆଁଖାଇର ବିଶେଷତ୍ଵ  ବଖାଣି ଥିଲେ। ଉକ୍ତ ସଭାରେ ସମ୍ମାନିତ ଅତିଥି ଭାବେ ଡା. ଲଳିତ କୁମାର ସାହୁ ଯୋଗ ଦେଇଥିଲେ। ପରିଷଦର ପ୍ରତିଷ୍ଠାତା ସଂପାଦକ କବି ନବ କିଶୋର ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ ଓ   ଆଶୁକବି ହେମନ୍ତ ଦାଶ ସଭା ସଞ୍ଚାଳନ କରିଥିଲେ। ସଦସ୍ୟ ଦୁର୍ବାଦଳ ଘିଭେଲା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ସଭା ପ୍ରାରମ୍ଭରେ ନାଦ ନିକୁଞ୍ଜ ସଂଗୀତ ବିଦ୍ୟାଳୟ ର ଶିଶୁ କଳାକାରମାନେ ସ୍ବାଗତ ସଂଗୀତ ପରିବେଷଣ କରିଥିବା ବେଳେ କାର୍ଯ୍ୟକ୍ରମ ଶେଷରେ ପରିଷଦର ସଦସ୍ୟ ରଞ୍ଜନ

କୁମାର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ସମାଜରେ ପ୍ରତିଷ୍ଠା ଲାଭ କରିଥିବା ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ଖେଳ ପାଇଁ ଅନିମା ପଟେଲ, କବିତା ପାଇଁ ସୁଜିତ କୁମାର ସତପଥି, ନିର୍ଭୀକ ସାମ୍ବାଦିକତା ପାଇଁ ଡଃ ସୁଧାଂଶୁ ଶେଖର ରାଉତ, ସଂଗୀତ ପାଇଁ ଜୀବନ ପ୍ରକାଶ ଦାଶ, ଆୟୁର୍ବେଦିକ ଚିକିତ୍ସା ପାଇଁ ଦେବାନନ୍ଦ ସାହୁ, ଶ୍ରେଷ୍ଠ ସାହିତ୍ୟିକ ଭାବେ ବନବାସ ମେହେର, ମଞ୍ଚ କଳାକାର ଭାବେ ରଞ୍ଜନ କୁମାର ପାଣିଗ୍ରାହୀ, ଦିଲ୍ଲୀପ ବଳବନ୍ତରାୟଙ୍କୁ 'ବୋଉ' କବିତା ସଂକଳନ ଓ ନାଟ୍ୟ ନିର୍ଦ୍ଦେଶନା ପାଇଁ, ଇଂରାଜୀ କବିତା ପାଇଁ ରମେଶ ଚନ୍ଦ୍ର ପ୍ରଧାନୀ, ବୃକ୍ଷରୋପଣ ପାଇଁ ମୀନକେତନ ସାହୁ ଓ ଯୋଗ ପାଇଁ ଶିବାନନ୍ଦ ଦାଶଙ୍କୁ ରାଜ୍ଯସ୍ତରୀୟ ପୁରସ୍କାର ପରିଷଦ ପକ୍ଷରୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like