-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୩୦ ବର୍ଷ ଧରି ଅସ୍ଥାୟୀ ରହିଛୁ 

16-Sep-2024



ବଲାଙ୍ଗିର, ଦୀର୍ଘ ୩୦ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି କର୍ମଚାରୀମାନେ ଅସ୍ଥାୟୀ ଭାବେ କାର୍ଯ୍ୟ କରିଆସୁଛନ୍ତି । ଦୈନିକ ଶ୍ରମିକ ମଜୁରୀ ହାରରେ ଦରମା ପାଉଛନ୍ତି । ସ୍ୱଳ୍ପ ଦରମାରେ ବର୍ଷ ବର୍ଷ ଧରି ଓଡ଼ିଶା ସରକାରଙ୍କ ଜନସ୍ୱାସ୍ଥ୍ୟ, ଜିଲା ଜଳ ଓ ପରିମଳ ବିଭାଗରେ ଏଚଆର୍‍ ଅସ୍ଥାୟୀ କର୍ମଚାରୀ କାମ କରୁଛନ୍ତି । ରାଜ୍ୟରେ ନୂତନ ଭାବେ ଗଢିଥିବା ସରକାର ପ୍ରତିଶ୍ରୁତି ଅନୁଯାୟୀ ପ୍ରତିଶ୍ରୁତି ପୂରଣ କରନ୍ତୁ ବୋଲି ସ୍ଥାନୀୟ କଲେଜ ଛକରେ ଓଡ଼ିଶା ପାଇପ୍‍ ଜଳ କର୍ମଚାରୀ  ସଂଘ ପକ୍ଷରୁ ଅନୁଷ୍ଠିତ ବୈଠକରେ ମତପ୍ରକାଶ ପାଇଛି । 
  ସୀମାଞ୍ଚଳ ପଣ୍ଡାଙ୍କ ସଭାପତିତ୍ୱରେ ଶ୍ରମିକ ନେତା ରବି ପାଣିଗ୍ରାହୀ, ଶୁଶାନ୍ତ ପଣ୍ଡା, ଶେଷଦେବ କାଣ୍ଡ ମଞ୍ଚାସୀନ ଥିଲେ । ସଂଘ ପକ୍ଷରୁ ୧୨ ଏପ୍ରିଲ ୧୯୯୩ରୁ ରାଜ୍ୟରେ କାର୍ଯ୍ୟରତ ଥିବା ଓଡ଼ିଶା ପାଇପ୍‍ ଜଳ ସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ ରାଜ୍ୟ ସରକାର ସ୍ଥାୟୀ ନିଯୁକ୍ତି ପ୍ରଦାନ କରନ୍ତୁ । କର୍ମଚାରୀମାନଙ୍କ ଏହା କେବଳ ଏକମାତ୍ର ଦାବି । ପାଇପ୍‍ ଜଳ କର୍ମଚାରୀମାନେ ରାଜ୍ୟର ପ୍ରତି ପଞ୍ଚାୟତରେ ବର୍ଷ ସାରା ସେବା ଯୋଗାଇ ଆସୁଥିବା ବେଳେ ଆଜି ପର୍ଯ୍ୟନ୍ତ ସେମାନଙ୍କ ଦାବି ପୂରଣ ହୋଇପାରିନାହିଁ । କେବଳ ଅସ୍ଥାୟୀ କର୍ମଚାରୀମାନେ  ନୁହନ୍ତି ସେମାନଙ୍କ ଉପରେ ନିର୍ଭର କରୁଥିବା ପରିବାର ଅଭାବ, ଅନଟନରେ ଦିନ କାଟୁଛନ୍ତି । ସରକାର ଦାବିକୁ ବିଚାର କରି ଶୀଘ୍ର ପୂରଣ କରନ୍ତୁ ବୋଲି ସଭାରେ ଦାବି ହୋଇଛି । ଏହି ଅବସରରେ ଜନସ୍ୱାସ୍ଥ୍ୟ, ଜିଲା ଜଳ ଓ ପରିମଳ ବିଭାଗ ଅସ୍ଥାୟୀ କର୍ମଚାରୀ ସଂଘର ଜିଲା ସଙ୍ଗଠନ ସମ୍ପାଦକ ଭାବେ ରବି ସୁନାଙ୍କୁ ନୂତନ ଭାବେ ଦାୟିତ୍ୱ ଅର୍ପଣ କରାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ସଂଘର ଯୁଗ୍ମ ସମ୍ପାଦକ ଟିକେଶ୍ୱର ଗଡ଼ତ୍ୟା, ଯଶୋବନ୍ତ ପାଣିଗ୍ରାହୀ, ବଳଦେବ ମନହୀରା, ଗୋପବନ୍ଧୁ ପଧାନ, ବାଳିବନ୍ଧ ସେଠ, ଘନଶ୍ୟାମ ବୁଡ଼େକ, ସମାରୁ ଦଣ୍ଡସେନା,ହିମାଂଶୁ ପୁରୋହିତଙ୍କ ସମେତ ରାଜ୍ୟର ବିଭିନ୍ନ ଜିଲାରୁ ସଂଘର ପ୍ରତିନିଧିମାନେ ଯୋଗ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like