-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣଦୀପ ର ନୂଆଁଖାଇ ସମ୍ମାନ ଉତ୍ସବ ଅନୁଷ୍ଠିତ

16-Sep-2024



ବରଗଡ଼:(ପ୍ରେରଣା ଖବର)-ଇଣ୍ଟରନେଟ ଯୁଗରେ ୩୦ ବର୍ଷରୁ ଉର୍ଦ୍ଧ ସମୟ ଯୁଗୋପଯୋଗୀ ସୁବର୍ଣ୍ଣଦୀପ ଶିଶୁ କିଶୋର ପତ୍ରିକା ବରଗଡ଼ ଜିଲ୍ଲାରୁ ନିୟମିତ ଭାବେ ପ୍ରକାଶ ପାଇବା ସହିତ ଲେଖକ, ଲେଖିକାଙ୍କୁ ନୂଆଁଖାଇ ଲେଖା ପ୍ରକାଶ ପାଇଁ ସୁଯୋଗ ଦେଇ ଅନୁଷ୍ଠିତ ଏକ ଲେଖକ ଲେଖିକା ସମ୍ମିଳନୀରେ ନୂଆଁଖାଇ ସମ୍ମାନ ପ୍ରଦାନ କରିବା ବରଗଡ଼ ଜିଲ୍ଲା ତଥା ପଶ୍ଚିମଓଡିଶା ପାଇଁ ଗର୍ବ ଓ ଗୌରବର ବିଷୟ ଅଟେ ବୋଲି ମୁଖ୍ୟ ଅତିଥି ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ନିରଞ୍ଜନ ତ୍ରିପାଠୀ ମତବ୍ୟକ୍ତ କରିଛନ୍ତି।ଏକ ମନୋଜ୍ଞ ଲେଖକ ଲେଖିକା ସମ୍ମିଳନୀରେ ବରଗଡ଼ ସ୍ଥିତ ବାପୁଜୀ ସ୍କୁଲ ଠାରେ ସୁବର୍ଣ୍ଣଦୀପ ପକ୍ଷରୁ ଆହୋଜିତ ସୁବର୍ଣ୍ଣଦୀପ ନୂଆଁଖାଇ ସଂଖ୍ୟାରେ ଲୋକାର୍ପଣ ଓ ସୁବର୍ଣ୍ଣଦୀପ ଲେଖା ସମ୍ମାନ ପ୍ରଦାନ ଉତ୍ସବ ପ୍ରଧାନ ଶିକ୍ଷକ କିଶୋର କୁମାର ସାହୁ ତଥା ସ୍କୁଲ କର୍ମଚାରୀଙ୍କ ପରିଚାଳନାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟବକ୍ତା ଭାବେ ସୁସାହିତ୍ୟିକ ମନୋରଞ୍ଜନ ମେହେର ଯୋଗଦେଇ ଥିବା ବେଳେ, ସହ ସମ୍ପାଦକ ଅଧ୍ୟାପକ ନବକୃଷ୍ଣ ମିଶ୍ର ଅତିଥି ପରିଚୟ ପ୍ରଦାନ ସହ ସଂଯୋଜନା ଦାୟିତ୍ଵ ତୁଲାଇଥିଲେ। ସମ୍ପାଦକ ପ୍ରଦୀପଭାନୁ ମହାନ୍ତି ସମ୍ପାଦକୀୟ ପଠନ କରିଥିବା ବେଳେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ବାଳକୃଷ୍ଣ ମିଶ୍ର ସଭାରେ ସଭାପତିତ୍ବ କରିଥିଲେ।ଏହି ଅବସରରେ ୩୦ ଜଣ ନୂଆଁଖାଇ ଲେଖକ, ଲେଖିକାଙ୍କୁ ସମ୍ମାନୀତ କରାଯାଇଥିଲା। ବରଗଡ଼, ବିଜେପୁର ତଥା ସୁଦୂର ଟିଟିଲାଗଡ଼ରୁ ଲେଖକ,ଲେଖିକା ଗୀତାରାଣୀ ମହୁନ୍ତ, ରାଧାରାଣୀ ପଟ୍ଟନାୟକ, ସନ୍ତୋଷିନୀ ଦାଶ,ଅଞ୍ଜଳୀ ଆଚାର୍ଯ୍ୟ, ତପସ୍ଵିନୀ

ମହାପାତ୍ର, ମିନତୀ ଦାଶ, ପୁଷ୍ପାଞ୍ଜଳୀ ପ୍ରଧାନ,ବି.ସଞ୍ଚିତା ପାତ୍ର,ପୁନମ ମାଝୀ, ସଙ୍ଗୀତା ଦୀପ,ମୈାସମୀ ଦାଶ, ସୁପ୍ରଭା ସାମଲ, ପାର୍ବତୀ ଦାଶ, ପୁଷ୍ପାଞ୍ଜଳୀ ପଣ୍ଡା,ନମୀତା ପଟ୍ଟନାୟକ, କବିତା କୁମୁଦ ମେହେର,ସାଗରୀକା ପାଣିଗ୍ରାହୀ,ହୈମବତୀ ମିଶ୍ର, ବାସନ୍ତୀ ଗୁରୁ, ସଂଯୁକ୍ତ ପ୍ରଧାନ, ମୀନା ପଣ୍ଡା,ରୁବି ମାଝୀ, ଭୂମିସୁତା ସାହୁ,ଶେଖ୍ ମୁନତାଜ୍ ଖାତୁନ୍,ଦୁଃଖି ସେବକ ସାହୁ, ଶ୍ରୀକାନ୍ତ କିଶୋର ଷଡ଼ଙ୍ଗୀ  ପ୍ରମୋଦ କୁମାର ଆଚାର୍ଯ୍ୟ ପ୍ରମୁଖଙ୍କୁ ଭବ୍ୟ ସମାରୋହରେ ସମ୍ମାନୀତ କରାଯାଇଥିଲା । ନୃତ୍ୟ ସଙ୍ଗୀତ କାର୍ଯ୍ୟକ୍ରମରେ ରୋସନ ମେହେରଙ୍କ ସହ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ଓ ଖଜୁରଟିକ୍ରା ସ୍କୁଲର ପ୍ରଜ୍ଞା ପରମୀତା ମାଝୀ, ପ୍ରିୟଙ୍କା ପ୍ରିୟଦର୍ଶିନୀ ବେହେରା ପ୍ରମୁଖ ସଭାରେ ତାଙ୍କ ଯାଦୁ ପ୍ରଦର୍ଶିତ କରିଥିଲେ। ଶୁଭେଚ୍ଛୁ ଯୁବ ଯାଦବ ସମାଜର ସଭାପତି ପ୍ରଦୀପ୍ତ ଥପ୍ପା ସୁବର୍ଣ୍ଣଦୀପ ର ପ୍ରକଖଶନ ସମ୍ପର୍କରେ ମତପ୍ରଦାନ କରିଥିଲେ। ଶେଷରେ ଶିକ୍ଷକ/କବି ଅରବିନ୍ଦ ଗୁପ୍ତା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like