-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଯାତ୍ରୀ ପ୍ରତିକ୍ଷାଳୟ ନଥିବାରୁ ଯାତ୍ରୀ ହନ୍ତସନ୍ତ

16-Sep-2024



ଅତାବିରା-ଜାତୀୟ ରାଜପଥ (୬) କୁ ପ୍ରଶସ୍ତିକରଣ କରି (୫୩) ରେ ରୂପାନ୍ତରିତ କରି ଟୋଲଟେକ୍ସ ଅସୁଲି କରିବାର ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ଅତାବିରାରେ ନୂତନ ଭାବେ ଯାତ୍ରୀ ପ୍ରତିକ୍ଷାଳୟ ଟିଏ ତିଆରି ହୋଇପାରି ନାହିଁ।ଯାହା ଫଳରେ ଗୁରୁତ୍ୱପୂର୍ଣ୍ଣ ବସଷ୍ଟାଣ୍ଡ ଛକ, କଲେଜ ଛକ ଓ ଟେଲିକମ ଅଫିସ ଛକରେ ନିତିଦିନ କଲେଜ ଛାତ୍ରଛାତ୍ରୀ, ବୁର୍ଲା ହସ୍ପିଟାଲ ଯିବା ଅପେକ୍ଷାରତ ରୋଗୀ, ତଥା କୃଷକ, ବ୍ୟବସାୟୀ ଓ କଟକ,ପୁରୀ, ଭୁବନେଶ୍ୱର, ବ୍ରହ୍ମପୁର ଭଳି ଗସ୍ତରେ ଥିବା ଯାତ୍ରୀମାନେ ନାହିଁ ନଥିବାର ହଇରାଣ ହୋଇ ରାସ୍ତା କଡରେ ବାଧ୍ୟ ହୋଇ ଛିଡା ହେଉଛନ୍ତି।ଗ୍ରୀଷ୍ମପ୍ରବାହ ଦାଉରୁ ରକ୍ଷା ପାଇବା ପାଇଁ ରାସ୍ତା କଡରେ ଗଛର ଛାଇ ଟିକିଏ ମିଳି ପାରୁନାହିଁ କି ବର୍ଷା ଦାଉରୁ ରକ୍ଷା ପାଇବା ଛାତ ବାରଣ୍ଡା ଟିକିଏ ନାହିଁ।ଯତଦ୍ୱାରା ଉଭୟ ଖରା, ବର୍ଷାକୁ ସହ୍ୟ କରି ବସ ଯାତ୍ରା କରିବାକୁ ବାଧ୍ୟ ହେଉଛନ୍ତି।ଏହାର ପ୍ରଭାବରେ ସୁସ୍ଥ ଯାତ୍ରୀମାନେ ଜର କାଶ ଭଳି ରୋଗରେ ପ୍ରଭାବିତ ହେଉଛନ୍ତି ଓ ରୋଗୀମାନେ ଆହୁରି ଅଧିକ କଷ୍ଟ ସହ୍ୟ କରୁଛନ୍ତି।ଏପରିକି କିଛି ସମୟରେ ବସକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀ ଅଚାନକ ବର୍ଷାର ପ୍ରଭାବରେ ଭିଜି ଯାଉଛନ୍ତି ଓ ଘରକୁ ଫେରିବାକୁ ବାଧ୍ୟ ହେଉଛନ୍ତି।ସୂଚନାଯୋଗ୍ୟ ଯେ ଜାତୀୟ ରାଜପଥ(୬) ହୋଇ ରହିଥିବା ସମୟରେ ବସଷ୍ଟାଣ୍ଡ ଛକରେ ଗୋଟିଏ ଯାତ୍ରୀ ପ୍ରତିକ୍ଷାଳୟ ରହିଥିଲା।ଏହା ସହ ରାସ୍ତା କଡରେ ନିମ୍ବ, ପିପଲ ଭଳି ଗଛ ଗୁଡିକ ରହିଥିଲା।ରାସ୍ତା ପ୍ରଶାସ୍ତିକରଣ ହେବା ଦ୍ୱାରା ପ୍ରତିକ୍ଷାଳୟକୁ ଭାଙ୍ଗି ଦିଆଗଲା ଓ ଵିଶାଲ ରାସ୍ତା କଡରେ ଛାଇ ପ୍ରଦାନ କରୁଥିବା ଗଛ ଗୁଡିକୁ କାଟି ଦିଆଗଲା।ହେଲେ ଆଜି ପର୍ଯ୍ୟନ୍ତ ଯାତ୍ରୀ ମାନଙ୍କ ପାଇଁ କୌଣସି ବ୍ୟବସ୍ଥା ହୋଇପାରି ନାହିଁ।ଅପରପକ୍ଷରେ ଜାତୀୟ ରାଜପଥକୁ ସଂଲଗ୍ନ ଥିବା ଅତାବିରା ଅଞ୍ଚଳର ବ୍ୟବସାୟିକ କେନ୍ଦ୍ରବିନ୍ଦୁ ଅଟେ ଓ ଏହି ସ୍ଥାନରୁ ଯାତ୍ରୀମାନେ ବସ ଯୋଗେ ଜିଲ୍ଲା ତଥା ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନ,ସ୍ୱାସ୍ଥ୍ୟ କେନ୍ଦ୍ର, ସମ୍ପର୍କୀୟ ଘରକୁ ଯାତାୟାତ କରିଥାନ୍ତି।ଯାହା ଫଳରେ ଯାତ୍ରୀମାନଙ୍କ ଭିଡ଼ ପରିଲକ୍ଷିତ ହୋଇ ରହିଥାଏ।ହେଲେ ଏଭଳି ଗୁରୁତ୍ୱପୂର୍ଣ୍ଣ ସହରରେ ଯାତ୍ରୀଙ୍କ ପାଇଁ କୌଣସି ପ୍ରକାର ସୁବିଧା ନାହଁ।ତୁରନ୍ତ ବିଭାଗୀୟ ଅଧିକାରୀ ଏହାକୁ ଦୃଷ୍ଟି ଦେଇ ପଦକ୍ଷେପ ଗ୍ରହଣ କରିବା ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like