-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||     

HOME   ଜିଲ୍ଲା

ବାହାର ରାଜ୍ୟକୁ ଚାଲାଣ ହେଉଥିବା ଶ୍ରମିକଙ୍କୁ ଉଦ୍ଧାର କଲା ବେଲପଡ଼ା ପୋଲିସ

16-Sep-2024



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାରେ ଦାଦନ ଶ୍ରମିକ ଚାଲାଣ ବନ୍ଦ ହେବାର ନାଁ ନେଉ ନାହିଁ l ସରକାରଙ୍କ ଏକାଧିକ ଯୋଜନା ଏହି ମାନଙ୍କୁ ବାହାର ରାଜ୍ୟକୁ ଯିବା ବନ୍ଦ ର ଧାରାକୁ କରିପାରୁ ନାହିଁ l ଏହି କ୍ରମରେ କାଲି ରବିବାର ରାତି ୧୧ଟା ସମୟରେ ବେଲପଡ଼ା ପୋଲିସ ଦ୍ବାରା ୨୦ ଜଣ ଶ୍ରମିକ ଉଦ୍ଧାର ହୋଇଛନ୍ତି I ବେଲପଡ଼ା ଥାନା ଡୁଙ୍ଗୁରିଗୁଡ଼ା ଛକରୁ ଏମାନେ ଉଦ୍ଧାର ହୋଇଥିବା ପୋଲିସ ସୂଚନା ଦେଇଛି I ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୭ ପୁରୁଷ, ୭ ମହିଳା ଓ ୬ ଜଣ ଶିଶୁ ଆଛନ୍ତି l ଏହି ଶ୍ରମିକମାନେ ବେଲପଡ଼ା ଅଞ୍ଚଳରୁ ବେଙ୍ଗାଲୁରୁ କୁ ଚାଲାଣ ହେଉଥିଲେ I ଦାଦନ ଶ୍ରମିକ ଚାଲାଣ ଅଭିଯୋଗରେ ଭରୁଆମୁଣ୍ଡା ଗାଁ ର ସର୍ଦ୍ଦାର ରତ୍ନା ବାଗ ଗିରଫ ହୋଇଛି I ପରେ ଉଦ୍ଧାର  ଶ୍ରମିକ ମାନଙ୍କୁ  ନିଜ ନିଜ ଘରେ ଛାଡ଼ିଲା ବେଲପଡ଼ା ପୋଲିସ I ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୫ ଜଣ ଛତିଶଗଡ଼ ଅଞ୍ଚଳର ହୋଇଥିବା ସୂଚନା ମିଳିଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026

You Might Also Like